ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଉପରେ କଠୋର ବିଜେପି ସରକାର: ଆଇନ ମନ୍ତ୍ରୀ
ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଉପରେ କଠୋର ବିଜେପି ସରକାର । ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର । ପୂର୍ବ ସରକାର ଭଳି କେବଳ ପିଅନ, କିରାଣୀ ମାନଙ୍କ ଉପରେ ନୁହେଁ, ମୁଖ୍ୟଯନ୍ତ୍ରୀ ସ୍ତରର ଅଧିକାରୀଙ୍କ ଉପରେ ମଧ୍ୟ!-->…
Read More...
Read More...
ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ପାସ ହାର ୫୬.୨୩ ପ୍ରତିଶତ ରହିଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ!-->…
Read More...
Read More...
ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ
ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ । ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ । ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ!-->…
Read More...
Read More...
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନନ୍ଦୋତ୍ସବ ନୀତି
ନନ୍ଦୋତ୍ସବ ପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର। ଶୁକ୍ରବାର ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ପାଳନ ହେଉଛି ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତ ମାନେ ରାମକୃଷ୍ଣ ଓ!-->…
Read More...
Read More...
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ
ବାଲିଗୁଡା,ତା, ୧୫/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ!-->…
Read More...
Read More...
ଆଜିଠୁ ଫାସଟ୍ୟାଗ୍ର ବଦଳିଲା ନିୟମ । ଗୋଟିଏ ବର୍ଷରେ ୨୦୦ ଟ୍ରିପ୍
ଆଜିଠୁ ଫାସଟ୍ୟାଗ୍ର ବଦଳିଲା ନିୟମ । ଏଣିକି ନିଇତି ଲାଇନ୍ରେ ଛିଡ଼ା ହୋଇ ଆଉ ଗାଡିର ଫାସ୍ଟ୍ୟାଗ୍ କାଟିବାକୁ ପଡ଼ିବନି । ଦେଶରେ ବାର୍ଷିକ ଟୋଲ ପାସ ବ୍ୟବସ୍ଥା ଆରମ୍ଭ ହୋଇଛି। ସରକାରଙ୍କ ଏହି ପାସ ସହାୟତାରେ ବର୍ଷକ!-->…
Read More...
Read More...
୧୦ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର
କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ନର୍ଥ ବିଟ୍ ଅସ୍ତଯୋଡ଼ି ଗ୍ରାମ ନିକଟରେ ଥିବା ନାଳ ନିକଟରୁ ଶୁକ୍ରବାର ବନବିଭାଗ ୧୦ଫୁଟ ଲମ୍ବର ଅଜଗର ସାପକୁ ଉଦ୍ଧାର କରିଛି।ସାପଟି ନାଳ କଡରେ ଥିବା ବେଳେ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୧ଟି ଜିଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣା
୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ!-->…
Read More...
Read More...
‘ଶୋଲେ’ ଚଳଚ୍ଚିତ୍ରକୁ ପୁରିଲା ପଚାଶ ବର୍ଷ
'ଶୋଲେ' ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାର ୫୦ ବର୍ଷ ପୂରଣ କରିଛି । ଏହି ଚଳଚ୍ଚିତ୍ରଟି ସ୍ୱାଧୀନତା ଦିବସ, ୧୫ ଅଗଷ୍ଟ ୧୯୭୫ରେ ମୁକ୍ତିଲାଭ କରିଥିଲା । ରମେଶ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅମିତାଭ!-->…
Read More...
Read More...
ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ! ମହିଳା ସୁରକ୍ଷାରେ ଉପରେ ଅଧିକ ଧ୍ୟାନ
୭୯ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି କମ୍ଭପପାଟି,!-->…
Read More...
Read More...
ବଡ଼ ଘୋଷଣା କଲେ ମୋଦି:ଦୀପାବଳିରେ ଦୁଇଗୁଣ ଉପହାର ପାଇବେ ଲୋକେ
ଆଜି ଭାରତ ତା’ର ୭୯ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଦେଶବାସୀଙ୍କୁ!-->…
Read More...
Read More...
ସ୍ୱାଧୀନତା ଦିବସ କାହିଁକି ପାଳନ କରାଯାଏ ?
ସ୍ୱାଧୀନତା ଦିବସ ବା ଅଗଷ୍ଟ ୧୫। ଏହି ଦିନରେ ହିଁ ଭାରତବାସୀ ମୁକ୍ତ ହୋଇଥିଲେ ଇଂରେଜ ସରକାରଙ୍କ କବଳରୁ। ଅଗଷ୍ଟ ମାସ ୧୫ ତାରିଖକୁ ଆମେ ପାଳିଥାଉ ସ୍ୱାଧୀନତା ଦିବସ ଭାବରେ। ଏହି ଦିନ ନିଜ ପରିଚୟ ଓ ସ୍ଵାଧୀନତା ଫେରି!-->…
Read More...
Read More...
ସ୍ୱାଧୀନତା ଦିବସ ଉପଲକ୍ଷେ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା
ବାଲିଗୁଡା, ତା, ୧୪/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଗୁରୁବାର ପ୍ରତ୍ୟୁଷରେ!-->…
Read More...
Read More...
ଏକଲବ୍ୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ରାଷ୍ଟ୍ରପତି ଭବନ ପରିଦର୍ଶନ
ବାଲିଗୁଡା, ତା, ୧୪/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ଓ ଫିରିଙ୍ଗିଆ ବ୍ଲକରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ପାଞ୍ଚ ଜଣ!-->…
Read More...
Read More...
ସୁଭଦ୍ରା ଯୋଜନା:ହିତାଧିକାରୀମାନଙ୍କୁ ପାଇଁ ଆଉ ଏକ ବଡ଼ ଆଶ୍ବସ୍ତି
ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ହିତାଧିକାରୀମାନଙ୍କୁ ପାଇଁ ଆଉ ଏକ ବଡ଼ ଆଶ୍ବସ୍ତି ଦେଇଛନ୍ତି। ଦ୍ବିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ସମସ୍ତ ହିତାଧିକାରୀମାନଙ୍କୁ ଟଙ୍କା ମିଳିବ। ମିସନ ଶକ୍ତି ଭବନ ଠାରେ ‘ଦିବ୍ୟାଙ୍ଗ!-->…
Read More...
Read More...
ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ । ମଧ୍ୟାହ୍ନ ସାଢ଼େ ୧୨ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ଥିର ହୋଇଛି । ଚଳିତ ଥର ରାଜ୍ୟ ମୁକ୍ତ!-->…
Read More...
Read More...