ଏହି ଦିନ ହେବ ପୋଲିସ SI ପରୀକ୍ଷା

ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ରାଜ୍ୟର ବିଭିନ୍ନ ଜିଲାରେ SI ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରିଛି। ମୋଟ ୯୩୩ଟି ପଦବୀ ପାଇଁ ପରୀକ୍ଷା ହେବ। ମାର୍ଚ୍ଚ ୮ ଓ ୯ରେ ଅନୁଷ୍ଠିତ ହେବ
Read More...

ଧାନ କିଣା ପାଇଁ ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍

ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ବର୍ତ୍ତମାନ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍
Read More...

ମାର୍ଚ୍ଚ ୮ ରେ ସୁଭଦ୍ରା ଯୋଜନାର କିସ୍ତି ପାଇବାକୁ ଚାହୁଁଛନ୍ତି କି ?

୨୦୨୫ ମାର୍ଚ୍ଚ ୮ ତାରିଖରେ, ଅନ୍ତର୍ଜାତୀୟ ମହିଳା ଦିବସ ସହିତ ସୁଭଦ୍ରା ଯୋଜନା ଅଧୀନରେ ଓଡ଼ିଶାର ପ୍ରାୟ ୧ କୋଟି ଯୋଗ୍ୟ ମହିଳା ୫,୦୦୦ ଟଙ୍କାର ଦ୍ୱିତୀୟ କିସ୍ତି ପାଇବେ। ଏ ନେଇ ଇସାରା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ
Read More...

ମେଡ଼ିସିନ ଷ୍ଟୋର ରୁ ସଟର ତାଲା ଭାଙ୍ଗି ଚୋରୀ ଘଟଣାରେ ଦୁଇ ପେଶାଦାର ଅପରାଧୀ ଗିରଫ : ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ…

ବାଲିଗୁଡା, ତା, ୨୪/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଏକ ଚୋରୀ ଘଟଣାରେ ବାଲିଗୁଡା ପୁଲିସ ସୋମବାର ଦୁଇ ପେଶାଦାର ଅପରାଧୀ ଙ୍କ ସମେତ କିଛି ଚୋରୀ ସାମଗ୍ରୀ ଜବତ କରିଥିବା ବିଷୟ କୁ
Read More...

ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ।

ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ତେବେ ରାଜ୍ୟରେ ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ବୁଧବାର ଜାଗରରେ ବି ପାଗ ସ୍ୱାଭାବିକ ରହିବ ବୋଲି ଆକଳନ କରିଛି ପାଣିପାଗ
Read More...

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ |

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା । ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଏନେଇ ଲିଷ୍ଟ ସହ ଡୋର୍‌ ଟୁ ଡୋର୍ ବୁଲି ଭେରିଫେକସନ କରିବାକୁ ଅଧିକାରୀଙ୍କୁ
Read More...

ଇନ୍‌ଷ୍ଟାଗ୍ରାମରେ ପ୍ରେମ: ଭିନ୍ନକ୍ଷମ ଯୁବତୀଙ୍କୁ ବିବାହ କଲେ ଯୁବକ

ବାଲେଶ୍ବର ଜିଲା ଜଳେଶ୍ୱର ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଝିଅକୁ ବିବାହ କରି ଉଦାହରଣ ସୃଷ୍ଟି କରିଛନ୍ତି ଯୁବକ ପଞ୍ଚାନନ। ପ୍ରହରାଜପୁର ଗ୍ରାମର ମଦନ ପାତ୍ରଙ୍କ ଭିନ୍ନକ୍ଷମ ଝିଅ ଅନ୍ନପୂର୍ଣ୍ଣା ଜଳେଶ୍ୱର ଡିଗ୍ରୀ କଲେଜରେ
Read More...

ଆସନ୍ତା ୨୮ ତାରିଖରେ ମହାକାଶରେ ବିରଳ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ।

ଫେବୃଆରୀ ୨୮ରେ ଗୋଟିଏ ସରଳରେଖାରେ ସାତଟି ଗ୍ରହ ଦେଖାଯିବ। ଏହି ସମୟ ମଧ୍ୟରେ ଶନି, ବୁଧ, ନେପଚ୍ୟୁନ୍, ଶୁକ୍ର, ୟୁରାନସ୍, ବୃହସ୍ପତି ଏବଂ ମଙ୍ଗଳ ଆଦି ଗ୍ରହ ଏକ ସରଳରେଖାରେ ଦେଖାଯିବେ। ବୈଜ୍ଞାନିକମାନେ ଏହି ଘଟଣାକୁ ଏକ
Read More...

ଆସନ୍ତା ୨୮ ତାରିଖରେ ବିଜେଡିର ପୋଲାଭରମ ଆନ୍ଦୋଳନ।

ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌ ନେଇ ବିଜେଡିର ହେବ ପୋଲାଭରମ ଆନ୍ଦୋଳନ। ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର
Read More...

ମହା ଶିବରାତ୍ରୀରେ ଭୁଲରେ ବି କରନ୍ତୁ ନାହିଁ ଏହିସବୁ କାର୍ଯ୍ୟ

ମହାଶିବରାତ୍ରି ହେଉଛି ହିନ୍ଦୁମାନଙ୍କର ଏକ ବଡ଼ ପର୍ବ। ଶିବରାତ୍ରି ଭଗବାନ ଶିବଙ୍କୁ ସମର୍ପିତ। ଫାଲଗୁନ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାଶିବରାତ୍ରି ପର୍ବ ପାଳନ କରାଯାଏ । ଚଳିତବର୍ଷ ୨୬ ଫେବୃଆରୀ ୨୦୨୫
Read More...

ଖାତାକୁ ଆସିଲା ପିଏମ୍‌ କିଷାନ ଟଙ୍କା

ଚାଷୀଙ୍କ ମୁହଁରେ ଖୁସିର ଲହରୀ । ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା । ବିହାରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି
Read More...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଡେଡଲାଇନ୍ ପୂର୍ବରୁ ସରିବନି।

ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି । ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ । ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ
Read More...

ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ

ଶ୍ରୀରାମଲଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରା ପରିବାର ସହ ଅଯୋଧ୍ୟା ଯାଇ ରାମ ଲଲାଙ୍କ ଦର୍ଶନ କରିବା ସହ ଆଳତି ମଧ୍ୟ କରିଥିଲେ । ପ୍ରଭୁଙ୍କ ଭବ୍ୟ ଦର୍ଶନ କରି ଖୁସି ପ୍ରକାଶ କରିଛନ୍ତି ମୋହନ ମାଝୀ ।
Read More...

କାନ୍ଦି କାନ୍ଦି ପ୍ରେମିକର ପିଣ୍ଡ ଦେଲେ Rani Panda ।

କାନ୍ଦି କାନ୍ଦି ପ୍ରେମିକର ପିଣ୍ଡ ଦେଲେ Rani Panda । ଏମିତି କିଛି ଭିଡିଓ ସାମ୍ନାକୁ ଆସିଛି ଯାହା ଏବେ ସାରା ଓଡ଼ିଶାରେ ଚର୍ଚ୍ଚାର ବିଷୟ ପାଲଟିଛି। ଅନ୍ୟମାନଙ୍କ ଭଳି ଦିନେ ସେ ମଧ୍ୟ ସତ ସତିକା ପ୍ରେମିକା ସାଜି
Read More...

ଆଜି ରାଜ୍ୟର ଏହି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟରେ ଅଦିନିଆ ଝଡ଼ବର୍ଷା ଜାରି ରହିଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ବର୍ଷା ନେଇ ଅରେଞ୍ଜ ଏବଂ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି
Read More...

ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା ।

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି ଅପେକ୍ଷାରେ ଥିବା କୃଷକମାନଙ୍କ ପାଇଁ ଖୁସିଖବର। ଆଜି ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା । ବିହାରରୁ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ
Read More...