ପୀତବାସ ପଣ୍ଡା ହତ୍ୟା ମାମଲାର ମାଷ୍ଟର ମାଇଣ୍ଡ ପିଣ୍ଟୁ ଦାସ ଫୁଲବାଣୀ ଜେଲରେ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

କନ୍ଧମାଳ, ତା, ୩୧/୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳ ର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ
Read More...

ବ୍ରାହ୍ମଣୀଗାଁ ଥାନାର ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରା ଦଣ୍ଡାଦେଶ

କନ୍ଧମାଳ, ତା, ୦୧/୧୧ (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୮ ବର୍ଷୀୟା ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି
Read More...

ଥୁଆମୂଳ ରାମପୁର ପୋଲିସ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ମହାସମାରୋହରେ ପାଳିତ I

ଥୁଆମୂଳ ରାମପୁର,୩୧/୧୦-(ଦୁର୍ଗା କୀର୍ତ୍ତି):- ଆଧୁନିକ ଭାରତର ନିର୍ମାତା, ଭାରତର ପ୍ରଥମ ଉପ- ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୦୫ ତମ ଜନ୍ମ ଜୟନ୍ତୀ ଅବସରରେ ଓଡିଶା ପୋଲିସ
Read More...

ସରିବାକୁ ଯାଉଛି ଡେଡ୍‌ଲାଇନ। ଇ-କେୱାଇସି କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ

ସରିବାକୁ ଯାଉଛି ଡେଡ୍‌ଲାଇନ। ଇ-କେୱାଇସି କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ। କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଯାତ୍ରା ଆଜି ଅକ୍ଟୋବର ମାସ ଶେଷ ହେଉଛି।
Read More...

ପୁଣି ଭିଜାଇବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ

ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଅନ୍ୟପଟେ କେନ୍ଦ୍ରେୀୟ
Read More...

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ । ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରବାତୀ ପରିଡା । ଆଚରଣ ବିଧି ଲାଗିଥିବା ଅଂଚଳକୁ ଛାଡି ଅନ୍ୟ ସବୁ
Read More...

୨ରୁ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବ, ବଢ଼ିବ ଜାଡ଼ର ପ୍ରକୋପ

ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ରାତି ତାପମାତ୍ରା ପ୍ରାୟ
Read More...

ପଞ୍ଚୁକ ସମୟରେ ସମସ୍ତ ହବିଷ୍ୟାଳିଙ୍କ ସମେତ ଭକ୍ତମାନଙ୍କୁ ମାଗଣାରେ ମିଳିବ ମହାପ୍ରସାଦ

ପଞ୍ଚୁକର ପ୍ରଥମ ତିନିଦିନ କେବଳ ବାହାର କାଠରୁ ଶ୍ରୀଜୀଉଙ୍କ ଦର୍ଶନ କରି ପାରିବେ ଶ୍ରଦ୍ଧାଳୁ । କେବଳ କାର୍ତ୍ତିକ ପୂର୍ଣ୍ଣମୀରେ ଭିତର କାଠ ଦର୍ଶନ ସୁଯୋଗ ମିଳିବ । ଭିଡ଼ ଭିତରେ ନିଖୋଜ ଭକ୍ତମାନଙ୍କୁ ଖୋଜି ପାଇବା ଲାଗି
Read More...

ପୁଲିସ ଏସ୍‌ଆଇ ଜାଲିଆତି ମାମଲା: ତଦନ୍ତ କରିବ ସିବିଆଇ

ପୁଲିସ୍ ଏସଆଇ ପରୀକ୍ଷା କେଳେଙ୍କରି ମାମଲା ସିବିଆଇକୁ ହସ୍ତାନ୍ତର ପ୍ରସଙ୍ଗରେ କ୍ରାଇମ ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏହା ପଛରେ ବଡ଼ ନେଟୱର୍କ ରହିଛି। ଯେହେତୁ ସିବିଆଇ
Read More...

ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନର ମୁଖ୍ୟ ବିଚାରପତି ବି.ଆର୍‌. ଗୱାଇଙ୍କ ସ୍ଥାନରେ ୨୪ ନଭେମ୍ବର ୨୦୨୫ରୁ ଦାୟିତ୍ୱ ଗ୍ରହଣ
Read More...

ଫେବ୍ରୁଆରୀ ୧୭ରୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି । CBSE ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୭ ଫେବୃଆରୀ ୨୦୨୬ରୁ ଆରମ୍ଭ ହେବ । ଦଶମ ଶ୍ରେଣୀ ପରୀକ୍ଷା ୧୭
Read More...

ଓଡ଼ିଶାରେ ହେବ ୯୨ ଟି ରେଳ ଓଭର୍‌ବ୍ରିଜ୍

ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ
Read More...

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ବାଲିଗୁଡ଼ା, ତା, ୩୦/୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର
Read More...

ନୂଆପଡା ଉପନିର୍ବାଚନରେ ବିଜେଡିର ବିଜୟ ସୁନିଶ୍ଚିତ: ଅରୁଣ ସାହୁ

ନୂଆପଡା ଉପନିର୍ବାଚନରେ ବିଜୁ ଜନତା ଦଳର ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ଉପସଭାପତି ତଥା ବିଧାୟକ ଡ଼. ଅରୁଣ ସାହୁ । ଗତ ୨୫ ବର୍ଷରେ ହୋଇଥିବା ଉପନିର୍ବାଚନ ଗୁଡିକରେ ୯୦ ପ୍ରତିଶତ ସଫଳତା
Read More...

ବ୍ୟାଘ୍ର ଗଣନାରେ ସାମିଲ ହେବେ ୫୦ ଶିକ୍ଷାନୁଷ୍ଠାନର ୪୬ ଛାତ୍ରଛାତ୍ରୀ

ଆସନ୍ତା ନଭେମ୍ବର 6ରୁ ଆରମ୍ଭ ହେବାକୁ ହେବାକୁ ଯାଉଛି 2025-26 ପାଇଁ ବ୍ୟାଘ୍ର ଗଣନା । ଏହି ବ୍ୟାଘ୍ର ଗଣନାରେ ବରଗଡ଼ ଜିଲ୍ଲାର ଡୁଙ୍ଗରି କଲେଜ, କମଗାଁ କଲେଜ ଓ ଲଖନପୁର ହାଇସ୍କୁଲର 46 ଜଣ ଛାତ୍ରଛାତ୍ରୀ ଡେବ୍ରିଗଡ଼ରେ
Read More...

ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର

ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର । କଲେଜ ଓ ବିଶ୍ୱ ବିଦ୍ୟାଳୟର ଜଣେ ଅଧ୍ୟାପକ/ ଅଧ୍ୟାପିକାଙ୍କୁ ଦିଆଯିବ ଦାୟିତ୍ୱ । କ୍ୟାମ୍ପସକୁ ନିଶାମୁକ୍ତ କରିବାକୁ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା
Read More...