ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ।ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟଙ୍କୁ ବାଦ୍ ଦେବାକୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ
Read More...

IPL ଦେଖିବା ହେବ ମହଙ୍ଗା… ଏବେ ଲାଗିବ 40% ଗସ୍ତ

ଭାରତୀୟ କ୍ରିକେଟ ପ୍ରେମୀଙ୍କ ଲାଗି ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) କେବଳ ଏକ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ କ୍ରିକେଟର ମହୋତ୍ସବ।କୋଟି କୋଟି ଟଙ୍କାରେ ଖେଳାଳିଙ୍କ ନିଲାମ, ବିଜ୍ଞାପନ ଓ ପ୍ରସାରଣ ଅଧିକାର ଏହି
Read More...

ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ
Read More...

ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ, ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ

ଅକ୍ଟୋବର ୭ରୁ ହବିଷ ବ୍ରତ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ । ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀମାନେ
Read More...

ଉଭୟ କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ଟେକ୍ସଟାଇଲ ଉପରୁ ସମ୍ପୂର୍ଣ୍ଣ ଜିଏସ୍ଟି ଛାଡ଼ ହେଉ – ବିଜେଡି

କେନ୍ଦ୍ର ସରକାର ଜିଏସଟିରେ ବଡ଼ ସଂସ୍କାର ଆଣିଛନ୍ତି। ୧୨ ପ୍ରତିଶତ ଓ ୨୮ ପ୍ରତିଶତ ସ୍ଲାବକୁ ହଟାଇ ୫ ପ୍ରତିଶତ ଏବଂ ୧୮ ପ୍ରତିଶତ ସ୍ଲାବ କରାଯାଇଛି। ଓଡ଼ିଶାର ୩୦ ଜିଲ୍ଲାରୁ ୨୨ ଜିଲ୍ଲାରେ କେନ୍ଦୁ ପତ୍ର ତୋଳାଯାଉଛି।
Read More...

କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ
Read More...

ବିଏସଏଫ୍‌ କ୍ୟାମ୍ପ ପଛପଟୁ ଉଡ଼ନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର

କୋରାପୁଟଜିଲ୍ଲା ଗୁପ୍ତେଶ୍ୱର ବନାଞ୍ଚଳ ଅଧିନସ୍ଥ ରାମଗିରିସ୍ଥିତ ବିଏସଏଫ୍‌ କ୍ୟାମ୍ପ ପଛପଟୁ ଥିବା ଜଙ୍ଗଲରୁ ଉଡନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର ହୋଇଛି । ରାମଗିରି ଠାରେ ଅବସ୍ଥାପିତ ୧୮୦ ବିଏନ ବିଏସଏଫ ଯବାନମାନେ
Read More...

କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ- ମୁଖ୍ୟମନ୍ତ୍ରୀ

ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି
Read More...

ଅନ୍ୟ ଜାତିରେ ପ୍ରେମ ବିବାହ କଲା ଝିଅ; ଶୁଦ୍ଧିକ୍ରିୟା କଲେ ପରିବାର ବର୍ଗ

ଗଂଜାମ ଜିଲ୍ଲାର କବିସୂର୍ଯ୍ୟନଗର ବଳିଆପଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। କୋକେଇରେ ଏକ ପ୍ରତୀକାତ୍ମକ ଶବ ରଖି ପରିବାର ଓ ପରିଜନ ଲୋକେ ଯେବେ ଏଭଳି ଏକ କାମ କରିଥିଲେ ରାସ୍ତାରେ ଦେଖୁଥିବା ଲୋକେ
Read More...

ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍‌’

ଜୀବନ ହାରିବା ରୋକିବାକୁ ସରକାରଙ୍କ ଉଦ୍ୟମ । ଜୀବନ ଜିନ୍ଦାବାଦ ନାମରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର ।ଏଭଳି ଘଟଣା ରୋକିବାକୁ ଲୋକସେବା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ
Read More...

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ: ନାଟମଣ୍ଡପରେ ଧାଡି ଦର୍ଶନ ହେବ

ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ। ନୂତନ ସଦସ୍ୟ ମାନଙ୍କୁ ସ୍ୱାଗତ କରାଗଲା। ଗତ ଉଚ୍ଚସ୍ତରୀୟ କମିଟି ବୈଠକର ବିବରଣୀ ପଠନ ଓ ଦୃଢୀକରଣ କରାଗଲା। ନୂତନ ସବକମିଟି ଗଠନ କରାଗଲା। ୧୪ଟି ସବକମିଟି ଗଠନ ହୋଇଛି।
Read More...

ଏଣିକି ମୋବାଇଲ୍ ଆପ୍ ବ୍ୟବହାର କରି ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ

ମୋବାଇଲ ଆପରେ ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ ରହିଛି। ଏନେଇ ୧ ସେପ୍ଟେମ୍ବର ଠାରୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ନିର୍ଦ୍ଦେଶ ଜାରି କରିଛି।ସମସ୍ତ କର୍ମଚାରୀ ମୋବାଇଲ ଆପ୍ ମାଧ୍ୟମରେ
Read More...

ଉପରାଷ୍ଟ୍ରପତି ନିର୍ବାଚନରେ କାହାକୁ ବାଛିବେ ନବୀନ?

ସେପ୍ଟେମ୍ବର ୯ ତାରିଖରେ ହେବାକୁ ଯାଉଛି ଉପରାଷ୍ଟ୍ରପତି ନିର୍ବାଚନ । ହେଲେ ଏଯାଏଁ ନିର୍ବାଚନକୁ ନେଇ ନବୀନ ନୀରବ । ବିଜେଡି ଏଥର ଉପରାଷ୍ଟ୍ରପତି ନିର୍ବାଚନରେ କାହାକୁ ସପୋର୍ଟ କରିବ ଆଉ କାହାକୁ ବିରୋଧ କରିବ, ତା
Read More...

ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ।

ପୁଣି ଚର୍ଚ୍ଚାକୁ ଆସିଛନ୍ତି ଅର୍ଚ୍ଚନା ନାଗ । ଚର୍ଚ୍ଚାର କାରଣ ହେଉଛି ନିଜ ତଥା ତାଙ୍କ ପୁଅ ଉପରେ ହୋଇଥିବା ଆକ୍ରମଣ । ଅର୍ଚ୍ଚନା ନାଗଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ଆଣିଛନ୍ତି ସେ । ତେବେ ଜଗବନ୍ଧୁଙ୍କୁ
Read More...

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ସୁଦ୍ଧା ଉପକୂଳ ଓଡ଼ିଶା ଅତିକ୍ରମ କରିବ । ଏହାର ପ୍ରଭାବରେ ବୁଧବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ
Read More...

ସମ୍ପର୍କୀୟଙ୍କ ଦଶାହ କାର୍ଯ୍ୟକୁ ଯିବା ହେଲା କାଳ : ବ୍ରିଜ ତଳକୁ ଖସିଲା ବାଇକ୍ , ଯୁବକ ମୃତ୍ୟୁ I

ଥୁଆମୂଳ ରାମପୁର,୦୨/୦୯-(ଦୁର୍ଗା କୀର୍ତ୍ତି) :- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବଡ଼ଛତ୍ରଙ୍ଗ ଗ୍ରାମ ନିକଟସ୍ଥ କାନ୍ଦୁଲଭଜା ଡଙ୍ଗର ପାଖ ବ୍ରିଜ ରେ ସୋମବାର ରାତ୍ର ପ୍ରାୟ ୭ଟା ୩୦ ସମୟରେ ଏକ
Read More...