ରାଜ୍ୟରେ ଶୀତର ଲହରୀ ଜାରି

ରାଜ୍ୟରେ ତଳମୁହାଁ ହେଉଛି ପାରଦ। ରାଜ୍ୟରେ ଶୁକ୍ରବାର ସବୁଠାରୁ ଥଣ୍ଡା ସହର ଭାବେ ଫୁଲବାଣୀର ତାପମାତ୍ରା ରେକର୍ଡ କରାଯାଇଛି ।। ସକାଳୁ କୁହୁଡ଼ିର ମାତ୍ରା କମ୍ ଥିଲା ବେଳେ ଶୀତ ଅନୁଭବ ହେଉଛି । ଲୋକେ ଶୀତରୁ ରକ୍ଷା
Read More...

ମନଇଚ୍ଛା ଆଣ୍ଟିବାୟୋଟିକ୍ ଖାଉଥିଲେ ସାବଧାନ

କେତେକ ରୋଗର ଚିକିତ୍ସା ସମୟରେ ଡାକ୍ତର ମେଡିସିନ୍‌ ସହ ଆଣ୍ଟିବାୟୋଟିକ ଖାଇବାକୁ ପରାମର୍ଶ ଦିଅନ୍ତି। କିନ୍ତୁ ଅଳ୍ପ କେତେଜଣ ବ୍ୟକ୍ତି ସାମାନ୍ୟ ଦେହ ଖରାପ ହେଲେ ଆଣ୍ଟିବାୟୋଟିକ ଖାଇବାକୁ ପସନ୍ଦ କରିଥାଅନ୍ତି। ହେଲେ
Read More...

ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ , ଜାଣନ୍ତୁ କାହିଁକି ?

ଆଦାନୀକୁ ନେଇ ଆମେରିକା ରିପୋର୍ଟ ପରେ ବଢିବାରେ ଲାଗିଛି ଅଦାନୀ ଗ୍ରୁପର ସମସ୍ୟା । କେନିଆ ଆଦାନୀ ସହ କରିଥିବା ଦୁଇଟି ବଡ ଚୁକ୍ତିନାମାଙ୍କୁ ରଦ୍ଦ କରିଛି । ଏୟାରପୋର୍ଟ ସମ୍ପ୍ରସାରଣ ଓ ବିଜୁଳି ଭଳି ବଡ ପ୍ରକଳ୍ପ ନେଇ
Read More...

ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବୃଦ୍ଧି ।

ସମ୍ବଲପୁରର ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟ କୁଳପତି ଏନ ନାଗରାଜୁ, ଉତ୍କଳ ବିଶ୍ଵବିଦ୍ୟାଳୟ କୁଳପତି ସବିତା ଆଚାର୍ଯ୍ୟ ଓ ରମାଦେବୀ ବିଶ୍ବବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀଙ୍କ କାର୍ଯ୍ୟକାଳ ୬ ମାସ ପାଇଁ ବୃଦ୍ଧି
Read More...

ସରକାର ଆଣିଲେ ଓଟିଟି ଆପ୍‌:ମିଳିବ ମନୋରଞ୍ଜନର ସମ୍ପୂର୍ଣ୍ଣ ଖୋରାକ

ଓଟିଟିରେ ଯେଉଁଠି ପୂର୍ବରୁ ନେଟଫ୍ଲିକ୍ସ, ଜିଓ ସିନେମା, ଆମାଜନ ପ୍ରାଇମ ଭିଡିଓ ଏବଂ ଡିଜ୍ନୀ ପ୍ଲସ୍‌ ହଟଷ୍ଟାର ଭଳି ପ୍ଲାଟଫର୍ମ ଭରି ରହିଥିବାବେଳେ ଏବେ ଆଉ ଏକ ଓଟିଟି ଆପ୍ ଆସିଯାଇଛି। ଭାରତ ସରକାର ଆଣିଛନ୍ତି ଏକ ନୂଆ
Read More...

ଅଣସର୍ଭେ ଜଙ୍ଗଲ ଗ୍ରାମ ସେମେଲପଦର ଠାରେ ଜଙ୍ଗଲ ଅଧିକାର ପାଇଁ ଗ୍ରାମସଭା

୬୯ ବ୍ୟକ୍ତିଗତ ଦାବୀ ଓ ୬୬୫ ହେକ୍ଟର ଗୋଷ୍ଠୀ ଜଙ୍ଗଲ ପ୍ରସ୍ତାବ ଅନୁମୋଦିତ ଥୁଆମୂଳ ରାମପୁର,୨୧|୧୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଗ୍ରାମ ପଞ୍ଚାୟତର
Read More...

ଖୁବ୍‌ଶୀଘ୍ର ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ

ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ
Read More...

ଅଙ୍ଗନବାଡି କର୍ମୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍‌ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ
Read More...

ବେକରେ ରଶି ଲଗାଇ ଝୁଲି ପଡିଲେ ଦମ୍ପତି : ମୋବାଇଲ ପାଇଁ ଚାଲିଗଲା ୨ ଜୀବନ

ବାଲିଗୁଡା,୨୧/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା |
Read More...

୧୦ମ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା ସବସେ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇ ୧୦ମ ଏବଂ ଦ୍ବାଦଶ ପରୀକ୍ଷା ତାରିଖ ଘୋଷଣା କରିଛି । CBSE ୧୦ମ ଏବଂ ଦ୍ବାଦଶ ପରୀକ୍ଷା ୨୦୨୫ ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ। ୧୦ମ ପରୀକ୍ଷା ମାର୍ଚ୍ଚ ୧୮ ଏବଂ ଦ୍ବାଦଶ
Read More...

ଗୌତମ ଆଦାନୀ ଓ ତାଙ୍କ ପୁତୁରା ସାଗରଙ୍କ ବିରୋଧରେ ଗିରଫ ଓ୍ୱାରେଣ୍ଟ ଜାରି

ଭାରତୀୟ ଶିଳ୍ପପତି ଗୌତମ ଆଦାନୀ ଆମେରିକାରେ ଲାଗିଛି ବଡ ଝଟ୍‌କା । ତାଙ୍କ ଉପରେ ଅଭିଯୋଗ ଆସିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଦେଇଛି ଧୋକ୍କା । ଆମେରିକାରେ ତାଙ୍କ କମ୍ପାନୀ ପାଇଁ କଣ୍ଟ୍ରାକ୍ଟ ପାଇବା ଏବଂ
Read More...

ବଙ୍ଗୋପସାଗରରେ ଘନେଇଲା ପୁଣି ବାତ୍ୟା ଆଶଙ୍କା

ବଙ୍ଗୋପସାଗରରେ ଆସୁଛି ଭୀଷଣ ସାମୁଦ୍ରିକ ଝଡ଼। ସମ୍ଭାବ୍ୟ ବାତ୍ୟା ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳରେ ସ୍ଥଳଭାଗ ଛୁଇଁପାରେ ବୋଲି ଅଧିକାଂଶ ଘରୋଇ ପାଣିପାଗ ସଂସ୍ଥା ଆକଳନ କରିଛନ୍ତି। ତେବେ ଓଡ଼ିଶା ଉପରେ ବାତ୍ୟାର
Read More...

ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା।

ଐତିହାସିକ କଟକ ବାଲିଯାତ୍ରା ପ୍ରତି ରହିଛି ରାଜ୍ୟବାସୀଙ୍କର ଅହେତୁକ ଆକର୍ଷଣ। ବର୍ଷକରେ ଥରେ ପଡ଼ୁଥିବା ଏହି ବାଲିଯାତ୍ରା ବୁଲିବାକୁ ଦୂରଦୂରାନ୍ତରୁ ଲୋକେ ଏଠାକୁ ଆସିଥାନ୍ତି। ମାତ୍ର ଏବେ ଆଉ ବର୍ଷଯାକ ଅପେକ୍ଷା
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ
Read More...

ଓଡିଶା ରେ ଚଳିତ ବର୍ଷ ଖରିଫ୍ ଧାନ କିଣା କାରବାର ର ଶୁଭାରମ୍ଭ ।

ବରଗଡ: ୨୦/୧୧/୨୦୨୪;- ବରଗଡ ଜିଲ୍ଲା ଅନ୍ତର୍ଗତ କଲାପାଣି ଧାନମଣ୍ଡୀ, ଅତାବିରା ଧାନମଣ୍ଡୀ ଓ ଗୋଡଭଗାଂ ଧାନମଣ୍ଡୀ ପ୍ରଭୃତି ରେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀମାନ କୃଷ୍ଣ ଚନ୍ଦ୍ର
Read More...

ନମ୍ୱର ଓ୍ୱାନ ଅଲ୍‌ରାଉଣ୍ଡର ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତର ଦକ୍ଷ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟର ସର୍ବଶେଷ ଅନ୍ତର୍ଜାତୀୟ ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ନମ୍ବର ଅଲରାଉଣ୍ଡର
Read More...