୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର
Read More...

ଆସନ୍ତା ୪ଦିନ ଯାଏ ଏହି ଜିଲ୍ଲାରେ କୁହୁଡି ଆସିବ

ଆଗକୁ ଆହୁରି ଥରାଇବ। ୧୫ ଡିଗ୍ରୀ ତଳେ ୧୬ ସହର । ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ନଭେମ୍ବର ତୃତୀୟ ସପ୍ତାହରୁ ଶୀତ ଅନୁଭବ ହେଉଛି । ଡିସେମ୍ବର ଓ ଜାନୁଆରୀରେ ଅଧିକ
Read More...

ଦୁଇଘଣ୍ଟା ଅଟକି ଯାଇଥିଲା ହୃଦସ୍ପନ୍ଦନ କିନ୍ତୁ ଯୁବକଙ୍କୁ ମିଳିଲା ନୂଆ ଜୀବନ

ଭୁବନେଶ୍ୱର ଏମ୍ସ ଡାକ୍ତଙ୍କୁ ମିଳିଛି ଐତିହାସିକ ସଫଳତା। ଡାକ୍ତରୀ ଉତ୍କର୍ଷତା ଏବଂ କାର୍ଯ୍ୟପ୍ରତି ସମର୍ପିତ ଭାବର ଏକ ଅଦ୍ଭୁତ ପ୍ରଦର୍ଶନରେ ଏମ୍ସ ଭୁବନେଶ୍ୱରରେ ଉତ୍ସର୍ଗୀକୃତ ଡାକ୍ତରୀ ଟିମ୍ ଉନ୍ନତ
Read More...

ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ: ସାମିଲ ହେଲେ ଭଞ୍ଜନଗର ବିଧାୟକ ପ୍ରଦୂମ୍ନ ନାୟକ

ବାଲିଗୁଡା,୧୮/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ପାର୍ଶ୍ଵ ଦେବାଦେବୀ ଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିନ ରେ
Read More...

ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ିଲା

ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ାଇଲା ମାଧ୍ୟମିକ ଶିକ୍ଷା ପରିଷଦ । ନଭେମ୍ବର ୨୫ ପର୍ଯ୍ୟନ୍ତ ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ିଲା । ବାର୍ଷିକ ଏଚଏସସି ସହ ଏସଓଏସସି ଫର୍ମ ପୂରଣ ଅବଧି ବଢ଼ିଲା । ତେବେ ଏହା ପରେ ଆଉ ଫର୍ମ
Read More...

ସ୍ବର୍ଗଦ୍ବାରରେ ଶବଦାହ ପାଇଁ କାଠ ନିଅଣ୍ଟ

ପ୍ରତିଦିନ ସ୍ୱର୍ଗଦ୍ୱାରରେ ଦାହ ପାଇଁ ଶବ ସଂଖ୍ୟା ବଢି ଚାଲିଛି । ଏଥିପାଇଁ ଆବଶ୍ୟକ ପଡୁଥିବା କାଠ ନିଅଣ୍ଟ ହେବାରେ ଲାଗିଛି । ଏମିତିକି ଓଡ଼ିଶା ବନ ଉନ୍ନୟନ ନିଗମ (ଓଏଫ୍‌ଡିସି) ମଧ୍ୟ କାଠ ଯୋଗାଇବାକୁ ଅସହାୟ ପ୍ରକାଶ
Read More...

ମାଣ୍ଡିପଙ୍କା ଆମ୍ଭଟାକୁଆ ଖାଇବା ଘଟଣା: ଆଉ ଜଣେ ଆଖିବୁଜିଲେ, ୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବାଲିଗୁଡା, ୧୮/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ଭ ଟାକୁଆ ଜାଉ ଖାଇ ୨ ମୃତ୍ୟୁ ୬ ଗୁରୁତର ଘଟଣା ରେ ଆଉ
Read More...

ବିପଦପୂର୍ଣ୍ଣ ସାଙ୍ଗକୁ ସମସ୍ୟା ଘେରରେ ଦୁର୍ଗମ ପୋଡ଼ାପାଇ ପ୍ରାଥମିକ ବିଦ୍ୟାଳୟ l

ଅବ୍ୟବସ୍ଥାରେ ଶିକ୍ଷାଦାନ : ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତ I ଥୁଆମୂଳ ରାମପୁର,୧୮।୧୧-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କେରପାଇ ପଞ୍ଚାୟତ ସ୍ଥିତ ପୋଡ଼ାପାଇ ଗ୍ରାମର
Read More...

ଚାଷୀ ପ୍ରଥମ ଥର ପାଇବେ କ୍ବିଣ୍ଟାଲ ପିଛା ୮ଶହ ଇନପୁଟ ସହାୟତା

ଆସନ୍ତା ୨୦ତାରିଖରୁ ବରଗଡ଼ରେ ଏବଂ ୨୨ତାରିଖରୁ ସମ୍ବଲପୁର ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ହେବ। ଏନେଇ ବିଭିନ୍ନ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି, ଧାନ କିଣା ପ୍ରକ୍ରିୟା ଯେପରି ସୁରୁଖୁରୁରେ ହେବ ସେନେଇ
Read More...

ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ।

ଆରପାରିରେ ସମୀର ଦେ’ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । 67 ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ
Read More...

ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାରେ ରୋବୋଟିକ୍ କୁକୁର

ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ପାଇଁ ଏକ ରୋବୋଟିକ୍ କୁକୁର ନିୟୋଜିତ କରାଯାଇଛି। ଏହି ରୋବୋଟିକ୍ କୁକୁରକୁ ଦୁନିଆର ସବୁଠାରୁ ବିପଦଜ୍ଜନକ ବୋଲି କୁହାଯାଉଛି ।ଏହି ରୋବୋଟିକ୍ କୁକୁର
Read More...

ଜାନୁଆରୀ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି ଏବଂ ଗଣତି ମଣତି କାମ

ଆଇନମନ୍ତ୍ରୀ ପୃଥ୍ୱରାଜ୍‌ ହରିଚନ୍ଦନଙ୍କ ବଡ଼ ବୟାନ। ଜାନୁଆରୀ ମାସ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି ଏବଂ ଗଣତି ମଣତି କାମ । ଏନେଇ ASI ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଯଥାଶୀଘ୍ର ଏହି କାମ
Read More...

କ୍ଷମା ମାଗିଲେ ଓଲିଉଡ ଅଭିନେତା ମନୋଜ ମିଶ୍ର ।

ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା । ବିଭିନ୍ନ ଆଡୁ ଚାପର ଶିକାର ହେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ଼ ଅଭିନେତା ମନୋଜ
Read More...

ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ‘ମୋହନ ସୁନ୍ଦର ଦେବ ଗୋସ୍ୱାମୀ’ ପୁରସ୍କାର ପ୍ରଦାନ

୧୯୩୬ରୁ ଭାରତୀୟ ସିନେମାକୁ ସମୃଦ୍ଧ କରିଛି ଓଡ଼ିଆ ଚଳଚ୍ଚିତ୍ର। ରାଜ୍ୟର ଦୂରଦୃଷ୍ଟି ସଂପନ୍ନ କଳାକାର ଓ ଟେକ୍‌ନିସିଆନ୍ ଯୋଗୁଁ ଏହା ସମ୍ଭବ ହୋଇପାରିଛି। ତେବେ ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ରାଜ୍ୟ
Read More...

ଅନୁରାଗଙ୍କ ହାତ ଧରିଲେ ଅଭିନେତ୍ରୀ ଏଲିନା

ଓଲିଉଡର ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଲମ୍ବା ସମୟ ଧରି ପ୍ରେମିକ ଅନୁରାଗଙ୍କ ସହିତ ସମ୍ପର୍କରେ ରହିବା ପରେ ନଭେମ୍ବର ୧୭ ତାରିଖ ରବିବାର ଇଣ୍ଡୋନେସିଆ ବାଲିର ଏକ ହୋଟେଲରେ
Read More...

ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : କଳସ ଯାତ୍ରାରେ ଶହଶହ ଶ୍ରଦ୍ଧାଳୁ ଓ ସାଧୁ ସନ୍ଥଙ୍କ ଯୋଗଦାନ

ବାଲିଗୁଡା, ୧୭/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ରବିବାର ଦ୍ଵିତୀୟ ଦିନ
Read More...