ବାଘଛାଲ କାରବାର ବେଳେ ବନ ବିଭାଗର ଚଢ଼ାଉ: ବନ୍ଧୁକ ସହ ବାଇକ ଜବତ, ୩ ଗିରଫ

କନ୍ଧମାଳ, ୦୩/୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): ବାଘଛାଲ କାରବାର ସମୟରେ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି କନ୍ଧମାଳ ଜିଲା ଫୁଲବାଣୀ ବନ ବିଭାଗ। ଅଭିଯୁକ୍ତ ମାନଙ୍କ ଠାରୁ ବନ କର୍ମଚାରୀମାନେ ଏକ କଲରାପତରିଆ ବାଘ
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା,୦୩/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ - ୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ
Read More...

କଟକରେ ରହିବ ଅବକାରୀ କମିଶନର ଅଫିସ । 

କଟକରେ ରହିବ ଅବକାରୀ କମିଶନର ଅଫିସ । ଭୁବନେଶ୍ବର ସ୍ଥାନାନ୍ତର ହେବା ଏକ ଗୁଜବ ମାତ୍ର । ଏକଥା ସ୍ପଷ୍ଟ କରିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ସ୍ଥାନ ଅଭାବରୁ କେବଳ ଲ୍ୟାବ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।
Read More...

ଓଡିଶା ଆସିବେ ସେଣ୍ଟ୍ରାଲ ଟିମ୍, ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି କରିବେ ତର୍ଜମା

ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। ଏହି ଟିମ୍‌ର ସଦସ୍ୟମାନେ ବାର୍ଡ଼ ଫ୍ଲୁ ବ୍ୟାପିଥିବା ପୁରୀ ଜିଲ୍ଲାର ପିପିଲି ଅଂଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ
Read More...

ଆରମ୍ଭ ହେବ ‘ଆମ ଓଡ଼ିଶା ନବୀନ ଓଡିଶା’ କାମ: ମନ୍ତ୍ରୀ ରବି ନାୟକ

ଆମ ଓଡ଼ିଶା ନବୀନ ଓଡିଶା’ରେ ୩୪୫୭ କୋଟି ଟଙ୍କାର ବ୍ୟୟ ବରାଦ ବ୍ୟବସ୍ଥା ହୋଇଥିଲା। ଏଥିରୁ ମାତ୍ର ୩୦ ରୁ ୪୦ ପ୍ରତିଶତ କାମ ହୋଇଛି। ବାକି କିଛି କାମ ଚାଲୁଛି। କିଛି କିଛି ସ୍ଥାନରେ ଜମି ଅଧିଗ୍ରହଣ କି କିଛି ଅଲଗା କାରଣ
Read More...

ସମଲେଇ ମନ୍ଦିରରେ ନୂଆଁଖାଇ ପାଇଁ ପହଞ୍ଚିଲା ନୂଆ ଧାନ

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଇଙ୍କ ପୀଠରେ ପହଂଚିଲା ନୂଆ ଧାନ ବା ସରିଆ ଧାନ। ମା ଙ୍କଠାରେ ଲାଗି ହେବାକୁ ଥିବା ନବାନ୍ନ ପାଇଁ ଏହି ନୂଆ ସରିଆ ଧାନ ବଲବସପୁର ଅଂଚଳର ସୁବାଷ ବେହେରା ଓ ତାଙ୍କ ପରିବାର ମୁଖ୍ୟ
Read More...

୫୫ ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ମାଗଣା ଡାଇଲିସିସ ହେବ ଓ ସମ୍ବଲପୁରରେ ହେବ ଦ୍ୱିତୀୟ ଏମ୍ସ

ରାଜ୍ୟରେ ସ୍ବାସ୍ଥ୍ୟବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଏହି ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମିଳିତ ଭାବେ ଲୋକଙ୍କୁ ମାଗଣା
Read More...

ଗଞ୍ଜେଇ ଚାଲଣ ବେଳେ ମାଡିବସିଲା ପୋଲିସ : ଗଞ୍ଜେଇ ସହ ମୋବାଇଲ ଓ ବାଇକ ଜବତ : ଦୁଇ ଗିରଫ

ବାଲିଗୁଡା :୦୨/୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁ ଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ
Read More...

ପଞ୍ଚାୟତ ସ୍ତରୀୟ ଜନଶୁଣାଣିକୁ ଯୋଗଦେବା ପାଇଁ ଯାଇ ବିଡ଼ିଓ ହଟହଟା : ଲିଖିତ ପ୍ରତିଶ୍ରୁତି ପରେ ରାସ୍ତା ଛାଡ଼ିଲେ ଅଞ୍ଚଳ…

ଥୁଆମୁଳ ରାମପୁର,୦୨/୦୯-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରତି ପଞ୍ଚାୟତରେ ବ୍ଳକ ପ୍ରଶାସନ ପକ୍ଷରୁ ଗତ ମାସ ଠାରୁ ପ୍ରତ୍ୟେକ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର
Read More...

ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ

ଖୋଲିଲା ସୁଭଦ୍ରା ପୋର୍ଟାଲ୍। www.subhadra.odisha.gov.in ୱେବ ପୋର୍ଟାଲରୁ ମିଳିବ ସୁଭଦ୍ରା ଯୋଜନାର ସବୁ ତଥ୍ୟ। ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ଏହି ପୋର୍ଟାଲର କରିଛନ୍ତି
Read More...

ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ 

ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହତାଧିକାରୀଙ୍କୁ ପ୍ରଥମ
Read More...

ରାଜ୍ୟରେ୩ ବର୍ଷରେ ଦାୟର ହୋଇଛି ୧୭ ହଜାର ୭ ଶହ ୭୮ ଆତ୍ମହତ୍ୟା ମାମଲା ।

ସୋମବାର ଅନୁଷ୍ଠିତ ବିଧାନସଭାର ପ୍ରଶ୍ନ କାଳରେ ବିଧାୟକ ଧ୍ରୁବ ସାହୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟରେ ଆତ୍ମହତ୍ୟା ଘଟଣା ସମ୍ପର୍କରେ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଶେଷ
Read More...

ସ୍ଲିପର୍ ବନ୍ଦେ ଭାରତ ଟ୍ରେନ ଲଞ୍ଚ କରିବାକୁ ଯୋଜନା

ଦେଶରେ ‘ବନ୍ଦେଭାରତ’ ଟ୍ରେନ ଗଡିବା ପରଠାରୁ ଯାତ୍ରୀଙ୍କୁ ୱାର୍ଲଡ କ୍ଲାସ୍ ରେଳ ସୁବିଧା ଅନୁଭବ ହେଉଛି। ଯିଏ ବି ଏହି ଟ୍ରେନରେ ଯାତ୍ରା କରୁଛି ଏହାର ପ୍ରଶଂସା ନ କରି ରହିପାରିନି।କିନ୍ତୁ ବର୍ତ୍ତମାନ ଭାରତୀୟ ରେଳବାଇ
Read More...

ବଢିଲା କମର୍ସିଆଲ ଗ୍ୟାସ୍ ଦର

କ୍ରମାଗତ ଦ୍ୱିତୀୟ ମାସ ଲାଗି କମର୍ସିଆଲ ଗ୍ୟାସ୍‌ (୧୯କି.ଗ୍ରା.) ଦରରେ ବୃଦ୍ଧି ଘଟିଥିବାବେଳେ ଘରୋଇ ଗ୍ୟାସ୍‌ (୧୪.୨କି.ଗ୍ରା.) ଦର ପୂର୍ବପରି ସ୍ଥିର ରହିଛି। ନୂଆ ଦର ଲାଗୁ ହେବା ପରେ ଦିଲ୍ଲୀରେ ୧୯ କେଜି ସିଲିଣ୍ଡର
Read More...

ନନ୍ଦନକାନନକୁ ଆସିଲେ ୨ ଜିରାଫ

ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ସେମାନେ ୩୧ ଅଗଷ୍ଟରେ ଅଲିପୁରରୁ ବାହାରି ଗୋଟେ ୧୬.୫ ଫିଟ ଉଚ୍ଚ ବାକ୍ସର
Read More...

 ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା
Read More...