ରାତି ଅଧରେ ମହିଳା କନଷ୍ଟେବଳଙ୍କୁ ପ୍ରେମ ନିବେଦନ କଲେ ଆଇଆଇସି

କୋଣାର୍କ ବେଳାମାର୍ଗସ୍ଥିତ ରାମଚଣ୍ଡୀ ଥାନାର ଜଣେ ମହିଳା କନେଷ୍ଟବଳ ନିଜକୁ ଅସୁରକ୍ଷିତ ମନେ କରି ଏସ୍‌ପିଙ୍କୁ ନ୍ୟାୟ ପାଇଁ ଲିଖିତ ଭାବେ ନିବେଦନ କରିଛନ୍ତି । ମହିଳା କନେଷ୍ଟେବଲଙ୍କୁ ରାତି ଅଧରେ ଆଇଆଇସି ପ୍ରେମ
Read More...

ବଢିଲା ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ଶହେ ଟଙ୍କା ପାରିଶ୍ରମିକ ଦିଆଯାଉଛି । ହେଲେ ଆଗକୁ ସେମାନଙ୍କୁ ମିଳିବ ୧୬ ହଜାର ଟଙ୍କା
Read More...

ମଣ୍ଡି ରେ ଚାଲିଛି ଧାନକ୍ରୟ ଅଧିକାରୀଙ୍କ ରାଜ୍ ,ଚାଷୀ ବିରୋଧ କଲେ ମିଳୁଛି ଧମକ

ମଣ୍ଡି ରେ କାମ ଦେଲା ନାହିଁ ସରକାରୀ ନିୟମ । 5KG ରୁ 7KG କଟନି ଛଟନି ରେ ଉଠୁଛି ଧାନ। ନଭେମ୍ବର ୨୯ ରୁ କଳାହାଣ୍ଡି ଜିଲ୍ଲା ରେ ଖରିଫ ଧାନ କିଣା ଚାଲିଛି, ଆରମ୍ଭରୁ ବିନା କଟନି ଛଟନି ରେ ଧାନ କିଣା ଯିବ ବୋଲି ସରକାର
Read More...

ଆସିଲା ସିସିଟିଭି ଫୁଟେଜ,ସୈଫ୍ ଅଲ୍ଲୀ ଖାନଙ୍କୁ ଆକ୍ରମଣ କରିଥିବା ସନ୍ଦିଗ୍ଧ ଚିହ୍ନଟ

ଗୁରୁବାର ମୁମ୍ବାଇ ପୋଲିସ କହିଛି ଯେ ଅଭିନେତାଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଅଗ୍ନି ନିର୍ଗମନ ସିଡ଼ି ଦେଇ ଘରେ ପ୍ରବେଶ କରିଥିଲେ ଏବଂ ଅନେକ ସମୟ ସେଠାରେ ରହିଥିଲେ। ସୈଫ୍ ତାଙ୍କ ପରିବାର
Read More...

ଜାନୁୟାରୀ ୨୦ ରୁ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଆରମ୍ଭ

ବାଲିଗୁଡା,୧୬/୦୧: (ସଞ୍ଜୟ କୁମାର ପାଣିଗ୍ରାହୀ): ଗୁରୁସତ୍ତା ପରମ ପୁଜ୍ୟ ଗୁରୁଦେବ ପଣ୍ଡିତ ଶ୍ରୀ ରାମ ଶର୍ମା ଆଚାର୍ଯ୍ୟ ଏବଂ ବନ୍ଦନୀୟ ମାତା ଭଗବତୀ ଦେବୀ ଶର୍ମା ଏବଂ ମାତା ଗାୟତ୍ରୀଙ୍କର କୃପା ଏବଂ ତାଙ୍କ ସୁକ୍ଷ୍ମ
Read More...

ବାଲିଗୁଡାରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମ

ବାଲିଗୁଡା ,୧୬/୦୧ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ଜି.ଉଦୟଗିରି
Read More...

ବଦଳିଲା ସିମ୍ କାର୍ଡ କିଣିବା ନିୟମ

ନୂଆ ସିମ୍‌ କାର୍ଡ କିଣିବାକୁ ବିଚାର କରୁଥିଲେ କିମ୍ବା ମୋବାଇଲ ନମ୍ବରକୁ ପୋର୍ଟ କରିବାକୁ ଚାହୁଁଥିଲେ, ତେବେ କିଛି ନୂଆ ନିୟମ ବିଷୟରେ ଜାଣିବା ନିତାନ୍ତ ଆବଶ୍ୟକ । ନୂଆ ସିମ୍ କାର୍ଡ ପାଇଁ ନୂତନ ନିୟମ ଆଣିଛନ୍ତି
Read More...

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର: ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ

କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ ଉପହାର ଦେଇଛନ୍ତି । କେନ୍ଦ୍ର କ୍ୟାବିନେଟ ଗୁରୁବାର ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ କରିଛି। ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ବଢିବାର ରାସ୍ତା ପରିଷ୍କାର
Read More...

ଆସନ୍ତା ଶିକ୍ଷାବର୍ଷରୁ NEPରେ ହେବ ପାଠପଢ଼ା ।

ଓଡ଼ିଶାର ବିଦ୍ୟାଳୟ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୦। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ
Read More...

ଏଚଏମପିଭି ସଂକ୍ରମଣ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ।

ଦେଶରେ ଏବେ ହ୍ୟୁମାନ ମେଟାନ୍ୟୁମୋ ଭାଇରସ (ଏଚଏମପିଭି) ସଂକ୍ରମଣ ହେଉଛି। ଯାହା ଏବେ ଚିନ୍ତାର କାରଣ ପାଲଟିଲାଣି। ସଦ୍ୟତମ ରିପୋର୍ଟ ଅନୁସାରେ କେତେକ ରାଜ୍ୟରେ ଏହି ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ହେଉଛି।
Read More...

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲ୍ଲା ନୂଆହାଟ ନିଭରଣରେ ଗାଁରେ ଲୋଭାବତୀ ପରିଡ଼ାଙ୍କ ଦେହାନ୍ତ ହୋଇଛି ।
Read More...

ରବିବାର ଯାଏ ବିଶେଷ ଶୀତ ଅନୁଭୂତ ହେବନି ।

ରାଜ୍ୟରୁ ଗାଏବ ହୋଇଛି ଶୀତ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ଏଥିପାଇଁ ଆଉ ଶୀତ ଅନୁଭୂତ ହେଉନି । ଆହୁରି ୪ ଦିନ ଏଭଳି ସ୍ଥିତି ରହିବ । ରବିବାର ଯାଏ ବିଶେଷ ଶୀତ ଅନୁଭୂତ
Read More...

ମାଳି ଚଗା ବା ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ।

ଥୁଆମୂଳ ରାମପୁର,୧୫/୦୧-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ। ବୁଧବାର ଥୁଆମୂଳ ରାମପୁର ବ୍ଲକ
Read More...

ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ ।

ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ । ଏନେଇ ସୂଚନା ଦେଲେ ବିଏସଇ ଉପସଭାପତି ନିହାର ରଂଜନ ମହାନ୍ତି । ବୋର୍ଡରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଇବାକୁ ବ୍ୟବହାର ହେବ । ୧୮୩ ଟି
Read More...

ଗଣଶିକ୍ଷା ବିଭାଗରେ ଲାଗୁ ହେଲା ଏନଇପି ୨୦୨୦ । 

ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ଜାରି ହେଲା ବିଜ୍ଞପ୍ତି । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Read More...

କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ବାର୍ଷିକ କ୍ୟାଲେଣ୍ଡରରେ ତୁଳା ବେହେରାଙ୍କ ଫଟୋ

ଚଳିତ ବର୍ଷ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ବାର୍ଷିକ କ୍ୟାଲେଣ୍ଡରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭିକ୍ଷାବୃତ୍ତି କରି ଚଳୁଥିବା ଫୁଲବାଣୀର ତୁଳା ବେହେରାଙ୍କ ଫଟୋ ସ୍ଥାନ ପାଇଛି। ସେ ପୁଣି କ୍ୟାଲେଣ୍ଡରର
Read More...