ସାବଧାନ ! ସାଇବର ଠକଙ୍କ ଆଖି କନ୍ଧମାଳ ଉପରେ : ଅଧ୍ୟକ୍ଷଙ୍କ ନାଁ ନେଇ ଛାତ୍ରଛାତ୍ରୀଙ୍କୁ ମାଗୁଛନ୍ତି ଟଙ୍କା

କନ୍ଧମାଳ : ୦୫/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): ‘ମୁଁ ଜୁନିୟର କଲେଜ ପ୍ରିନ୍ସପାଲ କହୁଛି, ଆଗକୁ ପୁଅର ପରୀକ୍ଷା ଅଛି। ପାଞ୍ଚ ହଜାର ଟଙ୍କା ଦେଲେ ପରୀକ୍ଷାରେ ମାର୍କ ମିଳିବା ପାଇଁ ବ୍ୟବସ୍ଥା କରାଯିବ।’ ଏଭଳି ଫୋନ
Read More...

ଟିକାବାଲିରେ ଜିଲ୍ଲା ସ୍ତରୀୟ ପାରମ୍ପରିକ ଖାଦ୍ୟ ମେଳା ଆୟୋଜିତ

ବାଲିଗୁଡା :୦୫/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଠାରେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପାରମ୍ପରିକ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି ।
Read More...

ପୁଣି ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆସିଲା ଧମକ

ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ ଲରେନ୍ସଙ୍କ ନାମରେ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି।
Read More...

ଜାତୀୟ ଉତ୍ସବ ଭାବେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ

ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ ଆୟୋଜନ କରାଯିବ । ଆୟୋଜନ କରିବାକୁ ଭାରତ ସରକାର
Read More...

ଦିନେ ଦୁଇ ଦିନରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ସହାୟତା ।

ଦିନେ ଦୁଇ ଦିନରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ସହାୟତା । କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ ଜିଲ୍ଲାପାଳ। ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବାତ୍ୟା
Read More...

ଯାତ୍ରାରେ ଅପସଂସ୍କୃତି ଓ କୁପରମ୍ପରାକୁ ପ୍ରଶ୍ରୟ ଦିଆଯିବ ନାହିଁ: ଆଇନ ମନ୍ତ୍ରୀ

ଯାତ୍ରା କମିଟି ମହାସଂଘର କର୍ମକର୍ତ୍ତାମାନେ ଆଜି ବିଭିନ୍ନ ଦାବି ନେଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ
Read More...

ପ୍ୟାରିସ ଅଲିମ୍ପିକ୍ସ ମେଡାଲ ଜିତିଥିବା ବକ୍ସର ଏବେ ବାହାରିଲେ ପୁରୁଷ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଆଲଜେରିଆର ବକ୍ସର ଇମାନ ଖଲିଫ ମହିଳା ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅଲିମ୍ପିକ୍ସ ସମୟରେ ଇମାନଙ୍କ ଲିଙ୍ଗକୁ ନେଇ ବିବାଦ ଦେଖାଦେଇଥିଲା। ବର୍ତ୍ତମାନ ସାମ୍ନାକୁ ଆସିଥିବା ଡାକ୍ତରୀ
Read More...

୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି

୧୯୮୮ ନଭେମ୍ୱର ୮ରେ ଦିଲ୍ଲୀରେ ଜନ୍ମ । ଖୁବ୍ କମ୍ ବୟସରେ ଆରମ୍ଭ କରିଥିଲେ କ୍ରିକେଟ ଖେଳ । ସାମାନ୍ୟ ମଧ୍ୟବିତ୍ତ ଘରୁ ଆସି ପୂରା ବିଶ୍ୱରେ ନାମ କମାଇ ପାରିଥିବା ନାଁ ହେଉଛି ବିରାଟ । ଦିନିକିଆରେ ସର୍ବାଧିକ ରନ୍,
Read More...

ଅଢେଇଶ ଆଳୁ ଚୋରି ହୋଇଥିବା ଅଭିଯୋଗ ଆଣିଲେ ଜଣେ ବ୍ୟକ୍ତି

ଉତ୍ତରପ୍ରଦେଶର ହରଦୋଇ ଜିଲ୍ଲାରୁ ଘଟଣାଟି କିଛି ଏମିତି ଅଛି | ଦୀପାବଳି ପୂର୍ବରୁ ୟୁପି ପୁଲିସ୍ ପାଖକୁ ଏକ ଏମରଜେନ୍ସି କଲ୍ ଆସିଲା । ୧୧୨ ନମ୍ବରରେ ଡାଏଲ୍ କରି ବିଜୟ ବର୍ମା ନାମକ ଜଣେ ବ୍ୟକ୍ତି ତାଙ୍କର ଆଳୁ ଚୋରି
Read More...

ଆହୁରି ୨ ଲକ୍ଷ ଲିଟର ଦୁଗ୍ଧ କ୍ରୟ ଓ ବିକ୍ରୟ କରିବ ଓମ୍‌ଫେଡ୍‌

ଆସନ୍ତା ଦୁଇ ମାସ ମଧ୍ୟରେ ଆହୁରି ୨ ଲକ୍ଷ ଲିଟର ଦୁଗ୍ଧ କ୍ରୟ ଓ ବିକ୍ରୟ କରିବ ଓମ୍‌ଫେଡ୍‌। ଆଜି ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ
Read More...

ଦୀର୍ଘ ୨ବର୍ଷ ହେଲା ସୋଲାର ଜଳ ପ୍ରକଳ୍ପ ଅଚଳ, ଅସୁବିଧାରେ ୭୫ ପରିବାର l

ଥୁଆମୂଳ ରାମପୁର, ୦୪/୧୧-(ଦୁର୍ଗା କୀର୍ତ୍ତି):- ଦୀର୍ଘ ଦୁଇ ବର୍ଷ ହେବ ଅଚଳ ହୋଇ ପଡିଛି ସୋଲାର ଜଳ ଅମଳ ପ୍ରକଳ୍ପ। ବର୍ତମାନ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସୋଲାର ପ୍ରକଳ୍ପରୁ ପାଣି ପାଉଥିବା
Read More...

କୁକୁରଙ୍କୁ ବିସ୍କୁଟ୍‌ ଖାଇବାକୁ ଦେଇ LETର ଟପ୍‌ କମାଣ୍ଡରକୁ ମାରିଲେ ସିଆର୍‌ପିଏଫ୍‌

ଜମ୍ମୁ-କଶ୍ମୀରରେ ମିଳିଲା ସେନାକୁ ବଡ଼ ସଫଳତା। ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୁଲିସ ଶନିବାର ଶ୍ରୀନଗରସ୍ଥିତ ଖାନ୍‌ୟାର ଅଞ୍ଚଳରେ ଦିନ ତମାମ ଏକ ମିଳିତ ଅପରେଶନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ
Read More...

୨୧ ନଭେମ୍ବରରୁ ଧାନ କିଣା ଆରମ୍ଭ ହେବ ।

ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଚଳିତ ଖରିଫ୍‌ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ହୋଇଛି ନିଷ୍ପତ୍ତି। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ବରଗଡ଼
Read More...

ମିଳିଲାନି ଅନୁମତି, ପୋତାହେଲା ରାବଣ

ଥୁଆ ହୋଇଛି ବିରାଟକାୟ ମହିରାବଣ । ରୁଣ୍ଡ ହୋଇଛନ୍ତି ଲୋକେ । ସମସ୍ତଙ୍କ ଭିତରେ ଅସନ୍ତୋଷ । କାହିଁକିନା ଭଙ୍ଗ ହୋଇଛି ପୂର୍ବ ପରମ୍ପରା । ବସ୍ତା ଥାନା, କୁଡିଆ ପଞ୍ଚାୟତ ଅନ୍ତର୍ଗତ ବେଲା ଗ୍ରାମରେ ଘଟିଥିବା ଏକ
Read More...

ଆସିଲା ବାତ୍ୟା ‘ଦାନା’ କ୍ଷୟକ୍ଷତି ରିପୋର୍ଟ

ବାତ୍ୟା ‘ଦାନା’ ଘଟାଇଥିବା କ୍ଷୟକ୍ଷତି ରିପୋର୍ଟ ସୋମବାର ସାମ୍ନାକୁ ଆସିଛି । କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପକ୍ଷରୁ ସୂଚନା ମିଳିଛି । ମନ୍ତ୍ରୀ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬
Read More...

୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ହେବ

ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା
Read More...