ଆରମ୍ଭ ହେଲା ଟ୍ରେନ୍ ଚଳାଚଳ । କିନ୍ତୁ ସ୍ବାଭାବିକ ହୋଇନି ।

ବାତିଲ ଟ୍ରେନ୍‌ ଛଡ଼ା ଅନ୍ୟ ଟ୍ରେନ୍‌ ସମୟ ଅନୁସାରେ ଗଡ଼ିବ ବୋଲି ପୂର୍ବତଟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସୂଚନା ଜାରି ହୋଇଛି। ବାତ୍ୟା ଦାନା ପାଇଁ ୩୦୦ ଟ୍ରେନ ବାତିଲ କରିଥିଲା ପୂର୍ବତଟ ରେଳବାଇ । ବାତିଲ ହୋଇଥିବା
Read More...

୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ନେବ ରୂପ ବାତ୍ୟା ଦାନା

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ । ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା ।
Read More...

ଅକ୍ଟୋବର ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

୨୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି | ବାତ୍ୟା ଦାନା ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ
Read More...

ବାତ୍ୟା ବେଳେ ଜନ୍ମନେଲେ ୧୬୦୦ ପିଲା

ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ। ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି। ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି
Read More...

ଔଷଧ ପତ୍ର ବ୍ୟବସାୟଙ୍କୁ ହତ୍ୟା : ଅଭିଯୁକ୍ତ ଫେରାର

ବାଲିଗୁଡା, ୨୩/୧୦: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ଜଣେ କ୍ୱାକଙ୍କୁ ହତ୍ୟା କରାଯାଇଛି। କରଡ଼ା ଗ୍ରାମର ଅନିକ ପଟ୍ଟନାୟକ ନାମକ ବ୍ୟକ୍ତି
Read More...

ଗେରୁଆ ହେଲା BSNL: ଏବେ ମହଙ୍ଗା ହେବନି ରିଚାର୍ଜ

ସରକାରୀ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍ଏନ୍ଏଲ୍) ମଙ୍ଗଳବାର ଦିନ ସିମ୍ କିଓସ୍କ ସମେତ ୭ ଟି ନୂଆ ସେବା ଆରମ୍ଭ କରିଛି। ଟେଲିକମ୍ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ସେବା ଆରମ୍ଭ କରିଛନ୍ତି।
Read More...

ବିସିଜି ଟିକାନେଇ ଅସୁସ୍ଥ ଘଟଣା: କ୍ଷେତ୍ର ପରିଦର୍ଶନ ଓ ସଚେତନ କଲା ଜିଲା ସ୍ୱାସ୍ଥ୍ୟ ଟିମ୍

ବାଲିଗୁଡା, ୨୩/୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବିସିଜି ଟିକା ନେଇ ୫୦ରୁ ଅଧିକ ବ୍ୟକ୍ତି ଅସୁସ୍ଥ ନେଇ ୨୧ ତାରିଖରେ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶିତ ହୋଇଥିଲା । ଏହାକୁ
Read More...

ଓଡିଶା ରାଜ୍ୟରେ ସମବାୟ ବିଭାଗର କୃଷି ସେବା ସମବାୟ ସମିତି, ସମବାୟ ଲ୍ୟାମ୍ପସ

ଓଡିଶା ରାଜ୍ୟରେ ସମବାୟ ବିଭାଗର କୃଷି ସେବା ସମବାୟ ସମିତି, ସମବାୟ ଲ୍ୟାମ୍ପସ, ସମବାୟ ବ୍ୟାଙ୍କ ସବୁ ବିଜେଡି ନବୀନ ପଟ୍ଟନାୟକ ଶାସନରେ ଚାଷୀ ମାନଙ୍କ ନାମ ରେ ଜାଲିଆତି ଓ ହେରଫେର କରି ହଜାର ହଜାର ଚାଷୀ ମାନଙ୍କ
Read More...

ଦକ୍ଷିଣ ଓଡିଶା ନାଟକ ରେ ଦକ୍ଷ ବିନ୍ଧାଣୀ ଙ୍କ ଦଖଲ

ବାଲିଗୁଡା, ୨୩/୧୦: (ସଞ୍ଜୟ କୁମାର ପାଣିଗ୍ରାହୀ): ଗଞ୍ଜାମ ଓ କନ୍ଧମାଳ ଜ଼ିଲ୍ଲାର ବିଭିନ୍ନ ପୌରାଣିକ ନାଟକ ରେ ଦକ୍ଷ ବିନ୍ଧାଣୀ ଙ୍କ ଦଖଲ l ଦକ୍ଷିଣ ଓଡିଶା ର ବିଭିନ୍ନ ମଞ୍ଚରେ ଦକ୍ଷ ଙ୍କୁ ଦେଖିବାକୁ ମିଳେ l
Read More...

ଜେଲ ଗଲେ ‘ବିଚାରପତି’,ଓକିଲ ଚଳେଇଥିଲେ ନକଲି କୋର୍ଟ

ଦୀର୍ଘ ୫ ବର୍ଷ ଧରି ଘରେ କୋର୍ଟ ଚଳାଇଥିବା ଜଣେ ଓକିଲକୁ ଗିରଫ କରିଛି ପୁଲିସ। ଏଭଳି ଏକ ଅଜବ ଘଟଣା ସାମ୍ନାକୁ ଆସିଛି ଗୁଜରାଟର ଗାନ୍ଧୀନଗରରୁ। ୫ ବର୍ଷ ଧରି ନକଲି ଅଦାଲତ ଚଳାଉଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ମଙ୍ଗଳବାର
Read More...

ବାତ୍ୟା ପାଇଁ ଓଏଏସ ପ୍ରିଲିମ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ।

ସ୍ଥଗିତ OCS ପ୍ରିଲିମିନାରୀ ପରୀକ୍ଷା । ବାତ୍ୟା ‘ଦାନା’ ପାଇଁ OPSCର ପଦକ୍ଷେପ । OCS ପ୍ରିଲିମିନାରୀ ପରୀକ୍ଷା ସ୍ଥଗିତ ରଖିଲା OPSC । ଆସନ୍ତା ୨୭ରେ ହେବାର ଥିଲା OCS ପ୍ରିଲିମିନାରୀ ପରୀକ୍ଷା । ପରବର୍ତ୍ତୀ ତାରିଖ
Read More...

୨ ଲକ୍ଷ ୬୭ ହଜାର ସୁଭଦ୍ରା ଆବେଦନ ଖାରଜ

ଲୋକସେବା ଭବନରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ର ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ସୁଭଦ୍ରା’
Read More...

ଏହି ସ୍ଥାନରେ ଲ୍ୟାଣ୍ଡଫଲ୍‌ କରିବ ‘ଦାନା’!

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ତେବେ ବାତ୍ୟା ଭିତରକନିକା-ଧାମରା
Read More...

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨, ହଜାର ୯୯୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୬୩୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର
Read More...

ସମ୍ଭାବ୍ୟ ବାତ୍ୟା ଯୋଗୁଁ ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ

ବାତ୍ୟାକୁ ଦୃଷ୍ଟିରେ ରଖି ଐତିହ୍ୟ କୀର୍ତ୍ତିରାଜି ଗୁଡ଼ିକର ସୁରକ୍ଷା ପାଇଁ ପଦକ୍ଷେପ ନେଇଛି ଏଏସଆଇ। ପୁରୀ, କଟକ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାରେ ଥିବା ସମସ୍ତ ଐତିହ୍ୟ କୀର୍ତ୍ତିରାଜିର ଯେଭଳି ବାତ୍ୟାରେ କୌଣସି
Read More...

ଋତୁଶ୍ରାବ ପାଇଁ ମିଳିବ ୧୨ ଦିନ ଛୁଟି ।

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ
Read More...