ମଦୁଆ ଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଥୁଆମୂଳ ରାମପୁର ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର l

ଥୁଆମୂଳ ରାମପୁର,୩୧/୦୮-(ଦୁର୍ଗା କୀର୍ତ୍ତ):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ପାଲଟିଛି ମଦୁଆଙ୍କ ଆଡ୍ଡାସ୍ଥଳୀ ସ୍ୱୟଂ ମେଡିକାଲ ର କର୍ମଚାରୀ ମାନେ ବେଧଡକ ଡିଉଟି ସମୟରେ ମଧ୍ୟ ମଦ
Read More...

ଥୁଆମୂଳ ରାମପୁର ବ୍ଲକ୍ ଠାରେ ଓଡିଶା ଡ୍ରାଇଭର ମହାସଂଘ ଦିବସ ପାଳିତ l

ଥୁଆମୂଳ ରାମପୁର,୦୧/୦୯-(ଦୁର୍ଗା କୀର୍ତ୍ତି):- ଓଡ଼ିଶାର ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନିର୍ଦ୍ଦେଶକ୍ରମେସାରା ଓଡ଼ିଶାରେ ସମସ୍ତ ଡ୍ରାଇଭର ଭାଇ ମାନେ ରାଷ୍ଟ୍ରୀୟ ଡ୍ରାଇଭର ମହାସଂଘ ଦିବସ
Read More...

ସ୍ୱାୟତ୍ତ ଶାସନ ଦିବସ ଅବସରରେ ଫୁଟବଲ୍‌ ଟୁର୍ନାମେଣ୍ଟ

କନ୍ଧମାଳ :୩୧/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ୱାୟତ୍ତ ଶାସନ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌର ପରିଷଦ ପକ୍ଷରୁ ଦୁଇ ଦିନିଆ ଫୁଟବଲ୍‌ ଟୁର୍ନାମେଣ୍ଟ ଫୁଲବାଣୀ କରୋନେସନ ପଡ଼ିଆରେ ଉଦ୍‌ଘାଟିତ
Read More...

ରାଜନୈତିକ ଜଗତରେ ଥଲାପତି ବିଜୟଙ୍କ ଧମାକାଦାର ଏଣ୍ଟ୍ରି

ତାମିଲ ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ ନିଜ ନୂଆ ଦଳର ପତାକା ଉନ୍ମୋଚନ କରିଛନ୍ତି। ଏହାପୂର୍ବରୁ ଫେବୃଆରୀରେ ବିଜୟ ତାଙ୍କର ନୂତନ ରାଜନୈତିକ ଦଳ 'ତାମିଝାଗା ଭେଟ୍ରିକାଜାଗାମ' (ଟିଭିକେ) ଗଠନ ପାଇଁ
Read More...

ମନୋରଞ୍ଜନ ପାଇଁ ଶିଶୁଙ୍କ ବ୍ୟବହାର ଉପରେ ଲାଗିବ ରୋକ୍

ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ପକ୍ଷରୁ ଏକ
Read More...

କନ୍ଧମାଳ ଜିଲା ସ୍ୱାସ୍ଥ୍ୟ ସମିତିର କାର୍ଯ୍ୟନିର୍ବାହୀ କମିଟି ବୈଠକ ରେ ନିଷ୍ପତି : ମହାପ୍ରୟାଣ ଗାଡ଼ି ବଦଳରେ ବ୍ୟବହାର…

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟର ସଭାଗୃହ ପରିସରରେ କନ୍ଧମାଳ ଜିଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲା ସ୍ୱାସ୍ଥ୍ୟ ସମିତିର କାର୍ଯ୍ୟନିର୍ବାହୀ କମିଟି ବୈଠକ
Read More...

ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପ ନିର୍ବାଚନ ହେବ। ଓଡ଼ିଶାର ଗୋଟିଏ ଆସନ ପାଇଁ ଉପ ନିର୍ବାଚନ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ଗୋଟିଏ ଆସନ ପଡ଼ିଛି।
Read More...

ଓଡ଼ିଆ ଆଇପିଏସ୍‌ ଅଧିକାରୀ ରଶ୍ମୀରଞ୍ଜନ ସ୍ଵାଇଁ ଜାମ୍ମୁକଶ୍ମୀର ଡିଜିପି ନିଯୁକ୍ତ

ଓଡ଼ିଆ ଆଇପିଏସ୍‌ ଅଧିକାରୀ ରଶ୍ମୀରଞ୍ଜନ ସ୍ଵାଇଁଙ୍କୁ ମିଳିଛି ଗୁରୁ ଦାୟିତ୍ଵ। ଜାମ୍ମୁକଶ୍ମୀର ପୁଲିସ ମହାନିର୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ରଶ୍ମୀରଞ୍ଜନ। ଜାଣିରଖିବା ଉଚିତ୍ ଯେ, ୧୯୯୧ ବ୍ୟାଚର ଆଇପିଏସ୍ ଅଫିସର
Read More...

୮ ତାରିଖ ଯାଏ ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ ।

ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ ବିଭାଗର
Read More...

ଆଧାରକେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି

ବାଲିଗୁଡା,୦୬/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ଥିବା ଆଧାର କେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି ହୋଇଥିବା ନେଇ ଆଧାର
Read More...

ବିଡ଼ି ଓ ଖଣି ଶ୍ରମିକ ପିଲାଙ୍କ ପାଇଁ ଛାତ୍ରବୃତ୍ତି ଆବେଦନ

କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ବିଡ଼ି, ସିନେ ଓ ଖଣି (କୋଇଲା ବ୍ୟତୀତ) ଶ୍ରମିକଙ୍କ ପିଲାମାନଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଆଗ୍ରହୀ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରୁ ଯୋଜନା
Read More...

ଏକ ସପ୍ତାହରୁ ଉର୍ଦ୍ଧ ଦିନହେଲା ଜିଓ ନେଟ୍‌ୱର୍କ ସେବା ବାଧାପ୍ରାପ୍ତ

ବାଲିଗୁଡା, ୦୬/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାରେ ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିରହିଛି। ଦୀର୍ଘ
Read More...

ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲା । ଭୁବନେଶ୍ୱରରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ

ବହୁ ଚର୍ଚ୍ଚିତ ନିଟ୍‌ ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌ ସାମ୍ନାକୁ ଆସିଛି । ଏହି ମାମଲାରେ ଭୁବନେଶ଼୍ବରରୁ ଜଣଙ୍କୁ ଗିରିଫ କରିଛି ସବିଆଇ । ଗିରଫ ପରେ ଅଭିଯୁକ୍ତ ସୁଶାନ୍ତଙ୍କୁ ୫ ଦିନିଆ
Read More...

ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ନୂଆଦିଲ୍ଲୀସ୍ଥିତଶିକ୍ଷାମନ୍ତ୍ରୀଙ୍କ ବାସଭବନରେ ପୁଷ୍ପଗୁଚ୍ଛ ଦେଇ ଧର୍ମନ୍ଦ୍ରେ…

ଓଡିଶାର ଗର୍ବ ଗୌରବ, ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରୀ ଶ୍ରୀମାନ ଧର୍ମନ୍ଦ୍ରେ ପ୍ରଧାନଜୀ ଙ୍କୁ ଆଜି ତାଙ୍କର ନୂଆଦିଲ୍ଲୀସ୍ଥିତ ବାସଭବନରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ ଭେଟି
Read More...

ପୁଣି ଚିନ୍ତା ବଢାଇଲା ଆଳୁ ; କେଜି ଛୁଇଁଛି ୬୦

ଆଳୁ ଗଦିରେ ଆଳୁ ସଙ୍କଟ, ପୁଣି ବଢିପାରେ ଆଳୁଦର। ଭୁବନେଶ୍ବର ଆଇଗିଣିଆ ଗଦିରେ ନାହିଁ ପର୍ଯ୍ୟାପ୍ତ ପରିମାଣରେ ଆଳୁ । କଟକ ଛତ୍ରବଜାରକୁ ବି ଆସୁନି ଯଥେଷ୍ଟ ପରିମାଣର ଟ୍ରକ।ଆନନ୍ଦପୁର ଆଳୁ ଗୋଦାମ ମାଲିକମାନେ ନିର୍ଭର
Read More...

ନୂଆ କମିଟି ଗଠନ କଲା ବିଜେଡି

ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ଏହି କମିଟିରେ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ
Read More...