ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର ସରିତା ବାରିକ ଗିରଫ

ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର ସରିତା ବାରିକ ଲାଞ୍ଚ ନେଇ ଧରାପଡିବା ପରେ ଗିରଫ କଲା ଭିଜିଲାନ୍ସ ଟିମ୍ । ରେଡ୍ ବେଳେ ଘରୁ ମିଳିଲା ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା । ୬୦ ଲକ୍ଷର ଡିପୋଜିଟ୍ ସହ ୨୨୨ ଗ୍ରାମ ସୁନା ଗହଣା ଠାବ
Read More...

ବିରାଜମାନ ହେଲେ ଅଗ୍ରପୂଜ୍ୟ ଭଗବାନ ଗଣେଶ

ବିରାଜମାନ ହେଲେ ଅଗ୍ରପୂଜ୍ୟ ଭଗବାନ ଗଣେଶ । ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଗାଁ ରୁ ସହର ଯାଏ ସବୁଠି ଉତ୍ସବମୁଖର । ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି । ସ୍କୁଲ, କଲେଜ,
Read More...

୨୯ ତାରିଖରେ ସମସ୍ତ ସ୍କୁଲ୍‌ ଛୁଟି

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍‌ ବନ୍ଦ୍‌ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ
Read More...

ଇପସିତା ସାହୁଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତ

ବିଜୁ ଛାତ୍ର ଜନତା ଦଳ ପାଇଁ ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରାଯାଇଛି । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ନାଁ ଘୋଷଣା କରିଛନ୍ତି । ଏଥିରେ ୬ ଜଣ ନେତାଙ୍କୁ ଗୁରୁଦାୟିତ୍ବ ଦେଇଛନ୍ତି
Read More...

ପୁରୁଣା ଗାଡ଼ିର ବ୍ୟବହାର ଅବଧି ୧୫ରୁ ୨୦ ବର୍ଷକୁ ବୃଦ୍ଧି

ପୁରୁଣା ଗାଡି ପାଇଁ କୋହଳ ହେଲା ନିୟମ । ପୂର୍ବରୁ ୧୫ ର ବର୍ଷର ପୁରୁଣା ଗାଡ଼ି ବ୍ୟବହାର କରିବା ଉପରେ ନିଷେଧାଦେଶ ଥିଲା। ପୂର୍ବରୁ ଥିବା ନିୟମକୁ ପରିର୍ବତ୍ତନ କରାଯାଇ ୨୦ବର୍ଷକୁ ବୃଦ୍ଧି କରାଯାଇଛି । ସରକାରଙ୍କ ଏ
Read More...

୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଦିନକ ପରେ ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ସଲେଶ୍ୱରୀଙ୍କ ମନ୍ଦିର । ତେବେ ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ।
Read More...

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର ୨୬/୦୮/୨୦୨୫ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ
Read More...

କନ୍ଧମାଳରେ ୩,୭୯୭ ଚାଷୀ ପଞ୍ଜୀକରଣ: ରାଜ୍ୟରେ ସର୍ବନିମ୍ନ, ଗତବର୍ଷ ତୁଳନାରେ ବୃଦ୍ଧି:

କନ୍ଧମାଳ, ତା, ୨୬/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): ଖରିଫ ଧାନ ବିକ୍ରି ପାଇଁ କନ୍ଧମାଳ ଜିଲ୍ଲାରେ ରାଜ୍ୟର ସର୍ବନିମ୍ନ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ଓଡ଼ିଶାର ବରଗଡ଼ ଜିଲ୍ଲାରେ ସର୍ବାଧିକ ୧ ଲକ୍ଷ ୫୦
Read More...

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଚାଷୀଙ୍କ ପାଇଁ ଖୁସି ଖବର । ଆକାଉଣ୍ଟକୁ ଆସିବ ୨ ହଜାର ଟଙ୍କା । ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି ।୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ
Read More...

ଆଜିଠୁ ‘ଆମ ଶାସନ ବ୍ୟବସ୍ଥା ଆରମ୍ଭ

ଆଜିଠୁ ‘ଆମ ଶାସନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି । ବିଜେଡି ସରକାର ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି
Read More...

ଆନ୍ଦୋଳନରୁ ଓହରିଲେ ଅମଲା

ଆନ୍ଦୋଳନରୁ ଓହରଲେ ଅମଲା କର୍ମଚାରୀ । ୧୫ ଦିନ ପରେ ଆଜି କାର୍ଯ୍ୟରେ ଯୋଗ ଦେବେ ଅମଲା । କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳମାନଙ୍କୁ ରାଜସ୍ବ ବିଭାଗର ଚିଠି ପରେ ଆଜି ଆନ୍ଦୋଳନ ପ୍ରତ୍ୟାହୃତ ନେଇ ଘୋଷଣା କରିଛନ୍ତି
Read More...

କରେନ୍ଦ୍ର ମାଝୀଙ୍କ ବିୟୋଗରେ ନୀରବ ପ୍ରାର୍ଥନା

ବାଲିଗୁଡା, ତା, ୨୫/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିଚାଳନା ସମିତି ର ପୂର୍ବତନ ସଭାପତି ତଥା ବାଲିଗୁଡା ର ପୂର୍ବତନ ବିଧାୟକ ଙ୍କ ବିୟୋଗ
Read More...

ବାଲିଗୁଡା ର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ…

ବାଲିଗୁଡ଼ା, ତା, ୨୫/୦୮ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୩)ଙ୍କର ରବିବାର ରାତିରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ
Read More...

ଆଜି କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ମୋହର

ରାଜ୍ୟ କ୍ୟାବିନେଟର ୨୪ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ
Read More...

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର

ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ଏହି ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୫ ପ୍ରଦାନ କରାଯିବ। ଏନେଇ ସୋମବାର ଦିନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି।ପୁରସ୍କାର ପାଇବାକୁ ଥିବା ଶିକ୍ଷକ
Read More...

ଓଡିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ

ଏବେ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍‌ରେ ଓଡିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହି ବଡ ଘୋଷଣା
Read More...