ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ
Read More...

ବିଜେପିର ମିଛକୁ ପଦାକୁ ଆଣ

ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ
Read More...

ନିୟନ୍ତ୍ରଣରେ ନାହିଁ ପିଆଜ, ରସୁଣ ଓ ପନିପରିବା ଦର

କିଛିଦିନ ତଳେ ଆଳୁ ଦର ବୃଦ୍ଧିକୁ ନେଇ ରାଜ୍ୟବାସୀ ମୁଣ୍ଡରେ ହାତ ଦେଇଥିଲେ। ଖାଉଟିଙ୍କ ଅସନ୍ତୋଷ ପରେ ରାଜ୍ୟ ସରକାର ଦର ନିୟନ୍ତ୍ରଣକୁ ଆଣିବା ଲାଗି ନାନା କଟକଣା ଓ ପଦକ୍ଷେପ ନେଇଥିଲେ। ଫଳରେ ଆଳୁ କେ.ଜି. ୬୦ରୁ ଏବେ ୩୫
Read More...

ଏଣିକି ସଚିବମାନେ ବିଭିନ୍ନ ଜିଲ୍ଲା ଗସ୍ତ କରିବେ।

ରାଜ୍ୟରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ସମୀକ୍ଷା ସହ ସମସ୍ୟା ସମାଧାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ଏଣିକି ସଚିବମାନେ ବିଭିନ୍ନ ଜିଲ୍ଲା ଗସ୍ତ କରିବେ। ଏ ନେଇ ବୁଧବାର ଯୋଜନା ଓ
Read More...

ଆଜି ପବିତ୍ର ଗୁରୁ ଦିବସ।

ଆଜି ପବିତ୍ର ଗୁରୁ ଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମନେ ପକାଉଛି ସାରା ଦେଶ । ଏନେଇ ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଶେଷ ଆୟୋଜନ କରାଯାଉଛି । ଗୁରୁ ଦିବସ ମଧ୍ୟ ଆମ
Read More...

ଏସଟି ମୋର୍ଚ୍ଚା ସଦସ୍ୟତା ଅଭିଯାନର ରାଜ୍ୟ କନଭେନର ଭାବେ କରେନ୍ଦ୍ର ମାଝୀ ନିଯୁକ୍ତ

ବାଲିଗୁଡ଼ା,୦୪/୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): ବିଜେପି ସର୍ବ ଭାରତୀୟ ସ୍ତରରେ ସଦସ୍ୟତା ଅଭିଯାନ ଆରମ୍ଭ କରିଥିବା ବେଳେ ଜାତୀୟ ଏସଟି ମୋର୍ଚ୍ଚା କାର୍ଯ୍ୟାଳୟ ନୂଆଦିଲ୍ଲୀର ନିର୍ଦ୍ଦେଶ ଅନୁଯାୟୀ, ବିଜେପି ଏସଟି
Read More...

ବାଲିଗୁଡ଼ାରେ ଘରୋଇ ଚକ୍ଷୁ ଡାକ୍ତରଖାନାର ଉଦଘାଟନ

ବାଲିଗୁଡ଼ା: ୦୪/୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଖୋଲିଲା ଘରୋଇ ଚକ୍ଷୁ ଡାକ୍ତରଖାନା ଦାଶ ଚକ୍ଷୁ ଚିକିତ୍ସାଳୟ । ଜିଲ୍ଲା ଭାରପ୍ରାପ୍ତ ଚିକିତ୍ସାଧିକାରୀ ବିଜୟ କୁମାର ପଣ୍ଡା ଅତିଥି
Read More...

ନଭେମ୍ବର ୧୫ରୁ ଆରମ୍ଭ ହେଉଛି ଐତିହାସିକ ବାଲିଯାତ୍ରା । 

ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ୨୨ ତାରିଖରେ ଶେଷ ହେବ। ୮ ଦିନ ପାଇଁ ଏହି
Read More...

ନୂଆଁଖାଇ ଉପଲକ୍ଷେ ସୋମ‌ବାର‌ ବନ୍ଦ ରହିବ ବିଦ୍ୟାଳୟ

ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ
Read More...

ଆଜି ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର ।

OCAC ଠାରେ ସୁଭଦ୍ରା କଲ ସେଣ୍ଟର ଉଦଘାଟିତ ହୋଇଛି ।ଯାହା ଫଳରେ ସୁଭଦ୍ରା ବିଷୟରେ ଥିବା ସନ୍ଦେହ ଦୂର କରିପାରିବେ ଲୋକେ । ତେବେ ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି କି, ସେପ୍ଟେମ୍ୱର ୧୭ ପରେ ମିଳିବ ସୁଭଦ୍ରା
Read More...

ର୍ବାଚନ ପୂର୍ବରୁ ଝୋଟ ବ୍ୟାଗ୍ ବଣ୍ଟନରେ ଖର୍ଚ୍ଚ ହୋଇଥିଲା ୨୪୭ କୋଟି ଟଙ୍କା

ରାଜ୍ୟରେ ପୂର୍ବ ସରକାର ସମୟରେ ଝୋଟ ବ୍ୟାଗ ବଣ୍ଟନ କରଯାଇଥିଲା । ଏ ବାବଦରେ କେତେ ଟଙ୍କା ଖର୍ଚ୍ଚ କରାଯାଇଥିଲା । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଝୋଟ ବ୍ୟାଗ ବଣ୍ଟନ କରିବା ସହିତ ପରିବାର ପିଛା ୧୦୦୦ ଟଙ୍କା ବଣ୍ଟନ
Read More...

ୟୁକୋ ବ୍ୟାଙ୍କରେ ନକଲି ସୁନାଋଣ ଦୁର୍ନୀତି: ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଆତ୍ମସାତ୍ :ଉଚ୍ଚ ସ୍ତରୀୟ ତଦନ୍ତ…

ବାଲିଗୁଡା : ୦୪/୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନା ଋଣ ଦୁର୍ନୀତି ପଦାକୁ ଆସିଛି। ବ୍ୟାଙ୍କରେ ସୁନା ଆପ୍ରାଇଜର ଭାବେ କାମ କରୁଥିବା ଜଣେ ବ୍ୟକ୍ତି
Read More...

ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ।

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ। ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁ ସ୍ଥାନ ନିରୁପଣ କରାଯାଇଥିବ
Read More...

୫ରୁ ୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବ

ଆସନ୍ତା ୫ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ୫ରୁ ୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ
Read More...

ଟ୍ରେନିଂ ପରେ ୬ ଜଣ ଆଇଏଏସ ଉପ ଜିଲ୍ଲାପାଳ ଭାବେ ନିଯୁକ୍ତ

ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଯେଭଳି ବଣାଇ, ଆଠଗଡ଼, ପଦମପୁର, ଜୟପୁର,
Read More...

ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲ ମୂଳ ପୋଛ ହେବେ

ନକ୍ସଲ ପ୍ରସଙ୍ଗ ନେଇ ପୁଲିସ୍ ଡିଜି ୱାଇବି ଖୁରାନିଆଙ୍କ ବଡ଼ ମନ୍ତବ୍ୟ ଆସିଛି। ସେ କହିଛନ୍ତି ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲ ମୂଳ ପୋଛ ହେବେ। ନକ୍ସଲ ପ୍ରସଙ୍ଗ ନେଇ ବୈଠକ ପରେ ପୁଲିସ୍ ଡିଜିଙ୍କ ଏଭଳି
Read More...