ରାଜ୍ୟରେ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ।

ରାଜ୍ୟରେ ଆସନ୍ତା ଦୁଇ ଦିନ ତାପମାତ୍ରା ସାମାନ୍ୟ କମିବ । ସେହିପରି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହୋଇପାରେ । ଏହାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଉରକେଲାରେ ୬ ତାରିଖରେ
Read More...

ରାସନ କାର୍ଡର E-KYC ପାଇଁ ଫେବୃୟାରୀ ୧୫ ରେ ସରିବା ସମୟ ସୀମା ।

ଫେବ୍ରୁଆରି ୧୫ ସୁଦ୍ଧା ଯେଉଁମାନେ ରାସନ କାର୍ଡର ଇକେୱାଇସି ନ କରିବେ, ସେମାନଙ୍କ ନାଁ କଟାଯିବ। ଆଉ ଡେଡ ଲାଇନ୍ ବୃଦ୍ଧି କରାଯିବ ନାହିଁ। ପୁଣି ଥରେ ଏଭଳି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
Read More...

ଅଧିକ ଚିକିତ୍ସା ଲାଗି ଉତ୍ତମ ମହାନ୍ତି ଏୟାରଲିଫ୍ଟ ହେବେ

ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି। ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ।ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବା ନେଇ କହିଲେ ବାବୁସାନ। ବର୍ତ୍ତମାନ ସେ
Read More...

ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।

ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ରାଜ୍ୟସ୍ତରୀୟ
Read More...

ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ

ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର
Read More...

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ

ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି
Read More...

ପୁଅ ବାହାଘରରେ ୧୦ ହଜାର କୋଟି ଦାନ କଲେ ଗୌତମ ଅଦାନୀ

ଉଦ୍ୟୋଗପତି ଗୌତମ ଅଦାନୀଙ୍କ ସାନ ପୁଅ ଜିତ୍‌ ଅଦାନୀ ଏବଂ ଦିଭା ଶାହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏହି ଅବସରରେ ଗୌତମ ଅଦାନୀ ୧୦ ହଜାର କୋଟି ଟଙ୍କା ଦାନ କରିଛନ୍ତି।ହେଲଥ କେୟାର, ଏଜୁକେସନ ଏବଂ ସ୍କିଲ
Read More...

ଆସନ୍ତା ମେ’ ୪ରେ ହେବ NEET ୟୁଜି ପରୀକ୍ଷା ।

ପ୍ରକାଶ ପାଇଲା ନୀଟ ୟୁଜି ୨୦୨୫ ପରୀକ୍ଷା ତାରିଖ। ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଫେବ୍ରୁଆରୀ ୪ ତାରିଖରୁ ମାର୍ଚ୍ଚ ୭ ଯାଏ ଆବେଦନ କରିପାରିବେ। ଚଳିତ ବର୍ଷ ମେ ୪ ତାରିଖରେ ଡାକ୍ତରୀ ପ୍ରବେଶିକ ପରୀକ୍ଷା ଆୟୋଜନ
Read More...

ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ପାଇଲା ତାପମାତ୍ରା

ଗତ କିଛି ଦିନ ରାଜ୍ୟରେ ଅଚାନକ ଶୀତ ଉଭାନ ହୋଇଯାଇଥିଲା କିନ୍ତୁ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ପାଇଛି ତାପମାତ୍ରା । ପୂର୍ବ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ଦିନ ତାପମାତ୍ରା ସ୍ବାଭାବିକ
Read More...

‘ସୁଭଦ୍ରା’ ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ଶନିବାର ମିଳିବ।

ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯିବ । ଯାଜପୁରରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ଏହି ଟଙ୍କା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଅନୁସାରେ,
Read More...

ସିମନବାଡ଼ି ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ବାଲିଗୁଡା ,ତା, ୦୭/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ସ୍ଥିତ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ପାଳନ
Read More...

କନ୍ଧମାଳରେ ଆଉ ଏକ ଦାଦନ ଯନ୍ତ୍ରଣା: ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ

ବାଲିଗୁଡା, ତା, ୦୭/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ସରୁନି ଦାଦନ ଯନ୍ତ୍ରଣା । କାମ ପାଇବା ଆଶାରେ ରାଜ୍ୟ ବାହାର କୁ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯାଇ ଅକାଳରେ ଚାଲି ଯାଉଛି ଜୀବନ। ଗଲାବେଳେ
Read More...

୨ ଟଙ୍କାରେ ବିକିଲେ ବି ଟମାଟୋ କିଣିବାକୁ କେହି ଆସୁନାହାଁନ୍ତି

ଢେଙ୍କାନାଳରେ ଟମାଟର ଅଭାବି ବିକ୍ରି । ଚିନ୍ତାରେ ଚାଷୀ ଓ ବ୍ୟବସାୟୀ । ଧାର କରଜ କରି ଚାଷ କରିଥିଲା ଚାଷୀ । ହେଲେ ଅମଳ ବେଳେ ଅଭାବି ବିକ୍ରି ଚାଷୀଙ୍କ ପାଇଁ କାଳ ସାଜିଛି । ଯେତିକି ଟଙ୍କା ଖର୍ଚ୍ଚ କରି ଚାଷୀ ଚାଷ
Read More...

ପୁଣି ଧାନର ସହାୟକ ମୂଲ୍ୟ ବଢ଼ାଇପାରନ୍ତି କେନ୍ଦ୍ର ସରକାର।

ପୁଣି ବଢିପାରେ ଧାନର ସହାୟକ ମୂଲ୍ୟ । ଧାନ ସହ ଡାଲି ଓ ତୈଳ ଜାତୀୟ ଦ୍ରବ୍ୟର ବି ସହାୟକ ମୂଲ୍ୟ ବୃଦ୍ଧି କରିପାରନ୍ତି କେନ୍ଦ୍ର ସରକାର । ଆଜି ଏନେଇ ପୂର୍ବ ଭାରତ ରାଜ୍ୟ ସମୂହ ବୈଠକରେ କେନ୍ଦ୍ର ପାଖରେ ପ୍ରସ୍ତାବ
Read More...

‘ଆୟୁଷ୍ମାନ କାର୍ଡ଼ ଛପା ଚାଲିଛି:ସ୍ବାସ୍ଥ୍ୟମନ୍ତ୍ରୀ

ଆୟୁଷ୍ମାନ ଯୋଜନାକୁ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସାଢ଼େ ୩ କୋଟି ଲୋକଙ୍କୁ ଯୋଜନାରେ ସାମିଲ କରାଯିବ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି । ଆୟୁଷ୍ମାନ
Read More...

ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ ।୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ । ୩.୩୮ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ କ୍ଲିୟରାନ୍ସ ସମସ୍ୟା ଥିଲା,
Read More...