ପୁସ୍ତକର ଶୀର୍ଷକରେ ’ବାଇବେଲ୍‌’ ଲେଖାଥିବାରୁ କରୀନାଙ୍କୁ ମିଳିଲା କୋର୍ଟ ନୋଟିସ୍‌

ବଲିଉଡ ଅଭିନେତ୍ରୀ କରିନା କପୁର ଖାଁଙ୍କ ସମସ୍ୟା ବଢିଛି। ତାଙ୍କ ପୁସ୍ତକର ଟାଇଟଲକୁ ନେଇ ଅଡୁଆରେ ପଡିଛନ୍ତି ଅଭିନେତ୍ରୀ। ବଲିଉଡ ବେବୋ ତାଙ୍କର ପ୍ରେଗ୍ନେସି ଜର୍ନିକୁ ନେଇ ଏକ ପୁସ୍ତକ ଲେଖିଥିଲେ, ଯାହାର ନାମ ଦେଇଥିଲେ
Read More...

ଗୁଜରାଟରୁ ମିଳିଲା ବାସୁକୀ ନାଗର ଜୀବାଶ୍ମ

ଗୁଜରାଟର କଚ୍ଛରୁ ଆଜି ଯାଏ ସବୁଠୁ ଲମ୍ୱା ନାଗ ସାପର ଅବଶେଷ ମିଳିଛି । ଏହି ନାଗ ଟି-ରେକ୍ସରୁ ମଧ୍ୟ ଲମ୍ୱା ଥିଲା । ଏହି ନାଗର ପ୍ରଜାତିର ନାଁ ବାସୁକୀ ଇଣ୍ଡିକସ । ଭାରତୀୟ ପୁରାଣରେ ସମୁଦ୍ର ମନ୍ଥନରେ ବାସୁକୀ ନାଗ କଥା
Read More...

ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତାଙ୍କ ସେଇ ଅଭୁଲା ଦିନ

ପ୍ରଖ୍ୟାତ ଓଡ଼ିଆ ଭଜନ ଗାୟିକା ଶାନ୍ତିଲତା ବାରିକ ଛୋଟରାୟଙ୍କର ପରୋଲକ ହୋଇଛି। ଶାନ୍ତିଲତା ଗତ କିଛିମାସ ହେଲା କର୍ଗଟ ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତବର୍ଷ ସେପ୍ଟେମ୍ବର ୨୩ ତାରିଖରେ
Read More...

ତାଞ୍ଜାନିଆରେ କରିନା କପୁର

କରିନା କପୁର ଖାନ ବର୍ତ୍ତମାନ ତାଙ୍କ ସ୍ବାମୀ ଶୈଫ ଅଲି ଖାନ ଏବଂ ପୁଅ ତୈମୁର ଅଲି ଖାନ ଏବଂ ଜାହାଙ୍ଗୀର ଅଲି ଖାନଙ୍କ ସହ ତାଞ୍ଜାନିଆରେ ଛୁଟି କାଟୁଛନ୍ତି। ପରିବାର କିଛି ଦିନ ପୂର୍ବରୁ ମୁମ୍ବାଇ ଛାଡିଥିଲେ ଏବଂ
Read More...

ଆଜି ରଙ୍ଗର ପର୍ବ ହୋଲି। କଣ ରହିଛି ଏହାର ପୌରାଣିକ ମହତ୍ୱ

ରଙ୍ଗର ପର୍ବ ହୋଲି।ଫାଲ୍ଗୁନ ପୂର୍ଣ୍ଣିମା,ବସନ୍ତର ପୂର୍ଣ୍ଣତା ତଥା ସୌନ୍ଦର୍ଯ୍ୟବୋଧ ପୂର୍ଣ୍ଣତାରେ ପାଳନ ହୁଏ ରଙ୍ଗର ପର୍ବ ହୋଲି।ରଂଗ ହିଁ ତ’ ସୌନ୍ଦର୍ଯ୍ୟର ପ୍ରତିକ।ସେ ରଙ୍ଗ ଋତୁଫୁଲର,ପ୍ରାକୃତିକ ରଂଗ! ପ୍ରୀତି
Read More...

ମହାଶିବରାତ୍ରୀରେ ବାସ୍ତୁଦୋଷରୁ ମୁକ୍ତି ପାଇଁ ଏହି କାମ କରନ୍ତୁ

ମହାଶିବରାତ୍ରୀରେ ଭଗବାନ ଶିବଙ୍କୁ ପବିତ୍ର ମନରେ ଆରାଧନା କଲେ ପ୍ରଭୁକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତେବେ କଣ ନିୟମ ରହିଛି ଯାହା କରିବା ଦ୍ୱରା ଘରେ ସୁଖ ଓ ଶାନ୍ତି ଆସେ ତେବେ ଏହି ପବିତ୍ର ଦିନରେ ଭୋର୍‌ରୁ
Read More...

ମାତ୍ର ୧୦୦ ଟଙ୍କାରେ ଭଲ ହେବ କ୍ୟାନସର ଚିକିତ୍ସା

୧୦୦ ଟଙ୍କାରେ କ୍ୟାନସର ଚିକିତ୍ସା । ମୁମ୍ୱାଇର ଟାଟା ଇନଷ୍ଟିଚ୍ୟୁଟ୍ ଗବେଷଣାରେ ଦାବି । କେମୋ ଥେରାପି ବଦଳରେ ରାମବାଣ ସାଜିବ ବଟିକା । ମୁମ୍ବାଇର ଟାଟା ମେମୋରିଆଲ ହସ୍ପିଟାଲ, ଭାରତର ସବୁଠୁ ବଡ ଏବଂ ସର୍ବୋତ୍ତମ
Read More...

ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ହୋଇଛି

ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସଙ୍କ ମୁମ୍ବାଇଠାରେ ପରଲୋକ ହୋଇଛି। କିଛିଦିନ ହେବା ଅସୁସ୍ଥ ଥିବା ଏହି ଗଜଲ ଗାୟକଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଥିବା ସୂଚନା ମିଳିଛି। ପଙ୍କଜ ଉଧାସଙ୍କ ପରଲୋକ ନେଇ ତାଙ୍କ ଝିଅ ନାୟାବ
Read More...

‘Bhool Bhulaiyaa 3’ରେ କାର୍ତ୍ତିକଙ୍କ ସହ ରୋମାନ୍ସ କରିବେ ତୃପ୍ତି

ଫିଲ୍ମ ଭୁଲ ଭୁଲେୟାର ଉଭୟ ପାର୍ଟର ଲୋକପ୍ରିୟତା ଦେଖି ନିର୍ମାତା ଭୁଲ ଭୁଲେୟା ୩ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେଁ କାର୍ତ୍ତିକ ଆର୍ଯ୍ୟନ ଏବଂ ବିଦ୍ୟା ବାଲାନଙ୍କ ନାମ ଷ୍ଟାର କାଷ୍ଟରେ ନିଶ୍ଚିତ
Read More...

ହୋଇପରେ ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ!

କଟକ ବାଟବାଟୀ ଷ୍ଟାଡିମୟକୁ ମିଳିପାରେ ଚଳିତ ବର୍ଷ ଆଇପିଏଲ ମ୍ୟାଚ୍ । ବାରବାଟୀ ଷ୍ଟାଡିୟମରେ ଆପିଏଏଲ୍ ମ୍ୟାଚ୍ ଆୟୋଜନ ନେଇ ଖବର ସରବହାର ସଂସ୍ଥା ଏଏନଆଇ ସୂତ୍ରରୁ ଜଣାପଡ଼ିଛି । ବିଗତ ଦିନରେ ମଧ୍ୟ ଏଠାରେ ଆଇପିଏଲ
Read More...

ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କ ଘରେ ପୁଣି ହସ ଫୁଟୁଛି।

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କ ଘରେ ପୁଣି ହସ ଫୁଟୁଛି। ଏହି ଦମ୍ପତି ସେମାନଙ୍କର ଦ୍ୱିତୀୟ ସନ୍ତାନକୁ ସ୍ବାଗତ କରିଛନ୍ତି। ଉଭୟଙ୍କ ଔରସରୁ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି।
Read More...

ଅଭିନେତା ରିତୁରାଜ ସିଂଙ୍କ ପରଲୋକ

ଲୋକପ୍ରିୟ ଟେଲି ଅଭିନେତା ଋତୁରାଜ ସିଂହ(୫୯)ଙ୍କ ପରଲୋକ ଘଟିଛି। ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବର୍ତ୍ତମାନର ଲୋକପ୍ରିୟ ଟେଲିଭିଜନ ଶୋ ଅନୁପମାରେ ରିତୁରାଜ ସିଂଙ୍କୁ
Read More...

 ବରୁଣ ଧାୱନ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। 

ବରୁଣ ଧାୱନ ଏବଂ ନତାଶା ଦଲାଲ୍‌ ଖୁବ୍‌ ଶୀଘ୍ର ପିତାମାତା ହେବାକୁ ଯାଉଛନ୍ତି। ଦମ୍ପତିଙ୍କ ଘରକୁ କୁନି ଅତିଥି ଆସିବାକୁ ଯାଉଛି। ଏକ ପଟୋ ସେୟାର କରି ବରୁଣ ଏହା ପ୍ରକାଶ କରିଛନ୍ତି। ଅଭିନେତା ନିଜେ ତାଙ୍କ ପ୍ରଶଂସକଙ୍କୁ
Read More...

ଆଜିର ରାଶିଫଳ(୧୯ ଫେବ୍ରୁଆରୀ,୨୦୨୪)

*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ
Read More...

ଆଜିର ରାଶିଫଳ(୧୫ ଫେବ୍ରୁଆରୀ,୨୦୨୪)

*ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ
Read More...

ଆଜିର ରାଶିଫଳ(୧୩ ଫେବ୍ରୁଆରୀ,୨୦୨୪)

*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ
Read More...