ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ

ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ
Read More...

ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର- ରାଜସ୍ବ ମନ୍ତ୍ରୀ

ଜମିର ସଠିକ ପରିଚାଳନା ଏବଂ ଆଗାମୀ ଶହେ ବର୍ଷ ପାଇଁ ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର।ସରକାରୀ ଜମିର ହୋଇପାରିବନି ଦୁରୁପଯୋଗ । ଲିଜ ନେଇ ଜମିର ଦୁରୁପଯୋଗ କରିଥିଲେ ହେବ କାର୍ଯ୍ୟାନୁଷ୍ଠାନ ।
Read More...

ଓଡିଶାରେ ଏପ୍ରିଲ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା

ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍‌ ୧୬ରୁ ମେ ୧୫
Read More...

ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ

ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ। ଅବସରପ୍ରାପ୍ତ ଏଏସ୍‌ଆଇ/ଏସ୍‌ଆଇ/ଇନ୍ସିପେକ୍ଟରଙ୍କୁ ଏହି ନିଯୁକ୍ତି ମିଳିବ । ସେମାନେ ସ୍ପେସାଲ୍‌ ପୁଲିସ ଅଫିସର୍‌(ଏସ୍‌ପିଓ) ଭାବେ କାର୍ଯ୍ୟ କରିବେ
Read More...

ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ
Read More...

ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ

ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ
Read More...

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ

କୋଟି କୋଟି ଓଡ଼ିଆଙ୍କ ଭାବାବେଗ ସହ ଖେଳ। ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ। ଏପରିକି ଏହି ସବୁ ଫଟୋ ଓ ଭିଡିଓରେ ପରମ୍ପରା ବିରୋଧୀ ଦୃଶ୍ୟ ସବୁ ସ୍ଥାନ ପାଇଛି। ଯାହାକୁ ନେଇ ଭକ୍ତଙ୍କ
Read More...

କମିଲା ଶୀତ:ଆଗାମୀ କିଛି ଦିନ ମଧ୍ୟରେ ପାରଦ ପ୍ରାୟ ୫ ଡିଗ୍ରୀ ବୃଦ୍ଧି ପାଇବ

ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ରାତିର ତାପମାତ୍ରା ୩୦ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ
Read More...

ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ

ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ । ଆସିଛନ୍ତି ଦେଶ ଓ ଵିଦେଶର ମୋଟ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ପକ୍ଷୀ । ଚଳିତ ବର୍ଷ ପ୍ଲେନ ମାର୍ଟିନ ଏବଂ ବେଙ୍ଗଲ ବୁଶ ଲାର୍କ
Read More...

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ,
Read More...

ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ବିଭୂତି ଭୂଷଣ ଜେନା

ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ
Read More...

ରେକର୍ଡ ଭାଙ୍ଗିଲା ସୁନା, ରୁପା କିଲୋ ୩ ଲକ୍ଷ ଟପିଲା

ସୁନା ଏବଂ ରୂପା ମୂଲ୍ୟ ହ୍ରାସ ସମ୍ପର୍କରେ ସମସ୍ତ ପୂର୍ବାନୁମାନ ଭୁଲ ପ୍ରମାଣିତ ହେଉଥିବା ପରି ମନେ ହେଉଛି। ରୁପା କିଲୋ ୩ ଲକ୍ଷ ଟପିଲା । ସୁନା ୨୪ କ୍ୟାରେଟ୍ ଦେଢ଼ ଲକ୍ଷ ମୁହାଁ । ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ
Read More...

ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ“ଜନଅଭିଯୋଗ ଶୁଣାଣି” ବନ୍ଦ ରହିବ

ଆସନ୍ତା ସୋମବାର ଜାନୁଆରୀ ୧୯ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ“ଜନଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର‘ଜନଅଭିଯୋଗ ଶୁଣାଣି’ବନ୍ଦ ରହିବ l
Read More...

ଆସନ୍ତା ବର୍ଷ ଜାନୁଆରୀ, ଫେବ୍ରୁଆରୀରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ

ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି ।ପଞ୍ଚାୟତ ଓ ପୌର
Read More...

ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ

ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ । ଆଜି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶୁଶାନ୍ତ ବିଶ୍ୱାଳ । ମୁମ୍ବାଇ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତି ବେଳେ ମୃତ୍ୟୁ
Read More...

ଆସନ୍ତା ଶିକ୍ଷାବର୍ଷରୁ ନୂଆ ଢାଞ୍ଚାରେ ପାଠପଢା : ପଞ୍ଚମ ଯାଏ ମାତୃଭାଷାରେ ଶିକ୍ଷାଦାନ

ଆସନ୍ତା ଶିକ୍ଷାବର୍ଷ(୨୦୨୬-୨୭)ରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରାଯିବ । ଓଡ଼ିଶା ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା(ଓଏସ୍ସିଏଫ୍) ଉପରେ ଆଧାରିତ ହେବ । ନୂତନ ଯୁଗ ପ୍ରଯୁକ୍ତିବିଦ୍ୟା ବ୍ୟବହାର
Read More...