ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା

ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ମକର
Read More...

ଇଭିଏମରେ ସିଲ୍‌ ହେଲା ପ୍ରାର୍ଥୀଙ୍କ ଭାଗ୍ୟ । ୧୪ରେ ଗଣତି

ନୂଆ ନେତା ପ୍ରତୀକ୍ଷାରେ ନୂଆପଡ଼ା । ୧୪ ତାରିଖ ଗଣନାକୁ ଏବେ ସମସ୍ତଙ୍କ ପ୍ରତୀକ୍ଷା ।ଇଭିଏମରେ ୧୪ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଛି । ଗଣତନ୍ତ୍ରର ଏହି ପର୍ବରେ ନୂଆପଡ଼ାବାସୀ ଉତ୍ସାହର ସହ ନିଜର ମତାଧିକାର ସାବ୍ୟସ୍ତ
Read More...

ଆଜି ପ୍ରଥମାଷ୍ଟାମୀ

ଆଜି ମାର୍ଗଶୀର କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହାକୁ ପ୍ରଥମାଷ୍ଟମୀ ତଥା ପୋଢ଼ୁଆଁ ଅଷ୍ଟମୀ ବୋଲି କୁହାଯାଏ। ଉତ୍କଳର ପ୍ରତି ଓଡ଼ିଆ ଘରେ ଜ୍ୟେଷ୍ଠ ମାନଙ୍କୁ ପଢ଼ୁଆଁ କରାଯାଇଥାଏ। ଏହି ଅବସରରେ ଘରେ ଘରେ ପିଠାପଣା ହେବ।
Read More...

ଡିସେମ୍ବର ୧୭ ରେ ପରବର୍ତ୍ତୀ ଓଟିଇଟି

ଓଡିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଉଭୟ ଇନ ସର୍ଭିସ ଶିକ୍ଷକ ଓ ଆଶାୟୀ ପ୍ରାର୍ଥୀଙ୍କ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଏଥିପାଇଁ
Read More...

ନୂଆପଡ଼ା ଉପନିର୍ବାଚନ:ସନ୍ଧ୍ୟା ୫ଟା ସୁଦ୍ଧା ୭୫ .୩୧% ମତଦାନ

ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ଜାରି ରହିଛି। ନୂଆପଡାର ଅଭୟାରଣ୍ୟ ଗାଁ ସୁନାବେଡାରୁ ଫେରିଲେ ପୋଲିଂ ଟିମ୍। ଭୋଟିଂ ଶେଷ କରିବା ପରେ ବାୟୁସେନା ହେଲିକପ୍ଟରରେ ଫେରିଛନ୍ତି । ୮ଟି ସମ୍ବେଦନଶୀଳ
Read More...

SI ପରୀକ୍ଷା କେଳେଙ୍କାରୀ, CBI ତଦନ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି। ସିବିଆଇ ତଦନ୍ତ ପାଇଁ ସୁପାରିସ୍‌ କରିଥିଲେ ରାଜ୍ୟ ସରକାର। ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଜେଲ୍‌ ଯାଇ ଜାମିନରେ
Read More...

ବିପଦର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ : ଆଇନ ମନ୍ତ୍ରୀ

ଦିଲ୍ଲୀରେ ବିସ୍ଫୋରଣ ପରେ ଓଡିଶାରେ ହାଇ ଆଲର୍ଟ କରାଯାଇଛି । ପୋଲିସ ବିଭାଗ ସହ ଆଲୋଚନା କରି ସବୁ ସ୍ଥାନରେ ସୁରକ୍ଷା କଡାକଡି କରାଯାଇଛି । ଭୁବନେଶ୍ବରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ ରେଳ ଷ୍ଟେସନ୍, ସହରକୁ ପ୍ରବେଶ ଓ
Read More...

ନୂଆପଡ଼ା ଉପନିର୍ବାଚନ, ଭୋଟ ଦେଲେ ଜୟ ଢୋଲକିଆ ଆଉ ସ୍ନେହାଙ୍ଗିନୀ ଛୁରିଆ

ନୂଆ ବିଧାୟକ ବାଛୁଛି ନୂଆପଡା । ସକାଳୁ ସକାଳୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଉଛନ୍ତି ନୂଆପଡା ଭୋଟର । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡାରେ ହେଉଛି ଉପନିର୍ବାଚନ । ଆଜି ଭୋଟ ଗ୍ରହଣ ଦିବସରେ ମତଦାନ
Read More...

ଦିଲ୍ଲୀର ବିସ୍ଫୋରଣ ଘଟଣା: ସନ୍ଦିଗ୍ଧ ବ୍ୟକ୍ତିକୁ ନେଇ ଆରମ୍ଭ ହୋଇଛି ତଦନ୍ତ

ଉମର ପେଶାରେ ଜଣେ ଡାକ୍ତର ଥିଲେ। ସମ୍ପ୍ରତି ଦେଶର ବିଭିନ୍ନ ସ୍ଥାନରେ ଅନେକ ଡାକ୍ତରଙ୍କୁ ଅଟକ ରଖାଯାଇଥିଲା, ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ଜବତ କରାଯାଇଥିଲା। କୁହାଯାଉଛି ଯେ, ଉମର ଏହି ମଡ୍ୟୁଲ ସହିତ
Read More...

ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି

ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ,
Read More...

ଧୂଙ୍ଗିଆ ଦେଇ ଦେଵୀ ଙ୍କ ପୀଠରୁ ମୂର୍ତ୍ତି ସହ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି

ବାଲିଗୁଡା, ତା, ୧୦/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ମହାସିଙ୍ଗି ପଞ୍ଚାୟତ ୫୯ ନଂ.ଜାତୀୟ ରାଜପଥ ରାସ୍ତା କଡରେ ଥିବା ଅଞ୍ଚଳର ଇଷ୍ଟଦେବୀ ମା'
Read More...

ରାଜ୍ୟରେ ଆହୁରି ବଢିବ ଶୀତ, ୩ରୁ ୪ ଡିଗ୍ରୀ ଖସିବ ପାରଦ

ରାଜ୍ୟରେ ଶୀତର ଲହରୀ । ୧୫ଡିଗ୍ରୀ ତଳେ ରହିଛି ୯ ସହରର ପାରଦ । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡା ବଢୁଛି । ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ
Read More...

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ୍‌ ମଜୁମଦାର

ଧୀରେ ଧୀରେ ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାର । କିଛି ଦିନ ଧରି ଭୁବନେଶ୍ବର ଏମ୍ସର ଭେଣ୍ଟିଲେଟରରେ ଚିକିତ୍ସିତ ହେବା ପରେ ସୋମବାର ସେ ଭେଣ୍ଟିଲେଟରରୁ ବାହାରିଛନ୍ତି । ସେ ମେଡିସିନ୍‌
Read More...

ନଭେମ୍ବର ୨୭ରୁ ଶୀତକାଳୀନ ଅଧିବେଶନ!

ନଭେମ୍ବର ୨୭ ତାରିଖରେ ବିଧାନସଭା ଶୀତକାଳୀନ ଅଧିବଶନ ଆରମ୍ଭ ହୋଇପାରୋ ଅତିରିକ୍ତ ବଜେଟ ଉପସ୍ଥାପିତ ହେବା ସମ୍ଭାବନା ରହିଛି। ନୂଆପଡା ଉପନିର୍ବାଚନ ଫଳାଫଳ ଆସିବା ପରେ ବିଧାନସଭା ବସିପାରୋ ବିଭିନ୍ନ ପ୍ରସଙ୍ଗକୁ ନେଇ ବେଶ
Read More...

ମହଙ୍ଗା ପଡ଼ିଲା ଅନଲାଇନରେ ମହାପ୍ରସାଦ ବିକ୍ରି ବିଜ୍ଞାପନ! ଗିରଫ ହେଲେ ବିଲ୍ଡର

ଅନଲାଇନରେ ମହାପ୍ରସାଦ ବିକ୍ରି ବିଜ୍ଞାପନ ଦେଇ ବନ୍ଧାହେଲେ ବିଲ୍ଡର। ଗିରଫ ବିଲଡର୍ ହେଲେ ଜଗତସିଂହପୁର ଅଞ୍ଚଳର ଡିସପୋଜ୍ ପଟ୍ଟନାୟକ । ତାଙ୍କୁ ଭୁବନେଶ୍ବର ରସୁଲଗଡ଼ରୁ ଗିରଫ କରିଛି ସାଇବର ପୋଲିସ । SHREE PRASAD.ORG
Read More...

ଓଡ଼ିଆ ପୋଷ୍ୟ କନ୍ୟାଙ୍କୁ ଆମେରିକାରେ ନିର୍ଯାତନା, ଏବେ ଓଡ଼ିଶା ଫେରିଯିବା ପାଇଁ ବିନତି

ପ୍ରାୟ ସାତ ବର୍ଷ ପୂର୍ବେ ଏକ ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ପାଳିତ ଓଡ଼ିଶାର ଜଣେ ଯୁବତୀ ଓଡ଼ିଶା ଫେରିବାକୁ ଚାହୁଁଛନ୍ତି। ଏନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ପୀଡ଼ିତା ବାଲେଶ୍ବରର ମୂଳ ବାସିନ୍ଦା ପୂଜା ଓରଫ
Read More...