ମହାରାଷ୍ଟ୍ରରୁ ଶିମିଳିପାଳ ଆସିବ ଦ୍ବିତୀୟ ବାଘୁଣୀ

ମହାରାଷ୍ଟ୍ରରୁ ଶିମିଳିପାଳ ଆସିବ ଦ୍ବିତୀୟ ବାଘୁଣୀ । ତାଡୋବା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଶିମିଳିପାଳକୁ ଅଣାଯିବ ବାଘୁଣୀ । ବାଘ ବଂଶ ବୃଦ୍ଧି ପାଇଁ ବନବିଭାଗ ପକ୍ଷରୁ କରାଯାଇଥିବା ଯୋଜନା ମୁତାବକ ମହାରାଷ୍ଟ୍ରରୁ
Read More...

ଦୁଇ ଦିନ ପାଇଁ ୭ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା

ଆସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର,
Read More...

ବିଦ୍ୟାଲକ୍ଷ୍ମୀ ଯୋଜନାରେ ଛାତ୍ରଛାତ୍ରୀଙ୍କୁ ମିଳିବ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣ

ଦେଶର ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ଅଧାରୁ ପାଠପଢ଼ା ଛାଡ଼ିବାକୁ ପଡ଼ିବ ନାହିଁ । କାରଣ କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ନିମନ୍ତେ ‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ ଆରମ୍ଭ କରିଛନ୍ତି । ବୁଧବାର
Read More...

ହାଲୁକା ମୋଟରଯାନ (ଏଲ୍‌ଏମ୍‌ଭି) ଡ୍ରାଇଭିଂ ଲାଇସେନ୍ସଧାରୀମାନେ ବିନା ଲୋଡିଂରେ ପରିବହନ ଯାନ ଚଳାଇପାରିବେ 

ବ୍ୟବସାୟିକ ଯାନର ଡ୍ରାଇଭରମାନଙ୍କ ପାଇଁ ସୁପ୍ରିମକୋର୍ଟ ଆଶ୍ୱସ୍ତି ଆଣିଛନ୍ତି। ହାଲୁକା ମୋଟରଯାନ (ଏଲ୍‌ଏମ୍‌ଭି) ଡ୍ରାଇଭିଂ ଲାଇସେନ୍ସଧାରୀମାନେ ବିନା ଲୋଡିଂରେ ପରିବହନ ଯାନ ଚଳାଇପାରିବେ ବୋଲି ସର୍ବୋଚ୍ଚ ଅଦାଲତ
Read More...

୨୦୨୭ ସୁଦ୍ଧା ସମାପ୍ତ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ୩
Read More...

ଦୁଇ ଗୋଟି ପୋଖରୀରୁ ପଙ୍କ ଉଦ୍ଧାର କରିବା ନେଇ ବସ୍ତିବାସି ବିଡ଼ିଓ ଓ ସରପଞ୍ଚଙ୍କ ଦ୍ବାରସ୍ଥ l

ସମସ୍ୟାର ସମାଧାନ ନହେଲେ ପଞ୍ଚାୟତ ଏବଂ ବ୍ଲକ୍ କାର୍ଯ୍ୟାଳୟ କୁ ତାଲା ପକାଇବାକୁ ବସ୍ତି ବାସିନ୍ଦାଙ୍କ ଚେତାବନୀ l ଥୁଆମୁଳ ରାମପୁର,୦୬/୧୧-(ଦୁର୍ଗା କୀର୍ତ୍ତି):- ସରକାରଙ୍କ ତରଫରୁ ସ୍ଵଛ ଭାରତ ସୁସ୍ଥ ଜୀବନ
Read More...

ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିଲେ ଶିକ୍ଷକ:, ଶିକ୍ଷା ବିଭାଗ କଲା ନିଲମ୍ବିତ

ବାଲିଗୁଡା :୦୬/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ମଦ୍ୟପାନ କରି ଶିକ୍ଷକ ନିଲମ୍ବିତ। ଜଣେ କାର୍ଯ୍ୟରତ ଶିକ୍ଷକ ବିଦ୍ୟାଳୟ ସମୟରେ ମଦ୍ୟପାନ କରି ବିଦ୍ୟାଳୟକୁ ଆସି ନିଲମ୍ବିତ ହୋଇଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ
Read More...

ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆଦିବାସୀମହାବିଦ୍ୟାଳୟ ରେ ରାଜ୍ୟସ୍ତରୀୟ ଭାଷା ସଂପାନ

ବାଲିଗୁଡ଼ା, ୦୬/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଆ ଭାଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ସହଯୋଗିତାରେ ବୁଧବାର 'ରାଜ୍ୟସ୍ତରୀୟ ଭାଷା ସଂପାନ' ମହାବିଦ୍ୟାଳୟ ପରିସରରେ
Read More...

ସନ୍ଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା ।

ସନ୍ଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା । ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତିରେ ଚୂଡାନ୍ତ ରିପୋର୍ଟ ଅନୁଯାୟୀ ୪୨୩ କୋଟି ୫୫୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ
Read More...

ମୋ ବସ୍ ବେଗ ଉପରେ ଲାଗିଲା ରୋକ୍‌

ବିଭିନ୍ନ ସ୍ଥାନରେ ମୋ ବସର ଦୁର୍ଘଟଣା ପରେ ପଦକ୍ଷେପ । ଏଥର ମୋ ବସ୍ ସ୍ପିଡ୍ ରେ ଲାଗିବ ଲଗାମ୍ । ଆଉ ଚଲାଇ ପାରିବେନି ମନ ଇଚ୍ଛା ଗାଡ଼ି। ସବୁ ଗାଡିରେ ସ୍ପିଡ ଗଭର୍ଣ୍ଣର ରହିବ । ଲାଇସେନ୍ସ ଥିବା ଅଭିଜ୍ଞ ଡ୍ରାଇଭରଙ୍କୁ
Read More...

ଶଗଡ ଗାଡିରେ ଚାଷୀଙ୍କ ଯାତ୍ରା ।

ଶଗଡ଼ିଆ ଗୀତ ସାଙ୍ଗକୁ ରଙ୍ଗ ବେରଙ୍ଗର ଶଗଡ଼ ଓ ବଳଦର ସାଜସଜା ଯିଏ ବି ଯାଉଛି ରାଜରାସ୍ତାରେ ଅଟକିଯାଇ ମୋବାଇଲରେ ସୁନ୍ଦର ଚିତ୍ର ଉତୋଳନ କରୁଛି । ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ସାକ୍ଷୀଗୋପାଳ ନିକଟରେ ଦେଖିବାକୁ
Read More...

ସଲମାନ ଖାନଙ୍କ ବିରୋଧରେ ସୋମୀ ଅଲ୍ଲୀଙ୍କ ସଂଗୀନ ଅଭିଯୋଗ ।

ଅଭ‌ିନେତ୍ରୀ ସୋମୀ ଅଲି ନିକଟରେ ରେଡିଟ୍‌ରେ ତାଙ୍କ ଫ୍ୟାନ୍‌ମାନଙ୍କ ସହ ଏଏମ୍‌ଏ (ଆସ୍କ ମି ଏନିଥିଙ୍ଗ୍‌) ସେସନ୍‌ରେ କଥା ହେବାବେଳେ ସଲମାନ ଖାନ୍‌ଙ୍କ ସହ ତାଙ୍କର ପୂର୍ବ ସମ୍ପର୍କ ସଂକ୍ରାନ୍ତରେ ମୁହଁ ଖୋଲିଛନ୍ତି।
Read More...

କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ।

ରାତି ଅଧରେ ହଷ୍ଟେଲ କବାଟ ଭାଙ୍ଗି ରୁମ୍‌ରେ ପଶି ଲୁହାରଡ଼ ଏବଂ ବାଡ଼ିରେ ପିଟିଲେ ସିନିୟର୍ ପିଲା । ସିନିୟର୍ ପିଲାଙ୍କ ମାଡ଼ରେ ୨ୟ ବର୍ଷ ମାଇନିଂ ଛାତ୍ର ବିଶ୍ୱଜିତ ବେହେରା ଗୁରୁତର । କେନ୍ଦୁଝର ସରକାରୀ ଡ଼ିଗ୍ରୀ
Read More...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି କନ୍ଧମାଳ ଜିଲ୍ଲାର ପ୍ରକୃତି

ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି । ବିଷେଷକରି କନ୍ଧମାଳ ଜିଲାରେ ବିଳମ୍ୱରେ ଆସିଛି ଶୀତ । ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି । ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡିବା
Read More...

ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରି ହିତାଧିକାରୀଙ୍କୁ ତିନି ମାସର ଆଗୁଆ ଚାଉଳ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ
Read More...

ମୁଖ୍ୟମନ୍ତ୍ରୀ ଜନ ଜାତି ଜୀବିକା ମିଶନ ପକ୍ଷରୁ ଗେଣ୍ଡୁ ଫୁଲ ଚାଷ ନିମନ୍ତେ ତାଲିମ ପ୍ରଦାନ

ବାଲିଗୁଡା :୦୫/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ବିଭାଗ ପକ୍ଷରୁ କ.ନୂଆଗାଁ ବ୍ଲକ ମହାସିଂ ପଞ୍ଚାୟତ ଲିମାର ପଦର ଗ୍ରାମଠାରେ ମୁଖ୍ୟମନ୍ତ୍ରୀ ଜନ ଜାତି
Read More...