ଭାରସାମ୍ୟ ହରାଇ ପରିବା ଦୋକାନ ଓ ଚାହା ଦୋକାନ ଉପରେ ଚଢ଼ିଗଲା ଓ୍ବାଗନର କାର : ୪ ଆହତ
ବାଲିଗୁଡା, ୦୩/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ମଙ୍ଗଳବାର ମଧ୍ୟାହ୍ନ ରେ ଦ୍ରୁତ ଗତିରେ ଆସି ଦୁଇ ଜଣଙ୍କୁ ଧକ୍କା ଦେବାପରେ ରାସ୍ତା କଡ଼ରେ ଥିବା ପରିବା ଦୋଦାନ ଓ ଚାହା ଦୋକାନ ଉପରେ ଚଢ଼ିଗଲା ଓ୍ବାଗନର କାର୍!-->…
Read More...
Read More...
ଧର୍ମ ପରାୟଣ ବ୍ୟକ୍ତିଙ୍କ ଦେହାନ୍ତ : ସମଗ୍ର ଅଞ୍ଚଳରେ ଶୋକର ଛାୟା
ବାଲିଗୁଡ଼ା,ତା, ୦୨/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଜଣେ ଜଣାଶୁଣା ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ଧର୍ମ ପରାୟଣ ବ୍ୟକ୍ତି ରାମଚନ୍ଦ୍ର ଡାକୁଆ (୯୪) ଙ୍କ ସୋମବାର ସନ୍ଧ୍ୟାରେ ନିଜ ଜକିସାହି!-->…
Read More...
Read More...
ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି l
ଦୋକାନ କବାଟ ଓ ଘର ଅଲ୍ମିରା ଭାଙ୍ଗି ବ୍ୟବସାୟୀ ଙ୍କ ଘରୁ ନଗଦ ୧ ଲକ୍ଷ ୧୫ ହଜାର ଟଙ୍କା ସହ ସୁନାଗହଣା, ମୋବାଇଲ ଓ ଟିଭି ଲୁଟ୍ l
ଥୁଆମୂଳ ରାମପୁର,୦୨/୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ!-->!-->!-->…
Read More...
Read More...
ଆସନ୍ତା ସପ୍ତାହ ସୁଦ୍ଧା ଆଳୁ ଦର ଖସିବ । ବଜାରକୁ ନୂଆ ଆଳୁ ଆସିବ
ଆସନ୍ତା ସପ୍ତାହ ସୁଦ୍ଧା ଆଳୁ ଦର ଖସିବ । ବଜାରକୁ ନୂଆ ଆଳୁ ଆସିବ ବୋଲି କହିଛନ୍ତି ବ୍ୟବସାୟୀ ମହାସଂଘ ସମ୍ପାଦକ ସୁଧାକର ପଣ୍ଡା । ଦୈନିକ ୪ ହଜାରରୁ ୪୫୦୦ ମେଟ୍ରିକ ଟନ୍ ଆଳୁ ଦରକାର । ଏବେ କ୍ବିଣ୍ଟାଲ ପିଛା ୩୧ ଶହରୁ!-->…
Read More...
Read More...
ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଲେ ଏକତା କପୁର ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଫିଲ୍ମ ପ୍ରଯୋଜକ ଏକତା କପୁର । ଏହାସହ ସାବରମତୀ ରିପୋର୍ଟ ଫିଲ୍ମକୁ ରାଜ୍ୟ ସରକାର!-->…
Read More...
Read More...
ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି।
ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି!-->…
Read More...
Read More...
ମମତା ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କଲେ ବ୍ୟବସାୟୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡିଶା ସମେତ ଭିନ୍ନ ରାଜ୍ୟକୁ ୪ ଦିନ ଧରି ଆଳୁ ରପ୍ତାନି ଉପରେ ଅଙ୍କୁଶ ଲଗାଇଥିବାବେଳେ ଆଳୁର ସଙ୍କଟ ଘନୀଭୂତ ହେବାରେ ଲାଗିଛି। ଆଳୁର ଅଭାବ ଯୋଗୁ ଓଡିଶା ହାଟ ବଜାରରେ ଆଳୁର!-->…
Read More...
Read More...
ଚଳିତ ବର୍ଷ ରାଜ୍ୟରେ ଶୀତର ପ୍ରକୋପ କମ୍ ରହିବ
ଚଳିତବର୍ଷ ଜାଡରୁ ମିଳିବ ତ୍ରାହି । ରାଜ୍ୟରେ ଶୀତ ଲହରୀ ଆଦୌ ରହିବନି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ ।!-->…
Read More...
Read More...
୩୩ ସ୍ମାର୍ଟଫୋନ୍ରେ ବନ୍ଦ ହେବାକୁ ଯାଉଛି ହ୍ବାଟ୍ସଆପ୍
ମେଟା ଦ୍ଵାରା ପରିଚାଳିତ ମେସେଜିଂ ଆପ୍ ହ୍ବାଟ୍ସଆପ୍ iOS 15.1ରୁ ପୁରୁଣା ସଂସ୍କରଣ ପାଇଁ ସପୋର୍ଟ ଶେଷ କରିବାକୁ ନିଷ୍ପତ୍ତି ନେଇଛି। ଏହାର ଅର୍ଥ iPhone 5s, iPhone 6 ଓ iPhone 6 Plusରେ ଆସନ୍ତା ବର୍ଷଠାରୁ!-->…
Read More...
Read More...
ଚାକିରିର ଥିଲା ପ୍ରଥମ ଦିନ, ଦୁର୍ଘଟଣାରେ ଆଖି ବୁଜିଲେ ଆଇପିଏସ୍ ଅଧିକାରୀ
କର୍ଣ୍ଣାଟକର ହାସନ ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଜଣେ ଆଇପିଏସ ଅଧିକାରୀ ଚାକିରି ପାଇବା ପରେ ପ୍ରଥମଦିନ ଡିୟୁଟିରେ ଯୋଗ ଦେବାକୁ ଯାଉଥିବା ବେଳେ ସଡ଼କ ଦୁର୍ଘଟଣାର ଶିକାର ହେବାରୁ ତାଙ୍କର ମୃତ୍ୟୁ!-->…
Read More...
Read More...
ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।ରାଜ୍ୟରେ ଏବେ ଡାକ୍ତର!-->…
Read More...
Read More...
ମୋଦି ଦେଖିଲେ ‘ଦ ସାବରମତି ରିପୋର୍ଟ’
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅପରାହ୍ନ ୪ଟାରେ ବିକ୍ରାନ୍ତ ମେସିଙ୍କ ଅଭିନୀତ ଚଳଚ୍ଚିତ୍ର ‘ଦ ସାବରମତି ରିପୋର୍ଟ’ ଦେଖୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୪ଟାରେ ଫିଲ୍ମ ‘ଦ ସାବରମତି!-->…
Read More...
Read More...
‘ଜଗା ତୁ ଯାଦୁଗର’କୁ ମିଳିଲା ଇଣ୍ଡିଆନ୍ ମ୍ୟୁଜିକ୍ ଆୱାର୍ଡ
ଓଡିଆ ଭଜନକୁ ଜାତୀୟ ସ୍ତରରେ ସମ୍ମାନ । କୋଟି ଓଡିଆଙ୍କ ମଉଡମଣୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ହୋଇଥିବା ଓଡିଆ ଆଧ୍ୟାତ୍ମିକ ଭଜନ 'ଜଗା ତୁ ଯାଦୁଗର'କୁ ମିଳିଛି ଇଣ୍ଡିଆନ୍ ମ୍ୟୁଜିକ୍ ଆୱାର୍ଡ-୨୦୨୪ । ହଙ୍ଗାମା!-->…
Read More...
Read More...
ଇ-ଚାଲାଣ କଟିଥିବା ଗାଡ଼ି ମାଲିକଙ୍କୁ ମିଳିପାରେ ଆଶ୍ୱସ୍ତି
ଟ୍ରାଫିକ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଇ-ଚାଲାଣ କଟିଥିବା ଗାଡ଼ି ମାଲିକଙ୍କୁ ମିଳିପାରେ ଆଶ୍ୱସ୍ତି। ସରକାର ଆଣିପାରନ୍ତି ୱାନ୍ ଟାଇମ୍ ସେଟେଲମେଣ୍ଟ (OTS) ବ୍ୟବସ୍ଥା। କିନ୍ତୁ ତା’ପରେ କଡ଼ାକଡ଼ି ହେବ ନିୟମ। ଚାଲାଣ ଅର୍ଥ!-->…
Read More...
Read More...
ପୁଣି ଲଘୁଚାପ ଭୟ,୪ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
ତାମିଲନାଡ଼ୁରେ ସାମୁଦ୍ରିକ ଝଡ଼ ଫେଙ୍ଗଲ ବ୍ୟାପକ କ୍ଷୟକ୍ଷତି ଘଟାଇଛି । ରାଜ୍ୟର କେତେକ ସ୍ଥାନରେ ୩୬ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ରେକର୍ଡ କରାଯାଇଛି, ବର୍ଷାର ପରିମାଣ ଏତେ ରହିଥିଲା ଯେ ବନ୍ୟାର ଭୟ ଦେଖାଯାଉଛି ।!-->…
Read More...
Read More...
ସିଙ୍ଗାରି ଘାଟିରେ ଭରସାମ୍ଯ ହରାଇ ଓଲଟିଲା ହାଇଓ୍ବା, ଅଳ୍ପକେ ବର୍ତ୍ତିଲେ ଚାଳକ ଓ ହେଲ୍ପର l
ଥୁଆମୂଳ ରାମପୁର,୦୧/୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କଲମପୁର - ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ସିଙ୍ଗାରୀ ଘାଟିରେ ରବିବାର ଅପରାହ୍ନ ପାଖାପାଖି ୨!-->…
Read More...
Read More...