ସ୍ଲିପର କୋଚ୍‌ ବସ୍‌ରେ ପାଣି ଟାଙ୍କି ଲାଗିବା ବାଧ୍ୟତାମୂଳକ !

ଏଣିକି ବସ୍‌ରେ ଲାଗିବ ପାଣି ଟାଙ୍କି । ଏହା ବାଧ୍ୟତା ମୂଳକ । ଏଭଳି କହିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଗତ କିଛିଦିନ ମଧ୍ୟରେ ରାଜ୍ୟରେ ବାରମ୍ବାର ସ୍ଲିପର କୋଚ ବସରେ ଆଗ୍ନିକଣ୍ଡ ଘଟି ଅନେକ କ୍ଷୟଖଟି ଘଟିବ
Read More...

ଆଜିଠୁ ଏକ ମାସ ଯାଏଁ ଆକାଶରେ ଝଲସିବ ବୃହସ୍ପତି

ମହାକାଶ ବିଜ୍ଞାନ ପ୍ରେମୀଙ୍କ ପାଇଁ ଏକ ବିରଳ ତଥା ଚିତ୍ତାକର୍ଷକ ଖବର । ଆଜିଠାରୁ ଆକାଶରେ ସୌର୍ଯ୍ୟମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ 'ବୃହସ୍ପତି' ଅଧିକ ଉଜ୍ଜ୍ବଳ ଓ ବଡ଼ ଦେଖାଯିବ ।ବୃହସ୍ପତିକୁ ଚିହ୍ନଟ କରିବା
Read More...

ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା । ଶୀତ ଦାଉରୁ ରକ୍ଷା ପାଇବେ ରାଜ୍ୟବାସୀ । ଆସନ୍ତା ୨୪ ଘଣ୍ଟା କଟକ, ଖୋର୍ଦ୍ଧା, ଜଗତସିଂହପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ଜାରି
Read More...

୭ ଦିନ ଅନୁପସ୍ଥିତ ରହିଲେ ଛାତ୍ରଛାତ୍ରୀଙ୍କ ଘରକୁ ଯିବେ ଶିକ୍ଷକ

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ
Read More...

ପ୍ରଶାସନିକ ସ୍ତରରେ ହେବ ବଡ଼ ସଂସ୍କାର: ପ୍ରତି ମାସରେ କରିବେ ସରକାରୀ କାମର ସମୀକ୍ଷା

ପ୍ରଶାସନିକ ସ୍ତରରେ ବଡ଼ ସଂସ୍କାର ଲାଗି ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବଡ଼ ପଦକ୍ଷେପ । ପ୍ରତି ମାସ ୧୬ ତାରିଖରେ ଜିଲ୍ଲାପାଳ ମାନଙ୍କୁ ନେଇ ବସିବ ଉଚ୍ଚ ସ୍ତରୀୟ ବୈଠକ । ଛୁଟି ଦିନ ଓ ସୋମବାର ବାଦ୍ ଏହି ବୈଠକ ସବୁ
Read More...

ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ପାରିତ ହୋଇଛି ୮ଟି ବିଭାଗର ୧୧ଟି ପ୍ରସ୍ତାବ । ଶିଳ୍ପ ବିଭାଗ, ଗୃହ ବିଭାଗ, ଦକ୍ଷତା ବିକାଶ ଓ
Read More...

PUCC ନୀତିରେ ଅବ୍ୟବସ୍ଥା; ବିଜେପି ସରକାରକୁ ଘେରିଲେ ନବୀନ

ପିୟୁସି ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥା ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିଜେପି ସରକାରଙ୍କ ଦ୍ୱାରା ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍‌ କାର୍ଯ୍ୟକାରୀ କରିବାରେ
Read More...

କମିବନି ଭକ୍ତନିବାସ ପାର୍କିଂ ଫି-ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନେକ
Read More...

ଜଙ୍ଗଲରୁ ଯୁବକଙ୍କ ଦରପୋଡ଼ା ଶବ ଜବତ :ହତ୍ୟା ସନ୍ଦେହ : ତଦନ୍ତ ଅବ୍ୟାହତ

ବାଲିଗୁଡା, ତା, ୦୮/୦୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ
Read More...

ଲୋକକଳାର ମହାକୁମ୍ଭ: ଥୁଆମୂଳ ରାମପୁରରେ ୨୮ତମ ‘କଳାହାଣ୍ଡି ଉତ୍ସବ-ଘୁମୁରା’ ଉଦ୍‌ଯାପିତ

ଥୁଆମୂଳ ରାମପୁର, ୮ା୧ (ଦୁର୍ଗା କୀର୍ତ୍ତି):ସ୍ଥାନୀୟ ବାବା ଖଣ୍ଡୁଆଳ ଖେଳ ପଡ଼ିଆ ଠାରେ ମହାସମାରୋହରେ ଅନୁଷ୍ଠିତ ୨୮ତମ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬’ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ବ୍ଲକ
Read More...

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ମିଳିବ ୨୫ ହଜାର ଟଙ୍କା

କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ପରିବହନ ମନ୍ତ୍ରୀମାନଙ୍କର ଏକ ଜାତୀୟ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବହୁତ ଜଲଦି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ କ୍ୟାସ ଲେସ
Read More...

ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର-ପଞ୍ଚାୟତିରାଜ ମନ୍ତ୍ରୀ

ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ୩୪
Read More...

ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ

ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି
Read More...

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଉଦଯାପିତ

ବାଲିଗୁଡା, ତା, ୦୭/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ମହାସମାରୋହରେ
Read More...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମହିଳା ଓ ଶିଶୁ ବିକାଶ ବିଭାଗ ସହ ଉତ୍କଳିକାର ବୁଝାମଣାପତ୍ର ସ୍ବାକ୍ଷରିତ

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ। ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ।ଏହି ବୁଝାମଣାପତ୍ର ମାଧ୍ୟମରେ ଉତ୍କଳିକା ମୁଖ୍ୟମନ୍ତ୍ରୀ କନ୍ୟା
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡା, ତା, ୦୭/୦୧ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ
Read More...