ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ମ୍ୟାଜିକ୍ ନମ୍ବର ଛୁଇଁଲା ହୀରାକୁଦର ଜଳସ୍ତର। ଚଳିତ ବର୍ଷ ପ୍ରଥମ କରି ହୀରାକୁଦ ଜଳସ୍ତର ସର୍ବୋଚ୍ଚ ସୀମା ଛୁଇଁଛି। ଶନିବାର ସକାଳ ୯ଟା ପରେ ଜଳସ୍ତର ମ୍ୟାଜିକ ନମ୍ବର ୬୩୦ ଫୁଟ ଛୁଇଁଛି। ଏବେ ଡ୍ୟାମ୍ ମଧ୍ୟକୁ
Read More...

ଟମାଟୋରେ ଦେଖାଗଲେ ପ୍ରଭୁ ଜଗନ୍ନାଥ

ବିଲାତି ବାଇଗଣରେ ପ୍ରଭୁ ଜଗନ୍ନାଥଙ୍କ ଗୋଲ ଗୋଲ ଆଖି। ସତେ ଯେମିତି ଜଗତର ନାଥ ଜଗନ୍ନାଥ ବିଲାତି ବାଇଗଣ ରେ ଦର୍ଶନ ଦେଉଛନ୍ତି। ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଟକ ଗୋପାଳପୁରର ପୁଥୁଲ୍ ଭଟ୍ଟାଚାର୍ଯ୍ୟ ଘରେ।
Read More...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ

ଶନିବାର ପୁଣି ରତ୍ନଭଣ୍ଡାରରେ ଗୁପ୍ତ ଧନ ଓ ଗୁପ୍ତ ସୁଡ଼ଙ୍ଗ ଖୋଜାଯିବ । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଶନିବାର ଠାରୁ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ।
Read More...

ଭାରତରେ Iphone 16 ପାଇଁ ଆପଲ୍ ଷ୍ଟୋରରେ ଲୋକଙ୍କ ଲମ୍ଵା ଲାଇନ୍

ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ କମ୍ପାନୀ ଆଇଫୋନ ୧୬ ସିରିଜ ଲଞ୍ଚ କରିଥିଲା। ପ୍ରଥମ ବିକ୍ରୟ ଲାଇଭ
Read More...

ତିରୁପତି ମନ୍ଦିର ଲଡୁରେ ଚର୍ବି ଘଟଣାରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମାଗିଲା ରିପୋର୍ଟ

ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହାକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି।
Read More...

‘ସୁଭଦ୍ରା’ ଯୋଜନାରେ ମିଳିବ ୫୦୦ ଟଙ୍କାର ବୋନସ୍‌।

ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା
Read More...

ରାଜସ୍ୱ ମନ୍ତ୍ରୀଙ୍କ ସୂଚନା । ପରିବର୍ତ୍ତନ ହେବ ରିଲିଫ କୋଡର ନାମ ।

ଲଘୁଚାପ ଜନିତ ବର୍ଷାରେ ବେଶୀ କ୍ଷତିଗ୍ରସ୍ତ ହୋଇଛି ମାଲକାନଗିରି, ମୟୁରଭଞ୍ଜ,ସୁନ୍ଦରଗଡ,ଭଦ୍ରକ ଓ ବାଲେଶ୍ବର । ଭାଙ୍ଗିଛି କେତେ ଘର ? ନଷ୍ଟ ହୋଇଛି କେତେ ଫସଲ ? ରିପୋର୍ଟ ପ୍ରସ୍ତୁତ ପାଇଁ ଅଣ୍ଟା ଭିଡିଛି ରାଜସ୍ବ
Read More...

୧୦୦ ଦିନରେ ରାଜ୍ୟର ଆଇନଶୃଙ୍ଖଳା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ – ବିଜେଡି

ଅସ୍ମିତା ଓ ବିକାଶର ନାରା ଦେଇ ରାଜ୍ୟରେ ଶାସନକୁ ଆସିଥିବା ବିଜେପି ସରକାର ଏକ ବିଫଳ ଓ ପ୍ରତାରଣାର ସରକାର ବୋଲି ଆଜି ଶଙ୍ଖଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ଡ. ଲେନିନ
Read More...

୨୩ରୁ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର- ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨, ୨୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ । ଉତ୍ତର-ପୂର୍ବ
Read More...

ଭରତପୁର ଥାନାର କଳା କାହାଣୀ କହିଲେ ପୀଡ଼ିତା ଅଙ୍କିତା ପ୍ରଧାନ

ଆଇଆଇସି ଦୀନକୃଷ୍ଣ ମିଶ୍ର ବିରୁଦ୍ଧରେ କୋହ ଭରା କଣ୍ଠରେ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ରଖିଲେ ପୀଡ଼ିତ ଅଙ୍କିତା ପ୍ରଧାନ ।ଶନିବାର ରାତିର ଘଟଣା ସମ୍ପର୍କରେ କାନ୍ଦି କାନ୍ଦି ପୁରା ଘଟଣାକୁ ଆରମ୍ଭରୁ ଶେଷ
Read More...

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ ଆରମ୍ଭ

ଆସନ୍ତା ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଗୁରୁବାରଠାରୁ ଜନ ଶୁଣାଣି ପୋର୍ଟାଲ
Read More...

ମଙ୍କି ପକ୍ସ ପାଇଁ ସବୁ ଜିଲ୍ଲାକୁ ଗାଇଡଲାଇନ ଜାରି ।

ମଙ୍କି ପକ୍ସ ପାଇଁ ଜାରି ହେଲା ଗାଇଡଲାଇନ । ସବୁ ଜିଲ୍ଲା ଓ ବିମାନ ବନ୍ଦର ଅଥରୀଟିଙ୍କୁ ଗାଇଡଲାଇନ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ।ଭାରତରେ ମଙ୍କିପକ୍ସ
Read More...

ଗାଇଡଲାଇନ୍‌ ଜାରି: ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପରିଚୟପତ୍ର, ଲାଗୁ ହେବ ସ୍ୱତନ୍ତ୍ର ଡ୍ରେସ୍ କୋଡ୍

ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟ ସେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି |ଏଣିକି ସବୁ ମେଡିକାଲ
Read More...

୨୦୦ହାତୀଙ୍କୁ ଅନାହାରର ମୁକାବିଲା ପାଇଁ ମାରିବାକୁ ନିର୍ଦ୍ଦେଶ

ଚାରି ଦଶନ୍ଧିର ସବୁଠାରୁ ଭୟଙ୍କର ମରୁଡ଼ିର ସାମନା କରୁଥିବା ଜିମ୍ୱାୱେ ଲୋକଙ୍କ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଏକ କଠୋର ନିଷ୍ପତ୍ତି ନେଇଛି । ଲୋକଙ୍କ ଖାଇବା ପାଇଁ ଖାଦ୍ୟ ଯୋଗାଡ଼ ଲାଗି ବନ୍ୟପ୍ରାଣୀଙ୍କୁ
Read More...

ସମ୍ବଲପୁର ଗାୟିକା ରୁକ୍ ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ରୁକ୍‌ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା
Read More...

OSSSC୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା। ତେବେ ଏହାର ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହି ଚାକିରି
Read More...