୨୦୨୩ OCS ଲିଖିତ ପରୀକ୍ଷା ଫଳ ପ୍ରକାଶ
୨୦୨୩ OCS ଲିଖିତ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ମୋଟ୍ ୮୦୬ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ୨୯୩ ଜଣ ମହିଳା ସାମିଲ ଅଛନ୍ତି । ଯେଉଁମାନେ ଲିଖିତ ପରୀକ୍ଷାରେ ପାସ୍ କରିଛନ୍ତି ସେମାନଙ୍କର ଡକ୍ୟୁମେଣ୍ଟ!-->…
Read More...
Read More...
ଦୁର୍ନୀତିଖୋରଙ୍କୁ ଠାବ କରିବ ଟେକ୍ନୋଲୋଜି
ରାଜ୍ୟ ସରକାର ଆଣିବେ କଠୋର ନିୟମ। ତେବେ ଦୁର୍ନୀତିଖୋର କର୍ମଚାରୀଙ୍କୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି।ଦୁର୍ନୀତିଖୋରଙ୍କୁ ଠାବ କରିବା ପାଇଁ ଟେକ୍ନୋଲୋଜିର ବ୍ୟବହାର!-->…
Read More...
Read More...
ଥୁଆମୂଳ ରାମପୁର ଗସ୍ତରେ ଯୋଜନା ଓ ସମନ୍ୱୟ ବିଭାଗର ସ୍ବତନ୍ତ୍ର ସଚିବ l
ବୁଲି ବୁଲି ଦେଖିଲେ କଫି ନର୍ସରୀ ଏବଂ ରକ୍ଷଣାବେକ୍ଷଣ ଉପରେ କଲେ ଆଲୋଚନା I
ଥୁଆମୂଳ ରାମପୁର,୨୨|୮(ଦୁର୍ଗା କୀର୍ତ୍ତି):- ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ୱୟ ବିଭାଗର ସ୍ବତନ୍ତ୍ର ସଚିବ ତେମଜେନ ୱାପାଙ୍ଗ ଗୁରୁବାର!-->!-->!-->…
Read More...
Read More...
ଗ୍ରାହକ ଙ୍କୁ ସଠିକ୍ ସେବା ଯୋଗାଇ ଦେଇ ପାରୁନାହିଁ ଥୁଆମୂଳ ରାମପୁର ଏକ୍ସସିସ୍ ଏଟିଏମ୍ I
୧୦ ମାସ ରୁ ଉର୍ଦ୍ଧ ହେବ ଏଟିଏମ୍ ବନ୍ଦ : ଗ୍ରାହକ ହନ୍ତସନ୍ତ
ଥୁଆମୂଳ ରାମପୁର,୨୨/୦୮-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ସଦର ସ୍ଥିତ ଆଇଟିଡିଏ ୪ ନମ୍ବର ମାର୍କେଟ କମ୍ପ୍ଲେକ୍ସ ରେ!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ପତ୍ତି କେତେ ?
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହୋଇଥିବା ମୋହନ ଚରଣ ମାଝୀ ବି ଜଣେ କୋଟିପତି ମୁଖ୍ୟମନ୍ତ୍ରୀ। ୨୦୨୪ ବିଧାନସଭା ନିର୍ବାଚନରେ ସେ ତାଙ୍କ ଶପଥ ପାଠରେ ସମ୍ପତ୍ତି ଘୋଷଣା କରିଥିଲେ। ତାଙ୍କ ଘୋଷଣା ଅନୁସାରେ, ମୋହନ ମାଝୀଙ୍କ!-->…
Read More...
Read More...
ସେପ୍ଟେମ୍ବର ୧୫ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ
ଶ୍ରୀମନ୍ଦିରରେ ଏଥର ଧାଡ଼ିରେ ହେବ ମହାପ୍ରଭୁଙ୍କ ଦର୍ଶନ। ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଏହି ଧାଡ଼ି ଦର୍ଶନ।ମ୍ୟାନେଜିଙ୍ଗ କମିଟି ଗଠନ ସରିବା ପରେ ପ୍ରଥମ ମିଟିଂରେ ହୁଣ୍ଡି ଶିଫ୍ଟ ପରେ ଧାଡି ଦର୍ଶନ ଆରମ୍ଭ ହେବ ।!-->…
Read More...
Read More...
ଆସନ୍ତା ୨୫ରେ ପୁଣି ଏକ ଲଘୁଚାପ ସମ୍ଭାବନା
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା!-->…
Read More...
Read More...
ଆଶ୍ରୟସ୍ଥଳ ନୁହେଁ, ବୁଲା କୁକୁର ବନ୍ଧ୍ୟାକରଣ ହେଉଛି ସଠିକ୍ ସମାଧାନ
କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମ୍କୋର୍ଟ ବୁଲା କୁକୁରମାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ ।!-->…
Read More...
Read More...
ଏଣିକି ବସ୍ରେ ମାଗଣା ଯିବେ ଛାତ୍ରୀଛାତ୍ର: ଗଣଶିକ୍ଷା ମନ୍ତ୍ରୀ
ଛାତ୍ରଛାତ୍ରୀ ଏଣିକି ସରକାରୀ ବସ୍ରେ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି ।ସେ ଆହୁରି!-->…
Read More...
Read More...
ଧର୍ମ ଜାଗରଣ ସମନ୍ଵୟ ପକ୍ଷରୁ ଧର୍ମ ସୁରକ୍ଷା ଦିବସ ପାଳିତ
ବାଲିଗୁଡା, ତା, ୨୧/୦୮(ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ଧର୍ମ ଜାଗରଣ ସମନ୍ଵୟ ବ୍ରହ୍ମଲୀନ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୭ ତମ ବଳିଦାନ ଦିବସ କୁ ଧର୍ମ ସୁରକ୍ଷା ଦିବସ ଭାବେ ପାଳନ କରାଯାଇଛି!-->…
Read More...
Read More...
କନ୍ଧମାଳ : ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ କୁ ୨୦ ବର୍ଷ ସଶ୍ରମ ଦଣ୍ଡାଦେଶ
କନ୍ଧମାଳ, ତା, ୨୧/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ ଶୁଣାଇଲେ ଦଣ୍ଡାଦେଶ। ସ୍ବତନ୍ତ୍ର କୋର୍ଟ ଗଣେଶ କହଁରକୁ ଦୋଷୀ ସାବ୍ୟସ୍ତ କରି ୨୦!-->…
Read More...
Read More...
ଆଇପିଏସ୍ ସ୍ତରରେ ଅଦଳବଦଳ
ଆଇପିଏସ୍ ଅଫିସର୍ ସ୍ତରରେ ଆଜି ଏକ ବଡ଼ ଧରଣର ଅଦଳ ବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସ୍ଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ପିନାକ ମିଶ୍ର ହେଲେ ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ୍!-->…
Read More...
Read More...
ଏଣିକି ଡିଜିଟାଲ ଜୁଆ ଖେଳିଲେ ଭୋଗିବେ ୩ ବର୍ଷ ଜେଲ୍
ଅନଲାଇନ ଗେମିଂ ପ୍ରମୋସନ ଏବଂ ରେଗୁଲେସନ ବିଲ, ୨୦୨୫ ଗୃହୀତ ହୋଇଛି। କୌଣସି ବିତର୍କ ବିନା ହଟ୍ଟଗୋଳ ମଧ୍ୟରେ ଏହି ବିଲକୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ବାରା ବିଶେଷ କରି ମଧ୍ୟବିତ୍ତ ବର୍ଗର ପରିବାର ଉପକୃତ ହେବେ ।!-->…
Read More...
Read More...
ଘୋଷଣା ହେବ ଆଉ ୯ ନୂଆ NAC – ନଗର ଉନ୍ନୟନ ମନ୍ତ୍ରୀ
ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC ପାଇଁ ଦାବି ହେଉଛି,!-->…
Read More...
Read More...
ପ୍ରତି ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା
ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । । ପାର୍ବଣ ସଂପର୍କିତ ସମନ୍ୱୟ ବୈଠକରେ ପୂଜା କମିଟି ମାନଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରିବାକୁ ସମସ୍ତ!-->…
Read More...
Read More...
ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ
ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍ଘାଟିତ ହୋଇଛି।ଏଠାରେ ହାତୀମାନଙ୍କ ଗବେଷଣା!-->…
Read More...
Read More...