ମହାକୁମ୍ଭ ପାଇଁ ଚାଲିବ 8 ଟି ବସ୍, ମହିଳାଙ୍କ ପାଇଁ 50 % ଡିସକାଉଣ୍ଟ

ଉତ୍ତରପ୍ରଦେଶର ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ଯିବ ୮ଟି ବସ୍‌। ଏଥିରେ ମହିଳାଙ୍କ ପାଇଁ ୫୦% ରିହାତି ରହିଛି। ଏନେଇ ସୂଚନା ଦେଇଛନ୍ତି OSRTC ଅତିରିକ୍ତ ସଚିବ
Read More...

ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ ।

ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ |୩୧ ଜାନୁଆରୀ ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି
Read More...

ଆଜି ଶାମ୍ବ ଦଶମୀରେ ମାଗଣାରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଅନୁମତି ।

ଆଜି ଶାମ୍ବ ଦଶମୀରେ ମାଗଣାରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଅନୁମତି । ପବିତ୍ର ଶାମ୍ବଦଶମୀ ଅବସରରେ ପର୍ଯ୍ୟଟକମାନଙ୍କ ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଏଏସ୍‌ଆଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଓଡ଼ିଶାରେ ଚାଲିଛି
Read More...

ଏହିଦିନ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଲୋକମାନେ
Read More...

ଫେବୃଆରୀରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ କରାଯିବ

ଆସନ୍ତା ଜାନୁଆରୀ ୧୩ ତାରିଖରେ ଆୟୁଷ୍ମାନ ଯୋଜନା ପାଇଁ କେନ୍ଦ୍ର ସରକାର ସହିତ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ଵାକ୍ଷରିତ ହେବ । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ହେବ ଏମ ଓ ୟୁ
Read More...

ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା।

ଆଜି ପବିତ୍ର ଶାମ୍ବଦଶମୀ । ଏହି ଅବସରରେ ଅର୍କକ୍ଷେତ୍ରରେ କୋଣାର୍କ ଚନ୍ଦ୍ରଭାଗା ଚଳଚଞ୍ଚଳ l ଶ୍ରଦ୍ଧାଳୁ ଏବଂ ସୂର୍ଯ୍ୟ ଉପାସକ ମାନେ ସକାଳୁ ଚନ୍ଦ୍ରଭାଗା ଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ କରିବା ସହ
Read More...

ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେସନ : ମାଓ କ୍ୟାମ୍ପ ସହ ଆଇଇଡି ଠାବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କୁମ୍ବିଂବେଳେ ମାଓ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେସନ
Read More...

ଜାନୁଆରୀ ୧୩ରୁ କୁମ୍ଭମେଳା ପାଇଁ ଓଡ଼ିଶାରୁ ଆଯୋଧ୍ୟାକୁ ବସ୍ ସେବା

ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା କରାଯାଇଥିବା
Read More...

ହଂସିତାଙ୍କ ପ୍ରକୃତ ସ୍ବାମୀଙ୍କୁ ଧରିଲା ଆୟକର ବିଭାଗ

ଆୟକର ପଞ୍ଝାରେ ହଂସିତାଙ୍କ ପ୍ରକୃତ ସ୍ବାମୀ । ଖଣ୍ଡଗିରି ନିକଟରୁ ହଂସିତାଙ୍କ ପ୍ରଥମ ସ୍ବାମୀଙ୍କୁ ଧରିଲା ଆୟକର ବିଭାଗ । ହଂସିତାଙ୍କ ପ୍ରଥମ ସ୍ବାମୀ ଶରୋଜ ସାହୁ । ହଂସିତା ଗିରଫ ଖବର ପରେ ଭୁବନେଶ୍ବରରେ ପହଞ୍ଚିଥିଲେ
Read More...

କାହିଁକି ବଢୁଛି HMPV ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ?

ଚାଇନା ପରେ ହ୍ୟୁମାନ ମେଟାନ୍ୟୁମୋଭାଇରସ (HMPV) ବର୍ତ୍ତମାନ ଭାରତରେ ପଶିଛି। ଯାହାକୁ ନେଇ ସାରା ଦେଶରେ ଏବେ ଆତଙ୍କ ଖେଳିଯାଇଛି। କର୍ନାଟକ, ତାମିଲନାଡୁ ପରେ ଏବେ ମୁମ୍ବାଇରେ ଏକ ନୂଆ ମାମଲା ଦେଖିବାକୁ ମିଳିଛି।
Read More...

ରାଜ୍ୟରେ ବଢିବ ତାପମାତ୍ରା, କମିବ ଶୀତ

ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯
Read More...

ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ

ସମ୍ବଲପୁରର ବଜାରଘାଟରେ ଏପରି ଏକ ପୋଷ୍ଟର ମାରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଖୋଜୁଛି ଜିଲ୍ଲା ପୁଲିସ। ଏଥିସହ ଏ ସମ୍ପର୍କରେ କୌଣସି ସୂଚନା ଦେଇ ଅଭିଯୁକ୍ତଙ୍କୁ ଧରାଇଦେଲେ ପୁରସ୍କାର ରାଶି ସମ୍ପର୍କରେ ବି ଘୋଷଣା କରିଛି
Read More...

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ହେବେ ସାମିଲ । ୪ଟି ଚିତାକର୍ଷକ ପ୍ରଦର୍ଶନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ
Read More...

ଇସ୍ରୋର ନୂଆ ଅଧ୍ୟକ୍ଷ ଭି. ନାରାୟଣନ

କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ
Read More...

ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ

ବାଲିଗୁଡ଼ା, ୦୭/୦୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଚାଷୀ ଙ୍କ ଠାରୁ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ କ୍ରୟ ଲାଗି ବାଲିଗୁଡ଼ା ବ୍ଳକ ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ ହୋଇଛି । ଅଗ୍ରଣୀ ମହିଳା ସ୍ୱୟଂ
Read More...

ଅଭିନେତା ସଲମାନ୍ ଖାନଙ୍କ ଘରେ ଲାଗିଲା ବୁଲେଟ୍ ପ୍ରୁଫ୍ ଗ୍ଲାସ୍

ବଲିଉଡ୍ ଅଭିନେତା ସଲମାନ ଖାନଙ୍କ ଘରର ଛବି ବଦଳି ଯାଇଛି । କହିବାକୁ ଗଲେ, ଘରର ସୁରକ୍ଷା ଏବେ ବଢ଼ାଇ ଦିଆଯାଇଛି । ସଲମାନଙ୍କ ଜୀବନ ପ୍ରତି ଥିବା ବିପଦକୁ ନଜରରେ ରଖି ତାଙ୍କ ବାଲକୋନିକୁ ବୁଲେଟପ୍ରୁଫ୍ କରି ଦିଆଯାଇଛି ।
Read More...