ଓଡ଼ିଶାରେ ଖୁବ୍‌ଶୀଘ୍ର ସି-ପ୍ଲେନ୍ ଏବଂ ହେଲି ଟ୍ୟାକ୍ସି ସେବା ଆରମ୍ଭ ହେବ

ଓଡ଼ିଶାରେ ଖୁବ୍‌ଶୀଘ୍ର ସି-ପ୍ଲେନ୍ ଏବଂ ହେଲି ଟ୍ୟାକ୍ସି ପ୍ରଚଳନ କରାଯିବ ବୋଲି ବାଣିଜ୍ୟ ଏବଂ ପରିବହନ ସଚିବ ଉଷା ପାଢୀ ସୋମବାର ସୂଚନା ଦେଇଛନ୍ତି । ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ
Read More...

ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜି ଖୋଜି ପଟ୍ଟା ଦେବେ ତହସିଲଦାର

ରାଜ୍ୟରେ ରହିବେନି ଭୂମିହୀନ। ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜି ଖୋଜି ପଟ୍ଟା ଦେବେ ତହସିଲଦାର।ଆସନ୍ତାବର୍ଷ ଅଗଷ୍ଟ ସୁଦ୍ଧା ଜିଲ୍ଲାର ଜମିହୀନଙ୍କୁ ଖୋଜି ପଟ୍ଟା ଯୋଗାଇ ଦେବେ ରାଜସ୍ୱ ବିଭାଗ।କେବଳ ଗରିବ
Read More...

ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍‌ ‘ଐରାବତ’

ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍‌ ‘ଐରାବତ’ । ଟ୍ରକ୍‌ଟି ଝାଡ଼ଖଣ୍ଡରେ ସ୍ବତନ୍ତ୍ର ଭାବେ ନିର୍ମାଣ କରାଯାଇଛି । ଗାଡ଼ିର ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା । ହାତୀ ସ୍ଥାନାନ୍ତର ବେଳେ ଆବଶ୍ୟକ ହେଉଥିବା
Read More...

ଅନ୍ତ୍ୟୋଦୟ ଗୃହ ଯୋଜନା; ବଢ଼ିଲା ପ୍ରୋତ୍ସାହନ ରାଶି ପ୍ରଦାନ ଅବଧି

ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରୋତ୍ସାହନ ରାଶି ପ୍ରଦାନ ନିୟମ ଆଂଶିକ ବଦଳିଛି । ପୂର୍ବରୁ ୪ ମାସରେ ଘର ସାରିଲେ ୨୦ ହଜାର ଟଙ୍କା ମିଳୁଥିଲା । ଏଣିକି ୪ ମାସ ବଦଳରେ ୬ ମାସରେ ଘର ନିର୍ମାଣ ସାରିଲେ ବି ୨୦ ହଜାର ଟଙ୍କାର
Read More...

୨୯ ଯାଏଁ ପ୍ରବଳ ବର୍ଷା

ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ। ଏହା ପ୍ରଭାବରେ ୨୯ ତାରିଖ ଯାଏ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ
Read More...

ପରିବେଶ ପଞ୍ଚାୟତ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ {ବୃକ୍ଷ ରୋପଣ କଲେ ବିଧାୟକ)

ପାଟଣା :(ବିଜୟ କୁମାର ମହାନ୍ତ) କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୁଖ୍ୟାଳୟରେ ଥିବା ପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ପରିସରରେ ସମ୍ବାଦ ଗ୍ରୁପ ସହଯୋଗରେ ପରିବେଶ ପଞ୍ଚାୟତ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ରବିବାର ଦିନ
Read More...

ବ୍ଲକ୍ ସ୍ତରୀୟ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ସଂସ୍କୃତ ଦିବସ ସମାରୋହ ପାଳିତ

ବାଲିଗୁଡା, ତା, ୨୪/୦୮ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ସଂସ୍କୃତ ଦିବସ
Read More...

ମାଟ୍ରିକ ସପ୍ଲିମେଣ୍ଟାରୀ ଖାତା ପାଇଁ ୨୫ରୁ ଆବେଦନ

ମାଟ୍ରିକ ସପ୍ଲିମେଣ୍ଟାରୀ ଖାତା ପାଇଁ ୨୫ରୁ ଆବେଦନ । ଖାତାର ଅବିକଳ ନକଲ ପାଇବା ଲାଗି ଆବେଦନ କରିପାରିବେ । ବୋର୍ଡ କାଯ୍ୟାଳୟରେ ଦରଖାସ୍ତ ଏବଂ ଫିସ ଦାଖଲ କରିପାରିବେ । ଅଫଲାଇନ ସେପ୍ଟେମ୍ବର ୨ ଭିତରେ ଆବେଦନ
Read More...

ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ କୃଷକ ପଞ୍ଜୀକରଣ।

୨୫ ଯାଏଁ ଚାଲିବ ଚାଷୀ ପଞ୍ଜୀକରଣ । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ମନ୍ତ୍ରୀ କହିଛନ୍ତି, ୨୦୨୫-୨୬ ଖରିଫ ଋତୁରେ ଚାଷୀଙ୍କ ପଞ୍ଜିକରଣ ପ୍ରକିୟାକୁ ଆହୁରି ସରଳୀକରଣ କରିଛନ୍ତି ସରକାର।
Read More...

ମନି ଗେମ୍ ବନ୍ଦ କଲେ ଡ୍ରିମ-୧୧ ଓ ମାଇ୧୧

ସଂସଦରେ ଅନଲାଇନ୍ ଗେମିଂ ବିଲ୍ ୨୦୨୫ ଗୃହୀତ ହେବା ମାତ୍ରେ, Dream11, MPL, Zupee ଇତ୍ୟାଦି ସେମାନଙ୍କର ଖେଳ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାର ଅନଲାଇନ୍ ଗେମିଂ ବିଲ୍‌ରେ ନିୟମ ଉଲ୍ଲଂଘନ ପାଇଁ ୧ କୋଟି
Read More...

ସହରରେ ବୁଲିଲା ଦନ୍ତା ହାତୀ: ଭୟଭୀତ ଲୋକେ : ଜଙ୍ଗଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡୁ

ବାଲିଗୁଡା, ତା, ୨୩/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଅଞ୍ଚଳର ଜଙ୍ଗଲ ନିକଟ ବର୍ତ୍ତି ଗାଁ ଗୁଡ଼ିକରେ ଉପଦ୍ରବ କରି ୩ ମଣିଷ,୧୦ରୁ ଉର୍ଦ୍ଧ୍ୱ ଗାଈ
Read More...

ଶ୍ରୀମନ୍ଦିର ପରିସରରେ ଶିଶୁ ତଥା ମା’ ମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ

ମହିଳା ଭକ୍ତମାନଙ୍କ ପାଇଁ ବଡ଼ ପଦକ୍ଷେପ। ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ।ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ହୋଇଛି
Read More...

କୁକୁରଙ୍କୁ ନିର୍ଦ୍ଧିଷ୍ଟ ସ୍ଥାନରେ ଖାଇବାକୁ ଦେବା ପାଇଁ ଅନୁରୋଧ -ମତ୍ସ୍ୟ ପ୍ରାଣୀ ସମ୍ପଦ ମନ୍ତ୍ରୀ

କୁକୁରମାନଙ୍କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ସଂଶୋଧିତ ରାୟ ପରେ ମତ୍ସ୍ୟ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପ୍ରତିକ୍ରିୟା ଦେଇଛନ୍ତି । ସୁପ୍ରିମ କୋର୍ଟଙ୍କ ନିର୍ଦେଶକୁ କଡାକଡି ପାଳନ କରିବ ବିଭାଗ । ମତ୍ସ
Read More...

ବର୍ଷାରେ ଭିଜିବ ଗଣେଶ ପୂଜା । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଏଥର ବର୍ଷାରେ ଭିଜିବ ଗଣେଶ ପୂଜା । ଗଣପତିଙ୍କ ଉତ୍ସବକୁ ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ପାଣିପାଗକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଯାହାକି ଚିନ୍ତା ବଢାଇଛି । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ଆସିଥିବାରୁ
Read More...

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଏନେଇ ସୂଚନା ଦେଇଛି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ।ସୂଚନାରେ କୁହାଯାଇଛି ଯେ, ଆସନ୍ତା ସୋମବାର ଅଗଷ୍ଟ ୨୫ ତାରିଖରେ
Read More...

ଯୁକ୍ତ ଦୁଇ ସିଲାବସରେ ପରିବର୍ତ୍ତନ, ବାଧ୍ୟତାମୂଳକ ଇଂରାଜୀ ବିଷୟରେ ରହିବ ‘ପରିବେଶ ଶିକ୍ଷା’

ଯୁକ୍ତ ୨ ପାଠ୍ୟକ୍ରମରେ ପରିବର୍ତ୍ତନ ହୋଇଛି । ଏଣିକି ବାଧ୍ୟତାମୂଳକ ଇଂରାଜୀରେ ‘ପରିବେଶ ଶିକ୍ଷା’ ୟୁନିଟ୍ ରହିବ ।ପରିବେଶ ଏବଂ ମୂଲ୍ୟବୋଧ ଶିକ୍ଷା ଉପରେ ଆସିବ ପ୍ରଶ୍ନ।୨୦୨୫-୨୬ ଶିକ୍ଷା ବର୍ଷର ଯୁକ୍ତ ୨ ଛାତ୍ରଛାତ୍ରୀ
Read More...