ୱାନ୍‌ ନେସନ୍‌ ୱାନ୍‌ ଇଲେକ୍‌ସନ୍‌ ବିଲ୍‌ ଲୋକସଭାରେ ଆଗତ

ବହୁ ଚର୍ଚ୍ଚା ଏବଂ ଆଲୋଚନା ପରେ ଆଜି ପରିଶେଷରେ ଲୋକସଭାରେ ଆଗତ ହୋଇଛି ‘ଓ୍ବାନ୍ ନେସନ୍ ଓ୍ବାନ୍ ଇଲେକ୍ସନ’ ବିଲ୍ । କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନ୍ ରାମ୍ ମେଘଓ୍ବାଲା ଆଗଜି ଲୋକସଭାରେ ‘ଗୋଟିଏ ରାଷ୍ଟ୍ର, ଗୋଟିଏ
Read More...

ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ିବା ପରେ କୁଲଡିହାମୁହାଁ ‘ଯମୁନା’

ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟ ଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା
Read More...

ସାଧାରଣତନ୍ତ୍ର ଦିବସରେ ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼

ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ
Read More...

ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସାରା
Read More...

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା ।

୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ଯେ ପ୍ରତି ଥାନାକୁ ୯ଟି ବାଇକ୍‌ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ।
Read More...

ବିଭିନ୍ନ ସମସ୍ୟା କୁ ନେଇ ଗ୍ରାମବାସୀଙ୍କ ୧୨ଘଣ୍ଟିଆ ରାସ୍ତା ଅବରୋଧ I

ଗୁଣପୁର ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଭବାନୀପାଟଣା, ଥୁଆମୁଳ ରାମପୁର ମୁଖ୍ୟ ରାସ୍ତା ୧୨ ଘଣ୍ଟିଆ ଅବରୋଧ : ବିଡ଼ିଓ ଙ୍କ ଲିଖିତ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ l ଥୁଆମୂଳ ରାମପୁର,୧୬/୧୨-(ଦୁର୍ଗା
Read More...

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଣପୁର ଠାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ I

ଥୁଆମୂଳ ରାମପୁର,୧୬/୧୨-(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ
Read More...

ଶ୍ରୀମନ୍ଦିରରେ ସେବାୟତଙ୍କ ମଧ୍ୟରେ ମାରପିଟ୍ ।

ରାଜ୍ୟ ସରକାରଙ୍କ ତାଗିଦ୍‌ ସତ୍ତ୍ୱେ ସୁଧୁରୁନାହାନ୍ତି ଶ୍ରୀମନ୍ଦିର ସେବାୟତ। ଆଜି ପୁଣି ଲାଗିଛନ୍ତି ପିଟାପିଟି। ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି ହୋଇଛନ୍ତି। ଏଥିରେ ଜଣେ ବରିଷ୍ଠ
Read More...

ମହୁମାଛି ଆକ୍ରମଣରେ ହଟହଟା କଂଗ୍ରେସ କର୍ମୀ ଓ ପୋଲିସ

ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍‌ ରାସ୍ତାରେ ମହୁମାଛି ଆକ୍ରମଣ କରିବାରୁ କଂଗ୍ରେସ
Read More...

ଡିସେମ୍ବର ୨୫ରେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର । ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ
Read More...

ବିବାହର ମାତ୍ର ୪ ଦିନ ପରେ ସ୍ୱାମୀକୁ ଷଡ଼ଯନ୍ତ୍ର କରି ମାରିଦେଲା ସ୍ତ୍ରୀ।

ଗୁଜରାଟରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମନାକୁ ଆସିଛି। ଗାନ୍ଧୀନଗରରେ ପାୟଲ ନାମ୍ନୀ ଜଣେ ଯୁବତୀ ବିବାହର ୪ ଦିନ ପରେ ନିଜ ସ୍ବାମୀ ଭାବିକଙ୍କୁ ହତ୍ୟା କରିଛନ୍ତି। ଗୁଜରାଟର ଗାନ୍ଧୀନଗରରେ ଅହମଦାବାଦର ଭାବିକ,
Read More...

ଓଡ଼ିଶାର ଜମ୍ମୁ-କାଶ୍ମୀର ପାଲଟିଲା ଶିମିଳିପାଳ ଅଭୟାରଣ୍ୟ ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହେବାର
Read More...

ଆଜି ପବିତ୍ର ଧନୁ ସଂକ୍ରାନ୍ତି

ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ
Read More...

’ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ

ମହାପ୍ରଭୁଙ୍କ ଭୋଗ କହି ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଛି ଅପମିଶ୍ରିତ ଖଜା, ଯାହାକୁ ନେଇ ସୁଆର-ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ଅଭିଯୋଗ କରିଛନ୍ତି। ଶ୍ରୀମନ୍ଦିର ଭିତରେ ମିଳୁଥିବା ଖଜା ହିଁ ମହାପ୍ରସାଦ
Read More...

ବର୍ଷା ବର୍ଷା ଧରି ଖତ ଖାଉଛି ସରକାରୀ ଆମ୍ବୁଲାନ୍ସ, ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ନାହିଁ l

ଥୁଆମୂଳ ରାମପୁର,୧୫/୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଥିବା ଦୁଇଗୋଟି ସରକାରୀ ଆମ୍ବୁଲାନ୍ସ ଦୀର୍ଘ ବର୍ଷ ହେଲା ମେଡିକାଲ ପରିସରରେ ପଡ଼ି ଖତ
Read More...

ବାଲିଗୁଡା : ଚୁଆଁରୁ ମହିଳାଙ୍କ ଶବ ଉଦ୍ଧାର

ବାଲିଗୁଡା, ୧୫/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ ଚୁଆଁରୁ ମହିଳାଙ୍କ ଶବ ଉଦ୍ଧାର କରିଛି ବାଲିଗୁଡା ପୋଲିସ । ମୃତକ ମହିଳା ଜଣକ ଶାନ୍ତିଲତା ମଲ୍ଲିକ
Read More...