ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ

ଆଗକୁ ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି
Read More...

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ତେବେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ। ବୈତରଣୀର
Read More...

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି

ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ
Read More...

ଆଜି ମକର ସଂକ୍ରାନ୍ତି। କ’ଣ ରହିଛି ପରମ୍ପରା

ମକରଠାରୁ ଦିନ ହୁଏ ବକର। ଅର୍ଥାତ ଏହି ତିଥି ଠାରୁ ଦିନ କ୍ରମଶଃ ବଡ଼ ହୁଏ। ମକରଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଯାଉଥିବାରୁ ଖରା ଧୀରେଧୀରେ ପ୍ରଖର ହୁଏ। ସୂର୍ଯ୍ୟ ଉତ୍ତର ଦିଗକୁ ଯାତ୍ରା କରି ଛଅ ମାସ
Read More...

ହ୍ୟୁମାନ ମୃତ୍ୟୁ ମାମଲା : ଅର୍ପିତା ସୋମେଶଙ୍କୁ ଜେରା

ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ପୋଲିସର ବଡ଼ ସୂଚନା। ଏକାଧିକ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଇଛି କହିଲେ ଏସିପି ଜୋନ୍‌-୩। ସେ ଆହୁରି କହିଛନ୍ତି ଯେ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ପଚରାଉଚରା ହୋଇଛି। ଉଭୟଙ୍କ
Read More...

ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ହେବ ମହଙ୍ଗା ! ଦରମା ଆକାଉଣ୍ଟଧାରୀଙ୍କ ପାଇଁ ବଦଳିଲା ନିୟମ

ଏସବିଆଇ ଏଟିଏମରୁ ଟଙ୍କା ଉଠାଣ ପାଇଁ ନିୟମରେ କିଛି ପରିବର୍ତ୍ତନ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ ଏବଂ ସ୍ୱୟଂଚାଳିତ ଜମା-କମ-ଉଠାଣ ମେସିନ୍‌ ସହିତ ଜଡିତ ଚାର୍ଜକୁ ସଂଶୋଧନ କରିଛି ।ଏହି ପରିବର୍ତ୍ତନ ଅନ୍ୟ
Read More...

ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି

ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି କରାଯାଇଛି । ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି । ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି। SIR ପାଇଁ
Read More...

ଜୋର୍‌ ଜବରଦସ୍ତ କରାଇ ହେବନି ଝିଅର ବିବାହ- ହାଇକୋର୍ଟ

ବିବାହ ପୂର୍ବରୁ ଝିଅର ସ୍ଵୀକୃତି ନେବା ଜରୁରୀ। ଜୋର୍ ଜବରଦସ୍ତି ଝିଅର ବିବାହ କରେଇ ପାରିବେ ନାହିଁ ଅଭିଭାବକ ବୋଲି ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ
Read More...

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ
Read More...

ଚିପ୍ସ ପ୍ୟାକେଟ୍ ଖେଳଣାରେ ବିସ୍ଫୋରଣ । କୁନି ପିଲାର ଆଖି ନଷ୍ଟ

ମାରାତ୍ମକ ସାଜିଲା ଚିପ୍ସ । ଚିପ୍ସ ପ୍ୟାକେଟ୍ ଖେଳଣାରେ ବିସ୍ଫୋରଣ । କୁନି ପିଲାର ଆଖି ନଷ୍ଟ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ଅଧୀନ ଶଗଡ଼ଘାଟ ଗାଁରେ ଘଟିଛି ଏଭଳି ଅଘଟଣ । ରବିବାର ସନ୍ଧ୍ୟାରେ ଲବ ହରପାଳଙ୍କ ଆଠ
Read More...

ଦିନକ ପରେ ପୁଣି ଲେଉଟିଛି ଶୀତ। ଏହିସବୁ ଜିଲାକୁ ଆଲର୍ଟ ଜାରି

ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ
Read More...

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଘଟଣ । ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପଶି ଆସିଲେ ଯୁବକ

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଳୟ ଭାଙ୍ଗିଲେ ଯୁବକ । ଉତ୍କଳ ବିଶ୍ୱବିଦ୍ୟାଳୟରେ ଘଟିଛି ଅଘଟଣ । ଜାତୀୟ ଯୁବ ଦିବସ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ମୋହନ
Read More...

ରାଜ୍ୟରେ ବଢୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୪-ଇ ଉପରେ ଗୁରୁତ୍ୱାରୋପ

ରାଜ୍ୟରେ ବଢୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪-ଇ ଉପରେ ଗୁରୁତ୍ୱାରୋପ କରିଛନ୍ତି ।ପ୍ରଥମ ‘ଇ’ ହେଉଛି ଏଡୁକେସନ୍ ବା ସଠିକ୍ ସୂଚନା ଓ ସଚେତନତା ସୃଷ୍ଟି କବିବା । ଦ୍ୱିତୀୟ ‘ଇ’ ହେଉଛି
Read More...

ପ୍ରଶ୍ନପତ୍ର ଲିକ ରୋକିବ AI କ୍ୟାମେରା! କଣ୍ଟ୍ରୋଲ ରୁମରୁ କରାଯିବ ପରୀକ୍ଷାକୁ ମନିଟରିଂ

ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ AI କ୍ୟାମେରା । 211 ହବରେ ନିଜ ଆଡୁ ଏହି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।ଏଥିପାଇଁ କଲେଜ
Read More...

DRDO ଦ୍ବାରା ବିକଶିତ EOS-N1 (‘ଅନ୍ୱେଷା’)ର ଉତ୍‌କ୍ଷେପଣ! ମହାକାଶକୁ ଗଲା ଓଡିଶା ନିର୍ମିତ ପ୍ରଥମ…

ସୀମାରେ ଆଉ ଲୁଚିପାରିବେନି ଆତଙ୍କବାଦୀ । ଚୀନ୍‌ ଓ ପାକିସ୍ତାନ ଉପରେ କଡା ନଜର ରଖିବାକୁ ଭରତ ଆଜି ଏକ ଐତିହାସିକ ପରୀକ୍ଷଣ କରିଛନ୍ତି । ଆନ୍ଧ୍ର ଶ୍ରୀହରିକୋଟାରୁ ଉତ୍‌କ୍ଷେପଣ ହେଲା 'ଅନ୍ୱେଷା' ଉପଗ୍ରହ । DRDO
Read More...

ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର! ବିଧାନସଭା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ

ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । । ୭୧ ଏକର ଜମିରେ ଏହା ନିର୍ମାଣ
Read More...