ଆଦି କର୍ମଯୋଗୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ I

ଥୁଆମୂଳ ରାମପୁର,୧୮/୦୯-(ଦୁର୍ଗା କୀର୍ତ୍ତି):- ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଶଭାଗୃହ ଠାରେ ଗୁରୁବାର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୃବଚରଣ ମୁଦୁଲିଙ୍କ ତତ୍ବାବଧାନରେ ଧର୍ମ ଆବା ଜନ ଭଗୀଧାରୀ ଅଭିୟାନଙ୍କ ଅଧିନରେ
Read More...

ବିଶ୍ଵକର୍ମା ପୂଜା ପାଇଁ ଗାଁ ଠୁଁ ସହର ଉତ୍ସବ ମୁଖର ।

ଥୁଆମୂଳ ରାମପୁର,୧୮/୦୯-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ର ବିଭିନ୍ନ ସ୍ଥାନରେ ଶନିବାର ଦିନ ପବିତ୍ର କନ୍ୟା ସଂକ୍ରାନ୍ତି ଏକାଦଶୀ ତିଥିରେ ଦେବଶିଳ୍ପୀ ବିଶ୍ଵକର୍ମା ଙ୍କ ପୂଜା ଧୁମ
Read More...

କଳିଙ୍ଗା ଘାଟିରେ ଭୂ-ସ୍ଖଳନ ଘଟଣା: ମରାମତି କାମ ପରିଦର୍ଶନ କଲେ କନ୍ଧମାଳ ଜିଲାପାଳ

ବାଲିଗୁଡା, ତା, ୧୮/୦୯ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା
Read More...

ସାର କଳାବଜାରୀ ହେଉଥିବା ମାନିଲେ ମନ୍ତ୍ରୀ କିନ୍ତୁ ଚାଷୀ ଅସନ୍ତୋଷ

ରାଜ୍ୟରେ ସାର କଳାବଜାରୀ ହେଉଥିବା ମାନିଲେ ବିଭାଗୀୟ ମନ୍ତ୍ରୀ । ଜାଣିଶୁଣି କିଛି ଲୋକ କଳାବଜାରୀ କରୁଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି | ରାଜ୍ୟରେ ଆବଶ୍ୟକ ପରିମାଣର ସାର ଅଛି । ଖୁବଶୀଘ୍ର
Read More...

ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ। ସମର୍ଥନ ଜଣାଇନି ବିଜେଡି

ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ । ଅନାସ୍ଥା ପ୍ରସ୍ତାବ ରଖି ବାଚସ୍ପତିଙ୍କୁ ଚିଠି ଦେଲା କଂଗ୍ରେସ ।୧୫ ବିଧାୟକଙ୍କ ସମର୍ଥନ ଥିବା କଂଗ୍ରେସ ଦାବି କରିଛି । ଅନ୍ୟପଟେ ବିଜେଡି କିନ୍ତୁ
Read More...

ଆବାସ ହିତାଧିକାରୀଙ୍କୁ ମାଗଣାରେ ବାଲି ଦେବା ଉପରେ ନିଷ୍ପତି ନେବେ

ଆବାସ ହିତାଧିକାରୀଙ୍କୁ ମାଗଣାରେ ବାଲି ଯୋଗାଇବେ ସରକାର । ଏହା ଉପରେ ଖୁବଶୀଘ୍ର ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଏନେଇ ଖଣି ମନ୍ତ୍ରୀ ବିଭୂତି ଜେନା କହିଛନ୍ତି । ଆହୁରି କହିଛନ୍ତି, ବାଲି ମାଫିଆଙ୍କୁ ନିସ୍ତାର
Read More...

ଆଜି ହେଉଛି ବିଶ୍ୱ ବାଉଁଶ ଦିବସ

ବାଉଁଶର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ସେପ୍ଟେମ୍ବର ୧୮ରେ ‘ବିଶ୍ୱ ବାଉଁଶ ଦିବସ’ ପାଳନ କରାଯାଏ । ବାଉଁଶ ହେଉଛି ଏକ ନିଆରା ଘାସ ଜାତୀୟ ଉଦ୍ଭିଦ ଯାହା ଶୀଘ୍ର ବଢିଥାଏ ଏବଂ ଅନେକ ଉପାୟରେ ବ୍ୟବହାର
Read More...

୬୦ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ

୬୦ ବର୍ଷ ହୋଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ। ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି
Read More...

ଝଡ଼ ବର୍ଷା ରେ କଳିଙ୍ଗା ଘାଟିରେ ଭୁସ୍ଖଳନ; ଯାନବାହାନ ଯାତାୟାତ ରେ ଠପ…

କନ୍ଧମାଳ,ତା,୧୭/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ-ଗଞ୍ଜାମ ଜିଲ୍ଲା ସୀମାନ୍ତ କଳିଙ୍ଗା ଘାଟିରେ ଭୁସ୍ଖଳନ ଘଟି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଘାଟି ପାଦଦେଶରୁ ପ୍ରାୟ ତିନି କିଲୋମିଟର ଉପରକୁ ବଡ ବଡ
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ

ବାଲିଗୁଡ଼ା, ତା, ୧୭/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି
Read More...

ମା’ ଦୁର୍ଗାଦେବୀଙ୍କ ପୀଠରେ ଶୁଭ ଖୁଣ୍ଟି ସ୍ଥାପନ : ସପ୍ତମୀ ଠାରୁ ପୂଜା ଆରମ୍ଭ ପାଇଁ ବ୍ୟାପକ ପ୍ରସ୍ତୁତି

ବାଲିଗୁଡା, ତା, ୧୭/୦୯: (ସଞ୍ଜୟ କୁମାର ଓ଼ ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ମା' ଦୁର୍ଗା ଦେବୀ ଙ୍କ ପୀଠ ରେ ଶାରଦୀୟ ଦୁର୍ଗାପୂଜା ଖୁବ ଯାକ ଯାକମକ ରେ ପାଳନ କରିବା ନେଇ ନିଷ୍ପତ୍ତି ହେବା
Read More...

ଥୁଆମୂଳ ରାମପୁର ବ୍ଲକ୍ : “ଏକ୍ ପେଡ୍ ମା କେ ନାମ – ୨.୦”ସାମୁହିକ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ I

ଥୁଆମୂଳ ରାମପୁର, ୧୭/୦୯-(ଦୁର୍ଗା କୀର୍ତ୍ତି):- ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଏକ ପେଡ ମାଁ' କେ ନାମ୍ - ୨.୦ କାର୍ଯ୍ୟକ୍ରମ ୧୭ ସେପ୍ଟେମ୍ବର ୨୦୨୫ ରେ ସାରା ରାଜ୍ଯ ବ୍ଯାପୀ ୭୫ ଲକ୍ଷ ଚାରା ରୋପଣ ଅଭିଯାନ
Read More...

ସୁଭଦ୍ରା ସାଥେ ସମୃଦ୍ଧିର ପଥେ : ସୁଭଦ୍ରାର ପ୍ରଥମ ବର୍ଷ ପୁର୍ତ୍ତି ସମାରୋ ପାଳିତ

ଥୁଆମୂଳ ରାମପୁର,୧୭/୦୯-(ଦୁର୍ଗା କୀର୍ତ୍ତି):- ରାଜ୍ଯ ସରକାରଙ୍କ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସାମିଲ କରି ସେଥିରେ ଯୋଗ୍ଯ ହିତାଧିକାରୀ ମାନଙ୍କୁ ସୁଭଦ୍ରା ଯୋଜନା କିସ୍ତି ହିସାବରେ ଟଙ୍କା ଯୋଗାଇ ଆସୁଛନ୍ତି,
Read More...

ମହାପ୍ରଭୁଙ୍କ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ

ମହାପ୍ରଭୁଙ୍କ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ। ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏଥି ପାଇଁ ଅମୃତ ବେଳା ସ୍ଥିର କରାଯାଇଛି। ଏଥିପାଇଁ ନୀତି ନିର୍ଘଣ୍ଟ
Read More...

ଆଇନଜୀବୀ ପରିଷଦ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି- ଅର୍ଚ୍ଚନାଙ୍କୁ ଓକିଲାତି ମନା

ଆଇନଜୀବୀ ପରିଷଦ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ତରଫରୁ ପ୍ରକାଶିତ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ
Read More...

ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ ପକ୍ଷରୁ ‘ଏକ୍ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, ତା, ୧୭/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଶାଖା ଦ୍ୱାରା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ
Read More...