ହୋଲିରେ ସିଝିବ ଓଡ଼ିଶା । ୧୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଜାରି ରହିବ ।

ହୋଲିରେ ସିଝିବ ଓଡ଼ିଶା । ରାଜ୍ୟରେ ଏବେଠୁ ତାତିର ପ୍ରକୋପ ବଢ଼ିଲାଣି । ୧୭ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗରମ ଓ
Read More...

ଓଡ଼ିଶାରେ ୫ ବର୍ଷରେ ପଞ୍ଜିକୃତ ହୋଇଛି ୧.୫ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍ ଯାନ

ଓଡ଼ିଶା ବିଧାନସଭାରେ ଗୁରୁବାର ଦିନ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସବସିଡି ବଣ୍ଟନ ତଥ୍ୟରୁ ଜଣାପଡିଛି ଯେ ଓଡ଼ିଶାରେ ପଞ୍ଜିକୃତ ଇଲେକ୍ଟ୍ରିକ୍ ଯାନ (ଇଭି) ସଂଖ୍ୟାରେ
Read More...

ମାର୍ଚ୍ଚ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ

ଆଗାମୀ ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ୧୭ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ
Read More...

‘ବନ୍ଦ ରହିବ କନେଷ୍ଟବଳ ସିପାହୀ ନିଯୁକ୍ତି ପ୍ରକ୍ରିୟା’

ଆଇଆରବି ବାଟାଲିୟନ୍ କନ୍‌ଷ୍ଟେବଳ ସିପାହୀ ନିଯୁକ୍ତି ପ୍ରକ୍ରିୟା ଉପରେ ଗୁରୁବାର ରୋକ୍ ଲଗାଇଛନ୍ତି ହାଇକୋର୍ଟ । ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା, କିନ୍ତୁ ଅନ୍ୟାଦେଶ ଯାଏ ନିଯୁକ୍ତି
Read More...

ଦୁଇ ବର୍ଷରେ ସାପ କାମୁଡ଼ାରେ ଗଲାଣି ୧୮୫୯ ଜୀବନ

ରାଜ୍ୟରେ ଦିନକୁ ଦିନ ବଢୁଛି ସାପ କାମୁଡା ଜନିତ ମୃତ୍ୟୁ । ତେବେ ଗତ ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ । ରାଜ୍ୟରେ କେତେ ପରିମାଣ ଲୋକ ସାପ କାମୁଡ଼ାରେ ମରିଛନ୍ତି ସେନେଇ ଆଜି ଗୃହରେ ବସ୍ତା
Read More...

ଏଣିକି ଯୁକ୍ତ ୨ ପରେ ବିଇଡି କରିପାରିବେ ଛାତ୍ରଛାତ୍ରୀ

ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା
Read More...

ଉତ୍ତର ଦ୍ଵାର ବାହାରେ ହେବ ଅନ୍ନକ୍ଷେତ୍ର ଯୋଜନା- ଗଜପତି ମହାରାଜା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ ଦିବ୍ୟ ସିଂହ ଦେବ। ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ସେ ଅନୁଧ୍ୟାନ କରିଛନ୍ତି। ଗଜପତି ମହାରାଜ ଗୁଣ୍ଡିଚା ମନ୍ଦିର ମଧ୍ୟ ବୁଲି ଦେଖିଛନ୍ତି। ଏହା ସହ
Read More...

ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର

ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଗିରଫ । ତାଙ୍କୁ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି । ରାଜା ଚକ୍ର ନାଁରେ ୧୫୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଛି । ରାଜା ଚକ୍ରର ୪୨ ଟି
Read More...

ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ବୃଦ୍ଧି: ମନ୍ତ୍ରୀ

ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଓଡ଼ିଶା ବନ ବିଭାଗ ଦ୍ୱାରା କରାଯାଇଥିବା ବାର୍ଷିକ ପକ୍ଷୀ ଗଣନାରେ ଏହା ଜଣାପଡିଛି । ଜାନୁଆରୀ ୨୦୨୪-୨୫ର ପ୍ରଥମ ୨ ସପ୍ତାହ ମଧ୍ୟରେ ହୋଇଥିବା ପକ୍ଷୀ
Read More...

ଜୟା ହୋଟେଲରୁ ମାଂସ ଖାଇ ଏବେ ଶୁଦ୍ଧି ହେଲେ ଦୁଇ ବ୍ୟକ୍ତି

ଗ୍ରାହକ ଖାଉଥିଲେ ମଟନ ଝୋଳ କିନ୍ତୁ ହୋଟେଲ ବାଲା ଦେଲା ବିଶ୍ବାସରେ ବିଷ । ଛେଳି ମାଂସ ବଦଳରେ ଖାଇବାକୁ ଦେଉଥିଲା ଗୋ ମାଂସ ।ଲୋକେ ଜାଣିପାରୁ ନଥିଲେ ସ୍ବାଦ । ଆଙ୍ଗୁଳି ଚାଟି ଚାଟି ଖାଉଥିଲେ । ପୁରୀ ସତ୍ୟବାଦୀର ଜୟା
Read More...

ଏଣିକି ଏଟିଏମରୁ ବାହାରିବ ସୁନା ଓ ରୂପା

ଏଣିକି ଏଟିଏମରୁ ବାହାରିବ ସୁନା ଓ ରୂପା । ତିରୁମାଲା ତିରୁପତି ଦେବସ୍ଥାନମ୍ସ ତିରୁମାଲା ମନ୍ଦିରରେ ବିଶ୍ୱର ପ୍ରଥମ ସୁନା ଏବଂ ରୂପା ପେଣ୍ଡାଣ୍ଟ ଏଟିଏମ୍ ସ୍ଥାପନ ହେବ। ଏହି ଏଟିଏମ୍ ମେସିନ୍ ସାହାର୍ଯ୍ୟରେ ଶ୍ରଦ୍ଧାଳୁ
Read More...

ମରିସସ୍ ରାଷ୍ଟ୍ରପତିଙ୍କୁ ଗଙ୍ଗାଜଳ ଉପହାର ଦେଲେ ପ୍ରଧାନମନ୍ତ୍ରୀ ।

ଭାରତ ଓ ମରିସସ୍ ମଧ୍ୟରେ ଐତିହାସିକ ସମ୍ୱନ୍ଧକୁ ଅଧିକ ମଜଭୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଦ୍ୱୀପଦେଶ ଗସ୍ତରେ ଅଛନ୍ତି । ମରିସସ୍ ରାଷ୍ଟ୍ରପତି ଧରମ ଗୋଖୁଲ ଓ ତାଙ୍କ ପତ୍ନୀଙ୍କୁ ବିଶିଷ୍ଟ ଭାରତୀୟ ଉପହାର ବି
Read More...

ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ
Read More...

ଆଜିଠୁ ଆରମ୍ଭ ହେଉଛି ଲକ୍ଷପତି ଦିଦି କର୍ମଶାଳା।

ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ
Read More...

୨୦୨୫ ମସିହାରେ ମୋଟ ୪ଟି ପରାଗ ଓ ଗ୍ରହଣ ସଂଗଠିତ ହେବ

ଚଳିତ ବର୍ଷ ମୋଟ ୪ଟି ପରାଗ ଓ ଗ୍ରହଣ ସଂଗଠିତ ହେବ। ଦୁଇଟି ଆଶିଂକ ସୂର୍ଯ୍ୟପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ। ସେଥିମଧ୍ୟରୁ କେବଳ ଗୋଟିଏ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଭାରତରେ ଦୃଶ୍ୟମାନ ହେବ।
Read More...

୯ ମାସରେ ରାଜ୍ୟ ସରକାରଙ୍କ ଋଣ ଭାର ୨୧ ହଜାର କୋଟି ଟଙ୍କାରୁ ଉର୍ଦ୍ଧ

ମୋହନ ସରକାର ଓଡ଼ିଶାରେ ଶାସନକୁ ଆସିବାର ମାତ୍ର ୯ ମାସ ହୋଇଛି। ହେଲେ ରାଜ୍ୟ ସରକାର ମାତ୍ର ୯ ମାସ ଭିତରେ ୨୧ ହଜାର କୋଟିରୁ ଅଧିକ ଋଣ କରିସାରିଲେଣି।୨୦୨୪ ଜୁନ ମାସରୁ ଫେବ୍ରୁଆରି ୨୦୨୫ ମଧ୍ୟରେ ୨୧ ହଜାର ୧୭୭ କୋଟି ୯୭
Read More...