ଏଣିକି ଗୋଟିଏ ରାଜସ୍ଵ ଆଇନ୍ : ରାଜସ୍ଵ ମନ୍ତ୍ରୀ

ଏଣିକି ଓଡିଶାରେ ରହିବ କେବଳ ଗୋଟିଏ ରାଜସ୍ଵ ଆଇନ୍। ପୁରୀରେ ସମୀକ୍ଷା ବୈଠକ ପରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସରକାର ଅଧ୍ୟୟନ କରୁଛନ୍ତି, ପ୍ରସ୍ତୁତି ଆରମ୍ଭ ହୋଇଛି। ଅନେକ ଜଟିଳ ଆଇନ୍ ଅଛି,
Read More...

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା

ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ୧ମ ପର୍ଯାୟରେ ୩୮ଟି
Read More...

ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ

ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶଶିକା ଜାରି କରାଯାଇଛି । ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡି କର୍ମୀ । ଏଥିପାଇଁ
Read More...

ଭୁବନେଶ୍ୱର ୟୁନିଟ ୪ ଅଞ୍ଚଳରେ ସେକ୍ସ ରାକେଟ୍ ଠାବ, ନାବାଳିକା ଉଦ୍ଧାର

ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ଅଞ୍ଚଳରେ ଦେହ ବ୍ୟବସାୟରେ ଫସାଇବାକୁ ଉଦ୍ୟମ କରାଯାଉଥିବା ଜଣେ ନାବାଳିକାଙ୍କୁ ବୁଧବାର ଖାରବେଳ ନଗର ପୋଲିସ ଏକ ହୋଟେଲରୁ ଉଦ୍ଧାର କରିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଅଟକ
Read More...

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବ

ଶୀତରେ ଥରୁଛି ସାରା ରାଜ୍ୟ । ରାତି ଯେତିକି ବଢୁଛି ପାରଦ ସେତିକି ଖସୁଛି । ପୂର୍ବରୁ ପଶ୍ଚିମ - ଉତ୍ତରରୁ ଦକ୍ଷିଣ ସବୁଠି ହାଡ଼ଭଙ୍ଗା ଶୀତର ପ୍ରକୋପ ଅନୁଭୂତ ହେଉଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ
Read More...

କନ୍ଧମାଳ ରେ ଠକେଇ ରାଜଧାନୀ ରୁ ଗିରଫ :ଠକେଇ ଅଭିଯୋଗରେ କମ୍ପାନୀ କର୍ମଚାରୀ ଗିରଫ

କନ୍ଧମାଳ, ତା, ୧୨/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ଠକେଇ ଅଭିଯୋଗରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ୍ ଥାନା ପୋଲିସ୍ ଜଣେ ବ୍ୟବସାୟୀ ଙ୍କୁ ଗିରଫ କରିଛି ।ଗିରଫ ବ୍ୟକ୍ତି ଜଣକ ସୁଧୀର କୁମାର ତ୍ରିପାଠୀ ( ୪୫) ଘର
Read More...

ଓପନ୍ ନେସନାଲ୍ ତାଇକୋଣ୍ଡୋରେ ଥୁଆମୂଳ ରାମପୁରର କୁନି ଝିଅ ଚମ୍ପିୟାନ I

ଥୁଆମୂଳ ରାମପୁର ୧୨/୧୧(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଥୁଆମୂଳ ରାମପୁର ବ୍ଲକର ଜାମଗୁଡା ଗ୍ରାମର ଖଗେଶ୍ବର ନାଏକଙ୍କ ଝିଅ ପ୍ରୟାସୀ ନାଏକ। ଗତ ୮ ଓ ୯ ତାରିଖ ନଭେମ୍ବର ରେ
Read More...

ଥୁଆମୂଳ ରାମପୁର ବ୍ଲକ ରାଜମିସ୍ତ୍ରୀ ସଂଘ ପକ୍ଷରୁପଞ୍ଚାୟତ ସ୍ତରୀୟ ନୂତନ କମିଟି ଗଠନ ଓ ନୂତନ କର୍ମକର୍ତ୍ତା ଚୟନ l

ଥୁଆମୂଳ ରାମପୁର,୧୨/୧୧-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମାଳିଗାଁ ଗ୍ରାମପଞ୍ଚାୟତ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ମଙ୍ଗଳବାର ମାଁ ମାଣିକେଶ୍ବରୀ ଜିଲ୍ଲା
Read More...

ତହସିଲଦାରଙ୍କୁ ମିଳିଲା ପୁରୁଣା କବଲା ସଂଶୋଧନ କ୍ଷମତା

ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍‌ମେଣ୍ଟ ରୁଲ୍‌ସରେ
Read More...

ଆଗାମୀ ୨୪ ଘଣ୍ଟାରେ ୨ ରୁ ୩ ଡିଗ୍ରୀ ଖସିବ ରାତି ତାପମାତ୍ରା। ଥରିବ ସାରା ଓଡ଼ିଶା

ଜାଡ଼ରେ ଥରୁଛି ଓଡ଼ିଶା । ତଳମୁହାଁ ହେଉଛି ତାପମାତ୍ରା । ଆଗାମୀ ୨୪ ଘଣ୍ଟାରେ ୨ ରୁ ୩ ଡିଗ୍ରୀ ଖସିବ ରାତି ତାପମାତ୍ରା। ଥରିବ ସାରା ଓଡ଼ିଶା। ତେବେ ୩ଟି ଜିଲ୍ଲାକୁ ଶୀତ ଲହରୀ ଚେତାବନୀ ଦିଆଯାଇଛି। ଝାରସୁଗୁଡ଼ା,
Read More...

ଯାତ୍ରା ପେଣ୍ଡାଲ ଉପରକୁ ଚେୟାର ଫିଙ୍ଗିଲେ, ମଞ୍ଚ ଉପରେ ଚଢ଼ି ହିରୋକୁ ମଧ୍ୟ ପିଟିଲେ

ଯାତ୍ରା କଳାକାରଙ୍କ ଅଭିନୟକୁ ସତ ମାନି ନେଲେ ଦର୍ଶକ । ଅଭିନୟ ଏତେ ଜୀବନ୍ତ ଥିଲା ଯେ, ରାଗ ତମତମ ଦର୍ଶକ ଷ୍ଟେଜ୍ ଉପରକୁ ଚେୟାର ଫିଙ୍ଗିବା ସହ ଉପରକୁ ଉଠି ଆସି ମାରିଲେ ଚାପୁଡା । ଏମିତି ଘଟଣା ଘଟିଛି ଭଦ୍ରକ
Read More...

ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା

ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ମକର
Read More...

ଇଭିଏମରେ ସିଲ୍‌ ହେଲା ପ୍ରାର୍ଥୀଙ୍କ ଭାଗ୍ୟ । ୧୪ରେ ଗଣତି

ନୂଆ ନେତା ପ୍ରତୀକ୍ଷାରେ ନୂଆପଡ଼ା । ୧୪ ତାରିଖ ଗଣନାକୁ ଏବେ ସମସ୍ତଙ୍କ ପ୍ରତୀକ୍ଷା ।ଇଭିଏମରେ ୧୪ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଛି । ଗଣତନ୍ତ୍ରର ଏହି ପର୍ବରେ ନୂଆପଡ଼ାବାସୀ ଉତ୍ସାହର ସହ ନିଜର ମତାଧିକାର ସାବ୍ୟସ୍ତ
Read More...

ଆଜି ପ୍ରଥମାଷ୍ଟାମୀ

ଆଜି ମାର୍ଗଶୀର କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହାକୁ ପ୍ରଥମାଷ୍ଟମୀ ତଥା ପୋଢ଼ୁଆଁ ଅଷ୍ଟମୀ ବୋଲି କୁହାଯାଏ। ଉତ୍କଳର ପ୍ରତି ଓଡ଼ିଆ ଘରେ ଜ୍ୟେଷ୍ଠ ମାନଙ୍କୁ ପଢ଼ୁଆଁ କରାଯାଇଥାଏ। ଏହି ଅବସରରେ ଘରେ ଘରେ ପିଠାପଣା ହେବ।
Read More...

ଡିସେମ୍ବର ୧୭ ରେ ପରବର୍ତ୍ତୀ ଓଟିଇଟି

ଓଡିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଉଭୟ ଇନ ସର୍ଭିସ ଶିକ୍ଷକ ଓ ଆଶାୟୀ ପ୍ରାର୍ଥୀଙ୍କ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଏଥିପାଇଁ
Read More...

ନୂଆପଡ଼ା ଉପନିର୍ବାଚନ:ସନ୍ଧ୍ୟା ୫ଟା ସୁଦ୍ଧା ୭୫ .୩୧% ମତଦାନ

ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ଜାରି ରହିଛି। ନୂଆପଡାର ଅଭୟାରଣ୍ୟ ଗାଁ ସୁନାବେଡାରୁ ଫେରିଲେ ପୋଲିଂ ଟିମ୍। ଭୋଟିଂ ଶେଷ କରିବା ପରେ ବାୟୁସେନା ହେଲିକପ୍ଟରରେ ଫେରିଛନ୍ତି । ୮ଟି ସମ୍ବେଦନଶୀଳ
Read More...