ମୁଖ୍ୟମନ୍ତ୍ରୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ।
ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି।ପୂର୍ବରୁ କେନ୍ଦୁଝର ଏଡିଏମ!-->…
Read More...
Read More...
ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ ।
ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ!-->…
Read More...
Read More...
୧୨ ତାରିଖ ପରେ ଉତ୍ତର ଓଡ଼ିଶା ତାତିବ ।
ମାର୍ଚ୍ଚ ଆରମ୍ଭରୁ ହିଁ ସୂର୍ଯ୍ୟଙ୍କ କୋପ ବଢ଼ିଲାଣି । ପାଣିପାଗ ପୂର୍ବାନୁମାନ କହୁଛି, ଆଗକୁ ଆହୁରି ବଢ଼ିବ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ୍ ଟପିବ । ୧୨ ତାରିଖ ପରେ ଉତ୍ତର!-->…
Read More...
Read More...
ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ ।
ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ । ଓଡିଶା ସୀମାନ୍ତ ପଶ୍ଚିମବଙ୍ଗର କାଁଥି ଅଂଚଳରେ ମତ୍ସ୍ୟ ଯିବି ମାନେ ଗଭୀର ସମୁଦ୍ରରୁ ଏହି ୨ କୁଇଣ୍ଟାଲର ସାର୍କ ମାଛକୁ ଧରିଛନ୍ତି । କାନ୍ଥିର ପେଟୁଆଘାଟ ମତ୍ସ୍ୟ ବନ୍ଦରରେ!-->…
Read More...
Read More...
ବିଦେଶିନୀଙ୍କ ଆଣ୍ଠୁରେ ମହାପ୍ରଭୁଙ୍କ ଟାଟୁକୁ ନେଇ ବିରୋଧ
ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍ଷ୍ଟାଗ୍ରାମ୍ ଓ ହ୍ୱାଟସପ୍ରେ ସେୟାର କରାଯାଇଥିଲା । ଯାହାକୁ ନେଇ!-->…
Read More...
Read More...
ମାର୍ଚ୍ଚ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ ।
ମାର୍ଚ୍ଚ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ମାର୍ଚ୍ଚ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ । ଦେଶର ବିଭିନ୍ନ ରାଜ୍ୟ ଏବଂ ସହରରେ ବ୍ୟାଙ୍କଗୁଡ଼ିକ ମୋଟ ୧୪ ଦିନ ପାଇଁ ବନ୍ଦ!-->…
Read More...
Read More...
ଲୁହାପଥର ଚୋରା କାରବାର ଘଟଣାରେ ୫ଗିରଫ,୪ଗାଡ଼ି ଜବତ,ଯୋଡା ରୁ ଚେର ଲମ୍ବିଛି ଭାଇଯାକ କୁ,
କେନ୍ଦୁଝର ଜିଲ୍ଲା ଯୋଡା ଖଣି ମଣ୍ଡଳ ଅନ୍ତର୍ଗତ ନୟାଗଡ଼ ଠାରେ ଜବତ ହୋଇ ଗଚ୍ଛିତ ରହିଥିବା ଲୁହାପଥର କୁ ଚୋରା ଚାଲାଣ କରୁଥିବା ବେଳେ ବାମେବାରୀ ପୋଲିସ ୫ଜଣ ଙ୍କୁ ଗିରଫ କରିଛି ।ଗିରଫ ଅଭିଯୁକ୍ତ ମାନେ ହେଲେ!-->…
Read More...
Read More...
ପାଚିକା ଓ ସହାୟିକାଙ୍କ ପାରିତୋଷିକ ବୃଦ୍ଧି
ହୋଲି ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା!-->…
Read More...
Read More...
ଭୁବନେଶ୍ୱରରେ ତିଆରି ହେଲା ବିଶ୍ବର ସବୁଠାରୁ ବଡ଼ ଦହିବରା ।
ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ପ୍ରାୟ ସମସ୍ତଙ୍କ ପ୍ରିୟ ଖାଦ୍ୟ। ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ ମିଳିଥାଏ। ଦହିବରା ନାଁ!-->…
Read More...
Read More...
ଏଥର ବି ଭୀଷଣ ତାତି । ଜଳାଇବ ମାର୍ଚ୍ଚରୁ ମେ’ ଖରା ।
ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ସମ୍ଭାବ୍ୟ!-->…
Read More...
Read More...
ମାର୍ଚ୍ଚ ୧ରୁ ଖୋଲିବ ରାସନ କାର୍ଡ ପୋର୍ଟାଲ
ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରାଯିବ ବୋଲି ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ!-->…
Read More...
Read More...
ଆଜି ବିଶ୍ବ ଦହିବରା ଦିବସ : ଯିଏ ଥରେ ଖାଇଛି ଜାଣିଛି ତାର ସ୍ୱାଦ
ଶାଳପତ୍ର ଦନାରେ ୫ଟି ଦହିବରା ସାଙ୍ଗକୁ ଦି’ ଚାମଚ୍ ଆଳୁଦମ୍, ଘୁଗୁନି । ଉପରେ ଛଣା ସେଉ, କଟା ପିଆଜ ଓ କିଛି ଧନିଆପତ୍ର । କଟକ ମାନେ ଦହିବରା ଆଉ ଦହିବରା ମାନେ ଭାଇଚାରା , ଆଉ ଭାଇଚାରା କହିଲେ ସିଲଭରସିଟିର ଶୋଭାର!-->…
Read More...
Read More...
ପିଡିଏସ ଚାଉଳ ଆଣି ଫେରୁ ଥିବା ବେଳେ ଭାରସାମ୍ୟ ହରାଇ ୪୦୭ ଗାଡ଼ି ଓଲଟି ଜଣେ ମୃତ୍ୟୁ ୭ଜଣ ଗୁରୁତର।
ଥୁଆମୂଳ ରାମପୁର ୨୮/୦୨(ଦୁର୍ଗା କୀର୍ତ୍ତି):- ପିଡିଏସ ଡାଉଳ ପାଇଁ ଗରିବ ହିତାଧିକାରୀ ପଞ୍ଚାୟତଙ୍କୁ ଆଣିବା ପାଇଁ ଯାଇ ବାଟରେ ଗାଡି ଦୁର୍ଘଟଣା ଯୋଗୁଁ ମୃତ୍ୟୁବରଣ କରୁଥିବା ଘଟଣା ପୁଣି ସାମ୍ନାକୁ ଆସିଛି l ଏଭଳି ଏକ!-->…
Read More...
Read More...
ଜାତୀୟ ପଞ୍ଚାୟତ ପୁରସ୍କାର ଏବଂ ପଞ୍ଚାୟତ ବିକାଶ ସୂଚୀ (ପିଡିଟି) ଉପରେ ପାଞ୍ଚ ଦିନିଆ ସଚେତନ ଶିବିର I
ଥୁଆମୂଳ ରାମପୁର,୨୮/୦୨-(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଜାତୀୟ ପଞ୍ଚାୟତ ପୁରସ୍କାର ଏବଂ ପଞ୍ଚାୟତ ବିକାଶ ସୂଚୀ (ପିଡିଟି) ଉପରେ ପାଞ୍ଚ ଦିନିଆ ସଚେତନ ଶିବିର!-->…
Read More...
Read More...
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା, ତା, ୨୮/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା"!-->…
Read More...
Read More...
ତେରଶମ୍ଭୁ ମିଳନ ସମାରୋହ ପ୍ରସ୍ତୁତି ପାଇଁ ମା ‘ ପାଟଖଣ୍ଡା ଙ୍କ ନିକଟରେ ପୂଜାର୍ଚନା
ବାଲିଗୁଡା, ତା, ୨୮/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ତମ ବାର୍ଷିକ ତେର ଶମ୍ଭୁ ମିଳନ ଉତ୍ସବ ଆସନ୍ତା ଏପ୍ରିଲ ମାସ ୬ ତାରିଖ!-->…
Read More...
Read More...