ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ମହିମା ମେଳା ମହୋତ୍ସବ
ପାଟଣା:୦୬.୦୧.୨୦୨୫ (ବିଜୟ କୁମାର ମହାନ୍ତ) ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉପଲକ୍ଷେ ପୌରହିତ ଭୀମ ବାବା, ଧଳିଆ ବାବା ଙ୍କ ତତ୍ତ୍ୱାବଧାନରେ ଗ୍ରାମରେ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ମହିମା ମେଳା ମହୋତ୍ସବ-୨୦୨୬ ଅନୁଷ୍ଠିତ!-->…
Read More...
Read More...
ଡାକ୍ତରଙ୍କ ଆନ୍ଦୋଳନ ଉପରେ ଏସମା ଲାଗୁ, ୬ ମାସ ପାଇଁ ବଳବତ୍ତର
ଡାକ୍ତରୀ ଆନ୍ଦୋଳନ ଉପରେ ଲାଗିଲା ରୋକ । ରାଜ୍ୟରେ ଏସମା ଲାଗୁ କଲେ ସରକାର । ସରକାରୀ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ଜାରି ରହିଥିବା ଆନ୍ଦୋଳନକୁ ଦୃଷ୍ଟିରେ ରଖି ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।ବିଭିନ୍ନ!-->…
Read More...
Read More...
ପୁଣି ଶ୍ରୀମନ୍ଦିର ଭିତରେ ମିଳିଲା ବାହାର ଘିଅ, ୨ ସୁଆରଙ୍କୁ ନୋଟିସ ଜାରି
ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ!-->…
Read More...
Read More...
ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର- ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
ଚଳିତବର୍ଷ ପକ୍ଷୀଙ୍କ ଗୋଡରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ଏନେଇ ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ | ଏପରିକି!-->…
Read More...
Read More...
କଟକରେ ଏକାଧିକ ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ଗିରଫ ହେଲେ ଯୁବକ
ନାବାଳିକାଙ୍କ ଅଶ୍ଲୀଳ ଭିଡିଓକୁ ବିଭିନ୍ନ ହ୍ୱାଟସ୍ଆପ୍ ଗ୍ରୁପ୍ରୁ ଓ ସୋସିଆଲ୍ ମିଡିଆରେ ବାରମ୍ବାର ଫରୱାଡ୍ କରିବା ଅଭିଯୋଗରେ କଟକ ସାଇବର୍ ଥାନା ପୁଲିସ ମୁକେଶ ବାରିକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ମୁକେଶର ଘର!-->…
Read More...
Read More...
ଫେବ୍ରୁଆରୀ ୧ରୁ ନିୟମ ଲାଗୁ: ବୀମା ,ପ୍ରଦୂଷଣ ସାର୍ଟିଫିକେଟ୍ ନଥିଲେ ଫାସଟ୍ୟାଗ୍ କାମ କରିବ ନାହିଁ
ଆଗକୁ ଗାଡ଼ି ମାଲିକଙ୍କ ଯନ୍ତ୍ରଣା ବଢ଼ିବାକୁ ଯାଉଛି। ଯଦି ଗାଡ଼ି ଉପରେ କିଛି ଜରିମାନା ଅଛି, ବୀମା ନାହିଁ, ପ୍ରଦୂଷଣ ସାର୍ଟିଫିକେଟ୍ ନାହିଁ; ତେବେ ଫାସ୍ଟ୍ୟାଗ୍ ଆକ୍ଟିଭେଟ୍ ହେବନି। ଫେବ୍ରୁଆରୀ ୧ରୁ ଏହି ନିୟମ ଲାଗୁ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି ।
ପ୍ରଧାନମନ୍ତ୍ରୀ ସୋସିଆଲ!-->!-->!-->…
Read More...
Read More...
ସ୍କୁଲ ପରିସରରେ ନିଆଁରେ ପୋଡ଼ି ହୋଇ ୪ଜଣ ଛାତ୍ର ଗୁରୁତର
ରାୟଗଡାରେ ବିଦ୍ୟାଳୟରେ ଖେଳୁଥିବା ବେଳେ ବଡ ଅଘଟଣ । ପାଇକଡାକୁଲଗୁଡା ହାଇସ୍କୁଲରେ ପୋଡିହୋଇ ୪ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ୪ ଛାତ୍ରଙ୍କ ଉପରେ ଥିନର ଢାଳି ନିଆଁ ଲଗାଇଦେଲେ ଆଉ ଜଣେ ଛାତ୍ର । ନିଆଁ ଲାଗିବା ପରେ!-->…
Read More...
Read More...
ସରକାରଙ୍କ ସହ ଆଲୋଚନା ବିଫଳ: ମିଲରଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି
ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି!-->…
Read More...
Read More...
ଭୁବନେଶ୍ୱର ଏମସକୁ ଚିକିତ୍ସା ସଂପର୍କିତ ତଥ୍ୟ ମାଗିଲା କଟକ ମର୍କତ ନଗର ପୁଲିସ୍
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା। ଭୁବନେଶ୍ଵର ଏମ୍ସକୁ ହ୍ୟୁମାନ ସାଗରଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ ମାଗିଲା ପୋଲିସ। ଶବ ବ୍ୟବଚ୍ଛେଦ ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିବାକୁ ନୋଟିସ ଜାରି କରିଛି କମିଶନରେଟ!-->…
Read More...
Read More...
ରାଜ୍ୟରେ ପୁଣି ଶୀତ ବଢ଼ିବ, ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ନେଇ ପାଣିପାଗ ବିଭାଗର ଆକଳନ
ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।ଆସନ୍ତା ୭ ତାରିଖ!-->…
Read More...
Read More...
ରାଜ୍ୟ ବିଭିନ୍ନ ସରକାରୀ ହସ୍ପିଟାଲରେ ୨ ଘଣ୍ଟା ଲେଖାଏଁ ଓପିଡି ବନ୍ଦ
ଆଜିଠୁ ୨ ଘଣ୍ଟା ଓପିଡି ବନ୍ଦ । ଏଭଳି ଚରମ ନିଷ୍ପତ୍ତି ନେଇଛି ଓମସା । ସରକାର ଡାକ୍ତରଙ୍କ ଦାବି ଶୁଣୁନଥିବାରୁ ସେମାନେ ନିଜ ଜିଦରେ ଅଟଳ ରହିଛନ୍ତି । ବିଭିନ୍ନ ସରକାରୀ ହସ୍ପିଟାଲରେ ସକାଳ ୯ଟାରୁ!-->…
Read More...
Read More...
୫ ଦିନିଆ କନ୍ଧମାଳ ମହୋତ୍ସବ : ବହୁ ନାମିଦାମୀ ଓଲିଉଡ କଳାକାର ଙ୍କ ଆଗମନ : କଡା ସୁରକ୍ଷା ବ୍ୟବସ୍ଥା
କନ୍ଧମାଳ, ତା, ୦୪/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ପ୍ରତିକ୍ଷିତ କନ୍ଧମାଳ ମହୋତ୍ସବ- ୨୦୨୬ ଚଳିତ ମାସ ୭ରୁ ୧୧ ତାରିଖ ଦୀର୍ଘ ୫ଦିନ ବ୍ୟାପୀ କନ୍ଧମାଳ ଷ୍ଟାଡିୟମ ରେ ଅନୁଷ୍ଠିତ ହେବ, ଏଥିପାଇଁ ପ୍ରସ୍ତୁତି!-->…
Read More...
Read More...
କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡା ରେ ମଶାଲ ଶୋଭାଯାତ୍ରା
ବାଲିଗୁଡା,ତା, ୦୪/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ପ୍ରଥମେ ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ସାପାଗାଣ୍ଡା!-->…
Read More...
Read More...
ଚୁଡାନ୍ତ ପର୍ଯ୍ୟାୟ ରେ ଦାରିଙ୍ଗବାଡି ର ଶୀତ ମହୋତ୍ସବ: ମଶାଲକୁ ଧରି ସହର ପରିକ୍ରମା ସହ ସଚେତନତା
ବାଲିଗୁଡା, ତା, ୦୪/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ ଓଡିଶା ର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ମାସ ୮ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଆୟୋଜିତ ହେବ। ଏହି!-->…
Read More...
Read More...
ଥୁଆମୂଳ ରାମପୁରରେ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା’ର ଶୁଭାରମ୍ଭ: ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ I
ଥୁଆମୂଳ ରାମପୁର, ୪/୦୧ (ଦୁର୍ଗା କୀର୍ତ୍ତି):- ଆସନ୍ତା ୬ ଓ ୭ ତାରିଖରେ ସ୍ଥାନୀୟ ବାବା ଖଣ୍ଡୁଆଳ ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି ୨୮ତମ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬’ । ଏହି!-->…
Read More...
Read More...